ଅବକାରୀ ବିଭାଗ, ଫ୍ଲାଇଂ ସ୍ବାଡ୍‌ର ମିଳିତ ଚଢ଼ାଉ: ୩୫୦ ଲିଟର ମଦ ଜବତ

ପଦ୍ମପୁର,୧।୩(ଡି.ଏନ୍‌.ଏ.): ଭଦ୍ରକ ଜିଲା ଅବକାରୀ ବିଭାଗ ଓ ଫ୍ଲାଇଂ ସ୍ବାଡ୍‌ ରବିବାର ମିଳିତ ଚଢ଼ାଉ କରି ୩ ଶହ ୫୦ ଲିଟର ରନ୍ଧାମଦ ଜବତ କରିଛି। ଏହି ଘଟଣାରେ ୨ ଜଣଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ ଭଦ୍ରକ ଶାହାଡ଼ା ଗ୍ରାମର ନିରୂପମା ବେହେରା ଓ ଏରୋଡାର ଗଦାଧର ବେହେରା।
ସୂଚନାନୁଯାୟୀ, ନିରୂପମାଙ୍କ ଘରେ ଚଢ଼ାଉ କରାଯାଇ ୩୦୦ ଲିଟର ମଦ ଜବତ କରାଯାଇଥିଲା। ସେହିଭଳି ଗଦାଧର ଏରୋଡ଼ା ବଜାର ଦେଇ ଏକ ବାଇକ୍‌ରେ ଯାଉଥିବା ସମୟରେ ତାଙ୍କଠାରୁ ୫୦ ଲିଟର ମଦ , ବାଇକ୍‌ ଜବତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରତିଷେଧକ ଶକ୍ତି ବୃଦ୍ଧି ଯୋଜନା: ଶ୍ରୀମନ୍ଦିର ସେବାୟତଙ୍କୁ ଦିଆଯିବ ହୋମିଓପାଥି ଔଷଧ

ପୁରୀ ଅଫିସ, ୭ା୬: କରୋନା(କୋଭିଡ-୧୯)କୁ ନଜରରେ ରଖି ଶ୍ରୀମନ୍ଦିର ସେବାୟତଙ୍କ ମଧ୍ୟରେ ପ୍ରତିଷେଧକ ଶକ୍ତି ବୃଦ୍ଧି ଉଦ୍ଦେଶ୍ୟରେ ହୋମିଓପାଥି ଔଷଧ ଦିଆଯିବ। ଏଥିପାଇଁ ଆବଶ୍ୟକ ବ୍ୟବସ୍ଥା...

୪ ସ୍ବତନ୍ତ୍ର କୋର୍ଟରେ ହେବ ନେତାଙ୍କ ବିରୋଧରେ ମାମଲାର ଶୁଣାଣି

କଟକ,୨୭।୧୧(ପି.ଟି.): ବର୍ତ୍ତମାନର ଓ ପୂର୍ବତନ ଏମ୍‌ପି ଏବଂ ବିଧାୟକମାନଙ୍କ ବିରୋଧରେ ବିଚାରାଧୀନ ମାମଲାଗୁଡ଼ିକର ଶୁଣାଣି ପାଇଁ ୪ କୋର୍ଟର ଭିତ୍ତିଭୂମି ବିକାଶ କରି ସେଗୁଡ଼ିକୁ ସ୍ବତନ୍ତ୍ର...

କଟକରୁ ଆଉ ୭୬ କରୋନା ଆକ୍ରାନ୍ତ ଚିହ୍ନଟ

କଟକ ଅଫିସ,୮।୮-କଟକ ସହରରୁୁ ଶନିବାର ପୁଣି ୭୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୪୬ ଜଣ ପୁଣି ମାଲଗୋଦାମ ବେହେରା ସାହି କଣ୍ଟେନମେଣ୍ଟ ଜୋନରୁ...

