ଅବକାରୀ ବିଭାଗର ଚଢ଼ାଉ: ଜଣେ ଗିରଫ, ୧ କେଜି ବ୍ରାଉନ୍‌ସୁଗାର, ବନ୍ଧୁକ ଜବତ

ଜଳେଶ୍ୱର, ୧୬।୧୦(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ଜଳେଶ୍ବର ଥାନା ଅନ୍ତର୍ଗତ ଷ୍ଟେଶନ ବଜାରସ୍ଥିତ ମିଲବାଡ଼ି ଅଞ୍ଚଳରେ ବୁଧବାର ଭୋରରେ ଜଳେଶ୍ବର ଅବକାରୀ ଏବଂ କଟକ କେନ୍ଦ୍ରୀୟ ଅବକାରୀ ବିଭାଗ ମିଳିତ ଭାବେ ଚଢ଼ାଉକରି ୧ କେଜି ବ୍ରାଉନସୁଗାର ସହ ଗୋଟିଏ ଚୋରା ବନ୍ଧୁକ ଜବତ କରିଛି। ଏହି କାରବାରରେ ସମ୍ପୃକ୍ତ ଜଣଙ୍କୁ ଗିରଫ କରାଯାଇଛି। ସେ ହେଲେ ମିଲବାଡି ଅଞ୍ଚଳର ସପନ କୁମାର ପ୍ରଧାନ।
ପ୍ରକାଶ ଯେ, ସପନ ଦୀର୍ଘଦିନ ହେବ ମିଲବାଡି ଅଞ୍ଚଳରେ ରହି ବ୍ରାଉନସୁଗାର ବେପାର କରିଆସୁଥିଲେ। କୌଣସି ସୂତ୍ରରୁ ଖବର ପାଇ ଅବକାରୀ ବିଭାଗ ଏହି ଚଢ଼ାଉ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୬ ବର୍ଷ ହେଲା ମିଳିନି ଦରମା, ଆମରଣ ଅନଶନରେ ବସିଲେ ପମ୍ପ୍‌ ଡ୍ରାଇଭର

ସିମୁଳିଆ,୨୧ା୭(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ସିମୁଳିଆ ବ୍ଲକରେ କାର୍ଯ୍ୟରତ ଗ୍ରାମ୍ୟ ଜଳ ଯୋଗାଣ ପ୍ରକଳ୍ପ(ଆରଡବ୍ଲ୍ୟୁଏସ୍‌ଏସ୍‌)ର ଜଳ ଯୋଗାଣ କର୍ମଚାରୀ(ପମ୍ପ ଡ୍ରାଇଭର)ମାନଙ୍କୁ ଗତ ୬ବର୍ଷ ହେଲା ଦରମା ମିଳିନାହିଁ...

ଶାସ୍ତ୍ରୀୟ ଓଡ଼ିଆ ଭାଷାକୁ ନାହିଁ ଟଙ୍କାଟିଏ କେନ୍ଦ୍ରୀୟ ଅନୁଦାନ

ଭୁବନେଶ୍ୱର,୧୮।୩(ବ୍ୟୁରୋ): ଶାସ୍ତ୍ରୀୟ ମାନ୍ୟତା ପାଇଥିବା ଓଡ଼ିଆ ଏବଂ ମାଲାୟଲମ୍‌ ପ୍ରଭୃତି ଭାଷାକୁ କେନ୍ଦ୍ର ସରକାର ଅବହେଳା କରୁଛନ୍ତି। ଅପରପକ୍ଷରେ ମାତ୍ର ୧୫,୦୦୦ ଲୋକ କହୁଥିବା ସଂସ୍କୃତ...

