Posted inରାଜ୍ୟ

ଅବକାରୀ ବିଭାଗ ଓ ପୋଲିସ ପକ୍ଷରୁ ମିଳିତ ଚଢାଉ: ୧୮୦୦ ଲିଟର ପୋଚ ନଷ୍ଟ

ଭୁବନ,୧୭।୫(ଡି.ଏନ.ଏ.)-ଢେଙ୍କାନାଳ ଜିଲା ପୋଲିସ ଓ ଅବକାରୀ ବିଭାଗ ପକ୍ଷରୁ ମିଳିତ ଭାବେ ଶୁକ୍ରବାର ଭୁବନ ଅଞ୍ଚଳରେ ଚଢ଼ାଉ କରାଯାଇ ୧୮୦୦ ଲିଟର ମହୁଲ ପୋଚ ସହ ସମସ୍ତ ମଦ ରନ୍ଧା ସରଞ୍ଜାମ ନଷ୍ଟ କରାଯାଇଛି। ଢେଙ୍କାନାଳ ଏସ୍‌ପି ଅନୁପମା ଜେମ୍ସ ଓ ଅବକାରୀ ବିଭାଗ ଅଧୀକ୍ଷକ ମନୋଜ କୁମାର ସେଠୀଙ୍କ ନିର୍ଦ୍ଦେଶକ୍ରମେ ଢେଙ୍କାନାଳ, କାମାକ୍ଷାନଗର ଓ ଭୁବନ ପୋଲିସ, ଅବକାରୀ ବିଭାଗ ପକ୍ଷରୁ ଭୁବନ ଥାନା ମହୁଲପାଳ, ମନ୍ଦାର ଓ ଅରିଲୋ ଅଞ୍ଚଳରେ ଚଢ଼ାଉ କରାଯାଇଥିଲା। କାମାକ୍ଷାନଗର ଉପଖଣ୍ଡ ଏସ୍‌ଡିପି ଓ ଦାୟିତ୍ୱରେ ଥିବା ନାଗାର୍ଜୁନ ପ୍ରଧାନ, ସମ୍ବଲପୁର ଅବକାରୀ ସ୍କ୍ବାଡ୍‌ ଗୁପ୍ତେଶ୍ୱର ପ୍ରଧାନ, ଅବକାରୀ ଇନ୍ସପେକ୍ଟର ସମୀର ମହାନ୍ତି, ମୋବାଇଲ ଇନ୍ସପେକ୍ଟର ରାଜଶେଖର ସାଇଁ, ଭୁବନ ଥାନା ଅଧିକାରୀ ନିର୍ମଳା ଗୋଚ୍ଛାୟତ, କାମାକ୍ଷାନଗର ଅବକାରୀ ସବ ଇନ୍ସପେକ୍ଟର ସପ୍ନାରାଣୀ ସାହୁଙ୍କ ସମେତ ସମସ୍ତ ଅବକାରୀ ଓ ପୋଲିସ କର୍ମଚାରୀମାନେ ଚଢାଉରେ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାତ୍ୟା ବାହାନା:ଦରଦାମ୍‌ ଆକାଶଛୁଆଁ

ଭୁବନେଶ୍ୱର,୧୭।୫(ବ୍ୟୁରୋ):ବାତ୍ୟା ‘ଫନୀ’ ପୁରୀ ଓ ଭୁବନେଶ୍ୱର ସହରକୁ ଉଜାଡି ଦେଇଛି। ଭାଙ୍ଗିଦେଇଛି ଲୋକଙ୍କ ଆର୍ଥିକ ମେରୁଦଣ୍ଡ। ବାତ୍ୟା ଯିବାର ୧୪ ଦିନ ପରେ ମଧ୍ୟ ଅଣ୍ଟା...

ରେଳମନ୍ତ୍ରୀଙ୍କୁ ଧରାଇଲେ ଅଭିଯୋଗର ଲମ୍ବା ତାଲିକା

କୋରାପୁଟ/ଦାମନଯୋଡ଼ି/ସୁନାବେଡ଼ା,୨୦ା୮(ସ୍ବ.ପ୍ର.): ସବ୍‌କା ସାଥ୍‌, ସବ୍‌କା ବିକାଶକୁ ପାଥେୟକରି ଶୁକ୍ରବାର ରେଳ ଓ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଦିନିକିଆ କୋରାପୁଟ ଜିଲା ଗସ୍ତକରି କେନ୍ଦ୍ର ସରକାରଙ୍କ...

