ଅବକାରୀ ବିଭାଗର ଚଢ଼ାଉ: ୪୦ ଲିଟର ଦେଶୀ ରନ୍ଧା ମଦ ଜବତ, ଜଣେ ଗିରଫ

ଗୁଡଭେଲା,୨୦ା୪(ଡି.ଏନ୍‌.ଏ.) : ବଲାଙ୍ଗୀର ଜିଲା ତୁଷୁରା ଅବକାରୀ ବିଭାଗ ପକ୍ଷରୁ ସୋମବାର ୪୦ ଲିଟର ରନ୍ଧା ଦେଶୀ ମଦ ସହ ଏକ ବାଇକ୍‌ ଓଡି-୦୩ ଏନ୍‌ ୩୫୦୩ ଜବତ କରାଯାଇ ଥିବାବେଳେ ଦେଓଗାଁ ବ୍ଲକ ଅନ୍ତର୍ଗତ ମୁରସିଂଙ୍ଗ ଗ୍ରାମର ଯୋଗେଶ୍ୱର ବାଗ୍‌ଙ୍କୁ ଗିରଫ କରାଯାଇଛି। ଏନେଇ ତୁଷୁରା ଅବକାରୀ କାର୍ଯ୍ୟାଳୟରେ କେସନମ୍ବର ୬/୨୦୨୦ରେ ରୁଜୁ ହୋଇଥିବା ତୁଷୁରା ଅବକାରୀ ଅଧିକାରୀ ଅରୁଣ କୁମାର ଯୋଶୀ ପ୍ରକାଶ କରିଛନ୍ତି । ଏହି ଚଢ଼ାଉ ବେଳେ ଏଏସ୍‌ଆଇ ଜୟନାରାୟଣ ଯୋଶୀ, ଦେବାଚନ ଭୋଇ, ସୁରେଶ ଭୋଇ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦେଦରରେ ବ୍ଲକସ୍ତରୀୟ ଜାତୀୟ ପୋଷଣ ମାସ କାର୍ଯ୍ୟକ୍ରମ

ଜୁନାଗଡ, ୧।୧୦(ଡି.ଏନ.ଏ.) କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ଦେଦର ଗ୍ରାମରେ ସୋମବାର ବ୍ଲକସ୍ତରୀୟ ଜାତୀୟ ପୋଷଣ ମାସ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କେୟାର ଇଣ୍ଡିଆର ତରିନା ପ୍ରକଳ୍ପ...

କାମରେ ଲାଗୁନି ମୁକ୍ତାକାଶ ବ୍ୟାୟାମଶାଳା

ପାରାଦୀପ,୧୩।୯(ଶରତ ରାଉତ): ପାରାଦୀପ ପୌରାଞ୍ଚଳକୁ ଆକର୍ଷଣୀୟ ଓ ସୌନ୍ଦର୍ଯ୍ୟକରଣ କରିବା ପାଇଁ ପୌରପାଳିକା ବିପୁଳ ଅର୍ଥ ଖର୍ଚ୍ଚ କରୁଛି। ନୂଆକରି ହେଉଥିବା ବିଭିନ୍ନ ପ୍ରକଳ୍ପ କେଉଁଠି...

କୋସକା ଆୟୁର୍ବେଦିକ ଚିକିତ୍ସାଳୟ: ସ୍ଥାୟୀ ଡାକ୍ତର ଅଭାବରୁ ସ୍ବାସ୍ଥ୍ୟସେବା ବାଧାପ୍ରାପ୍ତ

ଖଣ୍ଡପଡ଼ା,୧୪ା୧୧ (ସ୍ବ.ପ୍ର.): ଲୋକମାନଙ୍କୁ ଅଳ୍ପ ମୂଲ୍ୟରେ ପ୍ରାକୃତିକ ଉପଚାର ଓ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇଦେବା ଲକ୍ଷ୍ୟରେ ରାଜ୍ୟ ସରକାର ୧୯୬୮ ମସିହାରୁ ଆୟୁର୍ବେଦିକ ଚିକିତ୍ସା ବ୍ୟବସ୍ଥା...

ପାରାଦୀପ ମାଛଧରା ବନ୍ଦର ଶୂନ୍‌ଶାନ୍‌

ପାରାଦୀପ,୨୦ା୪(ସ୍ବ.ପ୍ର.): ରାଜ୍ୟର ଅନ୍ୟତମ ବୃହତ୍‌ ପାରାଦୀପ ମାଛଧରା ବନ୍ଦର ଏବେ ଶୂନ୍‌ଶାନ୍‌ ଅବସ୍ଥାରେ ରହିଛି। କାରଣ ଏପ୍ରିଲ ୧୫ରୁ ଜୁନ୍‌ ୧୪ ତାରିଖ ପର୍ଯ୍ୟନ୍ତ ୨ମାସ...

୪ କିମି ଚାଲି ଦୁର୍ଗମ ଅଞ୍ଚଳରେ ପହଞ୍ଚିଲେ ବିଡିଓ

ତେନ୍ତୁଳିଖୁଣ୍ଟି,୧୨।୧(ଡି.ଏନ.ଏ)- ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ ପୂଜାରିଗୁଡା ପଞ୍ଚାୟତର ଦୁର୍ଗମ ଅଞ୍ଚଳ କାଦମାଳି ଗ୍ରାମକୁ ଯିବା ପାଇଁ ରାସ୍ତା ନାହିଁ। କେବଳ ପଡିଛି ପାଦଚଲା ରାସ୍ତା।...

ଚଣ୍ଡିଆ ପାହାଡ଼ରେ ବେଆଇନ ଖନନ

ଚଣ୍ଡିଖୋଲ,୧୮ା୧୦(ଡି.ଏନ.ଏ.): ବିଶ୍ୱ ପ୍ରସିଦ୍ଧ ବୌଦ୍ଧ ପୀଠ ଉଦୟଗିରି, ଲଳିତଗିରି ଓ ରନତ୍ଗିରି ହୀରକ ତ୍ରିଭୂଜ ରୁପେ ପରିଚିତ। ବିଶ୍ୱ ମାନଚିତ୍ରରେ ହୀରକ ତ୍ରିଭୂଜ ସ୍ଥାନ ପାଇବା...

ତହସିଲ ପକ୍ଷରୁ ଚଢାଉ, ୨୩ଟି ଗାଡି ଜବତ

ଧର୍ମଶାଳା/ଚଢେଇଧରା/ଜେନାପୁର,୫।୬(ଡି.ଏନ୍‌.ଏ.)- ଢେଙ୍କାନାଳ ପୋଲିସ ପ୍ରଶାସନ ପକ୍ଷରୁ ଯାଜପୁର ଜିଲା ସୀମାନ୍ତ ଚଡ଼କମରା ଡଙ୍କାରୀ ପାହାଡରେ ଥିବା ବେଆଇନ କଳାପଥର ଖାଦାନରେ ଗତ ଏକ ତାରିଖରେ ବ୍ୟାପକ...

ଦିଗପହଣ୍ଡି ତହସିଲଦାରଙ୍କୁ ଆକ୍ରମଣ ଘଟଣା: ୨୦ରୁ ଊର୍ଦ୍ଧ୍ୱ ବ୍ୟକ୍ତିଙ୍କ ନାଁରେ ମାମଲା

ଦିଗପହଣ୍ଡି,୨୪।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚୌଧୁରୀ ଟିକରପଡ଼ା ଗାଁରେ ଦିଗପହଣ୍ଡି ତହସିଲଦାର ତଥା ଏକଜିକ୍ୟୁଟିଭ ମାଜିଷ୍ଟ୍ରେଟ ଅଦୈତ କୁମାର ସ୍ବାଇଁ ଏବଂ ଏନ୍‌ଫୋର୍ସମେଣ୍ଟ ସ୍କ୍ବାଡଙ୍କୁ...

Advertisement
Archives

Model This Week