୪ ଜିଲାରେ ମିଳୁନି ପିଡିଏସ୍‌ ଗହମ, ରାଶନ ପାଇବାରୁ ବଞ୍ଚିତ ଅନ୍ୟ ଜିଲା

ଭୁବନେଶ୍ୱର,୧୧ା୫(ବ୍ୟୁରୋ)-ରାଜ୍ୟର ୪ ଜିଲାରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍‌)ରେ ଗହମ ମିଳୁନାହିଁ। ଭାରତୀୟ ଖାଦ୍ୟ ନିଗମ(ଏଫ୍‌ସିଆଇ) ଜଟଣୀ ଗୋଦାମରୁ ଗତ ୪ ମାସ ହେବ ଗହମ...

ସ୍ବାମୀଙ୍କୁ ଛାଡ଼ି ଥାନାରେ ପ୍ରେମିକଙ୍କୁ ବିବାହ

ହିନ୍ଦୋଳ,୩।୬: ବିବାହିତା ଥିଲେ। ହସଖୁସିର ପରିବାର ଥିଲା। ତଥାପି ଆଉ ଜଣଙ୍କୁ ମନ ଦେଇଥିଲେ ମହିଳା। ସ୍ବାମୀଙ୍କୁ ଛାଡ଼ି ୧୫ ଦିନ ତଳେ ପ୍ରେମିକଙ୍କ ସହ...

ବେଳକୁ ବେଳ ବଢ଼ୁଛି ଶିଶୁ ସଂକ୍ରମିତଙ୍କ ସଂଖ୍ୟା: ଆଜି ୯୬ କରୋନା ପଜିଟିଭ୍‌

ଭୁବନେଶ୍ୱର,୨୬।୯(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୫୮୫ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିରେ ୯୬ଜଣ ୧୮ ବର୍ଷରୁ କମ୍‌ ବର୍ଗର ଅଛନ୍ତି। ନୂତନ...

ଦାଦନ ଦୁଃଖ: ମା’ଙ୍କ ଶେଷ ଦର୍ଶନ କରିପାରିଲେନି ଝିଅ

ବରଗଡ଼ ଅଫିସ୍‌,୨୪।୪: ଲକ୍‌ ଡାଉନ କଟକଣା ଲାଗୁ ହେବା ପରେ ଦାଦନ ଦୁଃଖ ବଢ଼ି ଯାଇଛି। ଜିଲା ତଥା ରାଜ୍ୟ ବାହାର ଶ୍ରମିକଙ୍କୁ ଦାଦନ ଖଟିବାକୁ...

ଆଜିଠୁ ମିଳିବ ନୀଳାଚଳ ଅବଢ଼ା

ପୁରୀ ଅଫିସ,୨୪।୭: ଘୋଷଯାତ୍ରା ସାରି ମହାପ୍ରଭୁ ଶ୍ରୀଜଗନ୍ନାଥ ଭଉଣୀ ଭାଇଙ୍କ ସହ ଶୁକ୍ରବାର ଶ୍ରୀମନ୍ଦିର ରତ୍ନସିଂହାସନକୁ ବିଜେ କରିଛନ୍ତି। ଶନିବାରଠାରୁ ପୁଣି ଶ୍ରୀମନ୍ଦିରରେ ନୀଳାଚଳ ଅବଢ଼ା...

ବିକ୍ଷୋଭ, ଶୋଭାଯାତ୍ରାରେ କମ୍ପିଲା ଲୋୟର ପିଏମ୍‌ଜି

ଭୁବନେଶ୍ୱର,୧୯ା୧୧ (ବ୍ୟୁରୋ): ବୁଧବାରଠାରୁ ଆରମ୍ଭ ହୋଇଛି ବିଧାନସଭା ଶୀତ ଅଧିବେଶନ। ପୁଣି ଚଳଚଞ୍ଚଳ ହୋଇ ଉଠିଛି ବିଧାନସଭା ସମ୍ମୁଖ ଲୋୟର ପିଏମ୍‌ଜି। ସରକାରଙ୍କୁ ସମସ୍ୟା ତଥା...

Advertisement
Archives

Model This Week