ଓଡ଼ିଆ ଆଇପିଏସ୍‌ ଅଫିସର ତାମିଲନାଡୁ ଡିଜିପି

ଭୁବନେଶ୍ୱର, ୩୦ା୬(ବ୍ୟୁରୋ): ଓଡ଼ିଆ ଆଇପିଏସ୍‌ ଅଫିସର ଜଳଦ କୁମାର ତ୍ରିପାଠୀ ତାମିଲନାଡୁର ନୂତନ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ହୋଇଛନ୍ତି। ତାମିଲନାଡୁ ମୁଖ୍ୟମନ୍ତ୍ରୀ ତାଙ୍କୁ ଏହି ନିଯୁକ୍ତି...

ଏହିସବୁ ରୁଟ୍‌ରେ ସବୁଦିନ ଚାଲିବ ମୋ’ ବସ୍‌

ଭୁବନେଶ୍ୱର, ୧।୯(ବ୍ୟୁରୋ): ଏଣିକି ସପ୍ତାହର ସମସ୍ତ ୭ ଦିନ ଚାଲିବ ‘ମୋ ବସ୍‌’। ଏ ନେଇ ମଙ୍ଗଳବାର ସୂଚନା ଦେଇଛନ୍ତି କ୍ରୁଟ୍‌ ତଥା ଓଏସ୍‌ଆର୍‌ଟିସି ପରିଚାଳନା...

ବେଦମନ୍ତ୍ରରେ କମ୍ପୁଛି ପୂଜାସ୍ଥଳ

ଅନୁଗୋଳ ଅଫିସ/ବଅଁରପାଳ/ବଇଣ୍ଡା, ୧୫ା୧୦ ଅନୁଗୋଳ ସହରରେ ମା’ ଲକ୍ଷ୍ମୀଙ୍କ ପୂଜା ରବିବାର ରାତିରୁ ଆରମ୍ଭ ହୋଇଛି। ସୋମବାର ସନ୍ଧ୍ୟାରେ ବିଭିନ୍ନ ମଣ୍ଡପରେ ଶ୍ରଦ୍ଧାଳୁଙ୍କ ଗହଳି ଲାଗିଥିଲା।...

ଆଜି କରୋନା ନେଲା ୬ ଜୀବନ

ଭୁବନେଶ୍ୱର,୩୦।୯(ବ୍ୟୁରୋ):ରାଜ୍ୟରେ କରୋନାରେ ପ୍ରାଣ ହରାଇଥିବା ଆଉ ୬ ଜଣଙ୍କ ସଂପର୍କରେ ତଥ୍ୟ ଦେଇଛନ୍ତି ସରକାର। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଖ୍ୟା ୮,୧୯୮...

ଆକାଶ ପଥରେ ସୁଗମ ହେବ ଗମନାଗମନ

ଭୁବନେଶ୍ୱର,୨୫।୨(ବ୍ୟୁରୋ): ଆକାଶ ପଥରେ ଗମନାଗମନ ସୁଗମ କରିବା ପାଇଁ ‘ଉଡାନ୍‌’ ଯୋଜନାରେ ବେସାମରିକ ବିମାନ ଚଳାଚଳକୁ କେନ୍ଦ୍ର ସରକାର ଗୁରୁତ୍ୱ ଦେଉଥିବାବେଳେ ରାଜ୍ୟ ସରକାର ମଧ୍ୟ...

ଲାଞ୍ଚ ନେଇ ଧରାପଡ଼ିଲେ ଜିଲା ଶ୍ରମ ଅଧିକାରୀ

ତରବୋଡ଼,୮।୧: ନୂଆପଡ଼ା ଜିଲା ଖରିଆରରୋଡସ୍ଥିତ ଅଫିସରେ ଜଣେ ବ୍ୟକ୍ତିଙ୍କଠାରୁ ଲେବର କାର୍ଡ କରାଇ ଦେବା ପାଇଁ ୪୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଶୁକ୍ରବାର...

Advertisement
Archives

Model This Week