ଅବକାରୀ ବିଭାଗର ଚଢ଼ାଉ: ଦେଶି ମଦ ସହ ୨ ଗିରଫ

ବାଲେଶ୍ୱର ଅଫିସ,୧୩।୨: ବାଲେଶ୍ୱର ଭ୍ରାମ୍ୟମାଣ ଅବକାରୀ ବିଭାଗ ପକ୍ଷରୁ ବୁଧବାର ଚଢ଼ାଉ କରାଯାଇ ୫୦୦ ଲିଟର ଦେଶି ମହୁଲି ମଦ ସହ ଏକ ଗାଡ଼ି ଜବତ କରାଯାଇଛି। ଘଟଣାରେ ୨ଜଣଙ୍କୁ ଗିରଫ କରାଯାଇ କୋର୍ଟଚାଲାଣ ମଧ୍ୟ କରାଯାଇଥିବା ସୂଚନା ମିଳିଛି। ଅଭିଯୁକ୍ତମାନେ ହେଲେ ଭଦ୍ରକ ଜିଲା ଆଗରପଡ଼ା ଅଞ୍ଚଳର ରବିନ୍ଦ୍ର ପ୍ରଧାନ ଓ ସଦର ଥାନା ଅନ୍ତର୍ଗତ ଶ୍ରୀବନ୍ତପୁର ଗ୍ରାମର ଲକ୍ଷ୍ମୀଧର ସେଠୀ।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରାବଣ ସୋମବାରରେ ଜଳାଭିଷେକ ପାଇଁ କାଉଡ଼ିଆଙ୍କ ପ୍ରବଳ ଭିଡ଼

କେନ୍ଦୁଝର,୩ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଜି ଶ୍ରାବଣ ମାସର ପ୍ରଥମ ସୋମବାର। ଏଣୁ ବିଭିନ୍ନ ଶୈବପୀଠରେ ସକାଳୁ ଭକ୍ତ ଙ୍କ ଭିଡ଼ ଦେଖିବାକୁ ମିଳିଛି। ବିଶେଷ କରି କାଉଡ଼ିଆମାନେ…

ସ୍କୁଟିରେ ଯାଉଥିଲେ ମହିଳା, ସୁନାଚେନ୍‌ ଝାମ୍ପିନେଲେ ଦୁର୍ବୃତ୍ତ

କର୍ଲାମୁଣ୍ଡା,୩ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ଫାଣ୍ଡି ଅନ୍ତର୍ଗତ ଅବୁଜବାହାଲ-ବଡଡୁଙ୍ଗୁରୀଗୁଡା ରାସ୍ତାର ଭାଲୁଡୁଙ୍ଗୁରୀ ନିକଟରେ ଶନିବାର ଅପରାହ୍ନରେ ଜଣେ ମହିଳାଙ୍କ ଠାରୁ ସୁନାଚେନ୍‌…

ଷ୍ଟେଶନରେ ଚଲାବୁଲା କରୁଥିଲେ ଅଜଣା ବ୍ୟକ୍ତି, ହଠାତ୍‌ ହେଲା ରକ୍ତବାନ୍ତି, ଆଉ ତା’ ପରେ…

ନନ୍ଦପୁର,୩ା୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଥାନା ଅଧୀନ କୁମାରଗନ୍ଧନା ପଞ୍ଚାୟତର ପାଲିବା ରେଳ ଷ୍ଟେଶନ ବାହାରେ ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି।…

ମହାନଦୀରେ ବନ୍ୟାଜଳ: ପ୍ରଭାବିତ ହେଉଛନ୍ତି ମତ୍ସ୍ୟଜୀବୀ

ମହାକାଳପଡ଼ା,୩ା ୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ବାହାକୁଦ ପିତାପାଟ ଗ୍ରାମ ସଂଲଗ୍ନ ମହାନଦୀରେ ବନ୍ୟା ଜଳ ପ୍ରବାହିତ ହେଉଛି। ଫଳରେ…

ଆମ୍ବୁଲାନ୍ସ ଭିତରେ ସନ୍ତାନ ପ୍ରସବ କଲେ ମହିଳା, ଫାର୍ମାସିଷ୍ଟଙ୍କ ସାହସକୁ ଚାରିଆଡୁ ପ୍ରଶଂସା

ଗୁଣପୁର,୩ା୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ପଦ୍ମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ୧୦୮ ଆମ୍ବୁଲାନ୍ସର ଫାର୍ମାସିଷ୍ଟ ଯଶୋବନ୍ତ ନାୟକ ମହାନତା ଦେଖାଇ ଜଣେ ପ୍ରସୂତିଙ୍କ ସହ ଶିଶୁକନ୍ୟାର ଜୀବନ ବଞ୍ଚାଇଛନ୍ତି।…

ଶୌଚ ହେବାକୁ ଯାଇଥିଲେ ମହିଳା, ଟାଣିନେଲା କୁମ୍ଭୀର, ନଦୀକୂଳରେ ପଡ଼ିଛି…

କେନ୍ଦ୍ରାପଡ଼ା,୩ା୮: କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳରୁ ସୋମବାର ସକାଳୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ବ୍ରାହ୍ମଣୀ ନଦୀକୁ ଶୌଚ ହେବାକୁ ଯାଇଥିବାବେଳେ ଜଣେ ମହିଳାଙ୍କୁ କୁମ୍ଭୀର…

କବିତା ଆସରରେ ମାତୃଭାଷାର ବିକାଶ ପାଇଁ ଆହ୍ବାନ

ହାଟଡିହୀ,୨l୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଶାସଙ୍ଗ ପଞ୍ଚାୟତ ହାଇସ୍କୁଲ ପରିସରରେ ହାଟଡିହୀ ସାହିତ୍ୟ ଘର ପକ୍ଷରୁ ବର୍ଷାକାଳୀନ କବିତା ଆସର ଅନୁଷ୍ଠିତ ହୋଇଯାଇଛି। ସଭାପତି…

ଗାଧୋଇବାକୁ ଯାଇ ଫେରିଲେନି ଅବସରପ୍ରାପ୍ତ ଗ୍ରାମରକ୍ଷୀ, ଘଟିଲା…

ବରଗଡ଼,୨।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବ୍ଲକ ଅଧୀନ ଭଡିଗାଁର ଅବସରପ୍ରାପ୍ତ ଗ୍ରାମରକ୍ଷୀ ବିରାଟ ବାଗ(୬୫)ଙ୍କ ପୋଖରୀରେ ବୁଡି ମୃତ୍ୟୁ ଘଟିଥିବା ଜଣାପଡିଛି । ମିଳିଥିବା ସୂଚନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri