Posted inରାଜ୍ୟ

ଅବକାରୀ ବିଭାଗ ଓ ପୋଲିସ ପକ୍ଷରୁ ମିଳିତ ଚଢାଉ: ୧୮୦୦ ଲିଟର ପୋଚ ନଷ୍ଟ

ଭୁବନ,୧୭।୫(ଡି.ଏନ.ଏ.)-ଢେଙ୍କାନାଳ ଜିଲା ପୋଲିସ ଓ ଅବକାରୀ ବିଭାଗ ପକ୍ଷରୁ ମିଳିତ ଭାବେ ଶୁକ୍ରବାର ଭୁବନ ଅଞ୍ଚଳରେ ଚଢ଼ାଉ କରାଯାଇ ୧୮୦୦ ଲିଟର ମହୁଲ ପୋଚ ସହ ସମସ୍ତ ମଦ ରନ୍ଧା ସରଞ୍ଜାମ ନଷ୍ଟ କରାଯାଇଛି। ଢେଙ୍କାନାଳ ଏସ୍‌ପି ଅନୁପମା ଜେମ୍ସ ଓ ଅବକାରୀ ବିଭାଗ ଅଧୀକ୍ଷକ ମନୋଜ କୁମାର ସେଠୀଙ୍କ ନିର୍ଦ୍ଦେଶକ୍ରମେ ଢେଙ୍କାନାଳ, କାମାକ୍ଷାନଗର ଓ ଭୁବନ ପୋଲିସ, ଅବକାରୀ ବିଭାଗ ପକ୍ଷରୁ ଭୁବନ ଥାନା ମହୁଲପାଳ, ମନ୍ଦାର ଓ ଅରିଲୋ ଅଞ୍ଚଳରେ ଚଢ଼ାଉ କରାଯାଇଥିଲା। କାମାକ୍ଷାନଗର ଉପଖଣ୍ଡ ଏସ୍‌ଡିପି ଓ ଦାୟିତ୍ୱରେ ଥିବା ନାଗାର୍ଜୁନ ପ୍ରଧାନ, ସମ୍ବଲପୁର ଅବକାରୀ ସ୍କ୍ବାଡ୍‌ ଗୁପ୍ତେଶ୍ୱର ପ୍ରଧାନ, ଅବକାରୀ ଇନ୍ସପେକ୍ଟର ସମୀର ମହାନ୍ତି, ମୋବାଇଲ ଇନ୍ସପେକ୍ଟର ରାଜଶେଖର ସାଇଁ, ଭୁବନ ଥାନା ଅଧିକାରୀ ନିର୍ମଳା ଗୋଚ୍ଛାୟତ, କାମାକ୍ଷାନଗର ଅବକାରୀ ସବ ଇନ୍ସପେକ୍ଟର ସପ୍ନାରାଣୀ ସାହୁଙ୍କ ସମେତ ସମସ୍ତ ଅବକାରୀ ଓ ପୋଲିସ କର୍ମଚାରୀମାନେ ଚଢାଉରେ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ଛାତ୍ରୀଙ୍କୁ ଅଧ୍ୟାପକଙ୍କ ପ୍ରେମ ନିବେଦନ, ଅଡିଓ ଭାଇରାଲ୍‌ ପରେ ଚହଳ, ଥାନାରେ…

ଠାକୁରମୁଣ୍ଡା,୨୦ା୨(ତାରାକାନ୍ତ ପଟ୍ଟନାୟକ)- ଠାକୁରମୁଣ୍ଡା ଥାନା ଅଧୀନ ଏକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଜଣେ ନାବାଳିକା ଛାତ୍ରୀଙ୍କୁ ଜଣେ ଅଧ୍ୟାପକ ପ୍ରେମ ନିବେଦନ ସହ ଶାରୀରିକ ସମ୍ପର୍କ ପାଇଁ…

ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…

ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

ସୁଦୃଢ଼ ହେବ ସ୍ବାସ୍ଥ୍ୟସେବା, ରାଜ୍ୟରେ ୫ ନୂଆ ମେଡିକାଲ କଲେଜ ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର,୨୦।୨: ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଅଧିକ ସୁଦୃଢ଼ କରିବା ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ୫ ନୂଆ ମେଡିକାଲ…

କିଡ୍‌ନୀ, ହାର୍ଟ ଦାନକରି ଅମର ହେଲେ ଶୁଭମ୍‌

ବଞ୍ଚୋ/ବଉଳା/ଛେନାପଦି,୨୦ା୨(ପ୍ରଦୋଷ କୁମାର ବିଶ୍ୱାଳ/ଦୁର୍ଗା ପ୍ରସାଦ ଆୟଚ/ ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଜମ୍ଭିରା ଗ୍ରାମର ଉପେନ୍ଦ୍ର ଆୟଚଙ୍କ ପୁତ୍ର ଶୁଭମ୍‌ ଆୟଚ(୧୨) ଦୁର୍ଘଟଣାରେ ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri