ଅବକାରୀ ଚଢାଉ: ୭ ଗିରଫ

ବଇଣ୍ଡା,୨୮।୬(ଡି.ଏନ.ଏ.)-ଆଠମଲ୍ଲିକ ବ୍ଲକ ଠାକୁରଗଡ଼ ଥାନା ବିଭିନ୍ନ ଗ୍ରାମରେ ଶୁକ୍ରବାର ଅବକାରୀ ବିଭାଗ ପକ୍ଷରୁ ଚଢାଉ କରାଯାଇ ୬୫ ଲିଟର ଦେଶୀ ମଦ କରାଯାଇଛି। ଏହି ଘଟଣାରେ ତଲେଇପଥର ଗ୍ରାମର ଅଇଁଠା ପ୍ରଧାନ, ଛବି ପ୍ରଧାନ, ରୁନି ଭୋଇ, ପାଇକସାହି ଗ୍ରାମର ତୀର୍ଥ ମାଝି, ସଞ୍ଜୟ ପ୍ରଧାନ, କୁଶ ପ୍ରଧାନ, ସାହାବାଣୀ ପ୍ରଧାନଙ୍କୁ ଗିରଫ କରାଯାଇଛି। ଏମାନେ ବେଆଇନ ଭାବେ ଘରେ ମଦ ବିକ୍ରି କରୁଥିବା ଖବରପାଇ ଆଠମଲ୍ଲିକ ଅବକାରୀ ନୀରିକ୍ଷକ ସୁମତି ତ୍ରିପାଠୀ, ଉପ ନୀରିକ୍ଷକ ପ୍ରଫୁଲ କୁମାର ପତି, ସହକାରୀ ଉପ ନୀରିକ୍ଷକ ରମାକାନ୍ତ ଚାନ୍ଦ, ଅରୁଣ କୁମାର ଚାଉଳିଆ, ଏମ୍‌ଡି ଜାକିର ହୁସେନ, ହରିହର ପରିଡ଼ା, ମନୋଜ ବେହେରା, ସଞ୍ଜୁକ୍ତା ସାହୁ ପ୍ରମୁଖ ଚଢାଉ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଖଇରନାଳୀ ବନ ସଂରକ୍ଷଣ ସମିତି ପୁରସ୍କୃତ

କଣିହାଁ, ୭ା୭ (ଡି.ଏନ.ଏ.)- ଅନୁଗୋଳ ଜିଲା ଡେରଜାଙ୍ଗ ଡ୍ୟାମ ସାଇଟରେ ରବିବାର ଉପଖଣ୍ଡସ୍ତରୀୟ ବନ ମହୋତ୍ସବ ପାଳିତ ହୋଇଯାଇଛି। ଏହି ଅବସରରେ ତାଳଚେର ଉପଖଣ୍ଡରେ କଣିହାଁ...

ଗାଁ ସ୍ୱଚ୍ଛ, ସହର ଅସ୍ୱଚ୍ଛ

ଛେଣ୍ଡିପଦା,୧୨ା୨(ସ୍ବ.ପ୍ର.): ସ୍ବଚ୍ଛ ଭାରତ ଯୋଜନାରେ ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକକୁ ସଫଳତା ମିଳିଛି। ବ୍ଲକ ଅଞ୍ଚଳର ଗାଁଗୁଡ଼ିକ ବାହ୍ୟମଳମୁକ୍ତ ହୋଇପାରିଥିବା ଦାବି କରାଯାଉଛି। ଏଥିପାଇଁ ପ୍ରଶାସନ ପ୍ରଶଂସା...

ବାସଚ୍ୟୁତଙ୍କ ଥଇଥାନ ନିମନ୍ତେ ଦାବିପତ୍ର

କଣିହାଁ,୨୯।୬(ଡି.ଏନ.ଏ.) – ଅନୁଗୋଳ ଜିଲା କଣିହାଁ ବ୍ଲକ ସମଲଠାରେ ସମଲ ବ୍ୟାରେଜ ବ୍ରାହ୍ମଣୀ କ୍ଷତିଗ୍ରସ୍ତ ବାସଚ୍ୟୁତ ସଂଘ ତରଫରୁ ମଙ୍ଗଳବାର ଏକ ସଭା ଅନୁଷ୍ଠିତ ହୋଇଯାଇଛି।...

ଯୋଗ୍ୟତା ଥାଇ ମିଳୁନି ଆବାସ

ମାଧପୁର, ୧୧।୫ – ଆଠମଲ୍ଲିକ ବ୍ଲକ କୁଦଗାଁ ପଞ୍ଚାୟତ ନୀଳକଣ୍ଠପଡ଼ା ଗ୍ରାମର ୧୨ଜଣ ଯୋଗ୍ୟ ହିତାଧିକାରୀଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ସାମିଲ କରାଯାଉ ନ ଥିବା...

ଘର ଭାଙ୍ଗିଲା, ଧାନ ଖାଇଲା

କଣିହାଁ,୨୬।୨(ଡି.ଏନ.ଏ.) – କଣିହାଁ ବ୍ଲକ ରେଙ୍ଗାଳି ଫରେଷ୍ଟ ସେକ୍ସନ ବଜ୍ରକୋଟ ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ହାତୀ ପଶି ବ୍ୟାପକ କ୍ଷୟକ୍ଷତି ଘଟାଇଛି। ଭୋର ୫ଟାରେ...

ଯୌତୁକ ପାଇଁ ମହିଳାଙ୍କୁ ହତ୍ୟା ଅଭିଯୋଗ

ଅନୁଗୋଳ ଅଫିସ,୫।୬: ୨ ଲକ୍ଷ ଟଙ୍କା ଅଧିକ ଯୌତୁକ ପାଇଁ ଜଣେ ୮ ମାସର ଗର୍ଭବତୀଙ୍କୁ ଶାଶୁଘର ଲୋକେ ହତ୍ୟା କରିଥିବା ଶନିବାର ଅନୁଗୋଳ ସଦର ଥାନାରେ...

‘ଅତ୍ୟାଚାର, ଆକ୍ରୋଶ ବିରୋଧରେ ମୁହଁ ଖୋଲନ୍ତୁ ମହିଳା’

ନାତୁଣୀ ହାକିମ ହେଉ, ଏହା ଥିଲା ଜେଜେଙ୍କ ଇଚ୍ଛା। ସେହି ସ୍ବପ୍ନ ଏବେ ପୂରଣ ହୋଇଛି। ହେଲେ ନାତୁଣୀର ଏହି ଖୁସି ଦେଖିବାକୁ ଜେଜେ ନାହାନ୍ତି।...

ଶିକ୍ଷା, ସ୍ବାସ୍ଥ୍ୟ ବିଭାଗର ଅବହେଳା: ପଡିରହିଛି ୭ ଲକ୍ଷର ସାନିଟାରି ନାପ୍‌କିନ

ଆଠମଲ୍ଲିକ, ୪ା୧୦ (ଡି.ଏନ.ଏ.)-ବିଦ୍ୟାଳୟ ଛାତ୍ରୀଙ୍କୁ ମାଗଣାରେ ସାନିଟାରି ନାପକିନ ଯୋଗାଇଦେବାର ବ୍ୟବସ୍ଥା କରାଯାଇଛି। ସମସ୍ତ ବିଦ୍ୟାଳୟରେ ଛାତ୍ରୀମାନେ ଯେପରି ଏହି ପ୍ୟାଡ ପାଇବେ ସେଥିପାଇଁ ସରକାରୀ...

Advertisement
Archives

Model This Week