ସ୍ବର୍ଗଦ୍ୱାରରେ ନାଟ୍ୟକାର ବିଜୟ ମିଶ୍ରଙ୍କ ଶେଷକୃତ୍ୟ ସମ୍ପନ୍ନ

ପୁରୀ ଅଫିସ, ୨୭ା୪: ବିଶିଷ୍ଟ ଚଳଚ୍ଚିତ୍ର ନିର୍ଦ୍ଦେଶକ, କାହାଣୀକାର, ସଂଳାପ ଲେଖକ ତଥା ନାଟ୍ୟକାର ଡ. ବିଜୟ ମିଶ୍ରଙ୍କ ଶେଷକୃତ୍ୟ ସୋମବାର ସ୍ବର୍ଗଦ୍ୱାରରେ ସମ୍ପନ୍ନ ହୋଇଛି।...

ଜମିରୁ ଚାଷୀଙ୍କ ମୃତଦେହ ଉଦ୍ଧାର

ଦିଗପହଣ୍ଡି,୨୫।୫(ଡି.ଏନ.ଏ.)- ଦିଗପହଣ୍ଡି ବଡ଼ଡୁମ୍ବୁଳା ଗ୍ରାମର ଚାଷୀ କାଶୀନାଥ ସେଠୀଙ୍କ ଶୁକ୍ରବାର ମଧ୍ୟାହ୍ନ ପ୍ରାୟ ସାଢ଼େ ୧୨ଟାରେ ଅଂଶୁଘାତ ପ୍ରଭାବରେ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ପୂର୍ବାହ୍ନ...

ଚୋରି, ନିଶା କାରବାର ବୃଦ୍ଧିର ପ୍ରତିବାଦ: ରାସ୍ତାରେ ବସିଲେ, ଥାନା ଘେରିଲେ ମହିଳା

ସୋନପୁର, ୩।୨(ନି.ପ୍ର.) ସୁବର୍ଣ୍ଣପୁର ସହରର ଆଇନଶୃଙ୍ଖଳା ପରିସ୍ଥିତିକୁ ନେଇ ବସ୍ତି ବାସିନ୍ଦା ସୁରକ୍ଷା ମଞ୍ଚ ତରଫରୁ ମହିଳାମାନେ ରବିବାର ରାସ୍ତାକୁ ଓହ୍ଲାଇଥିଲେ। ସଭାନେତ୍ରୀ ଜ୍ୟୋତିର୍ମୟୀ ରଥଙ୍କ...

୩୦ ହଜାର ଲାଞ୍ଚ ନେଇ ଧରାପଡ଼ିଲେ ଅତିରିକ୍ତ ତହସିଲଦାର

ଢେଙ୍କାନାଳ ଅଫିସ, ୧୯।୧: ଢେଙ୍କାନାଳ ସଦର ତହସିଲର ଅତିରିକ୍ତ ତହସିଲଦାର ଲକ୍ଷ୍ମଣ ଦଳେଇ ଲାଞ୍ଚ ନେଇ ମଙ୍ଗଳବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଲକ୍ଷ୍ମଣ ମାଙ୍କଡ଼ା ପଥର...

ମହାପ୍ରଭୁଙ୍କୁ ସମ୍ପତ୍ତି ଦାନ ଦେବେ ଆସାମ ଭକ୍ତ

ପୁରୀ ଅଫିସ,୧୪।୩: ମହାପ୍ରଭୁଙ୍କ ସମ୍ପତ୍ତିକୁ ନେଇ ଏବେ ଚାଲିଛି ଟଣାଓଟରା। କିଏ ଠାକୁରଙ୍କ ଅମୃତମଣୋହି ସମ୍ପତ୍ତି ମାଡ଼ି ବସିଛନ୍ତି ତ ଆଉ କେହି ବ୍ୟକ୍ତିଗତ ଫାଇଦା...

Advertisement

BGU

Archives

Model This Week

Why Dharitri