Posted inଜାତୀୟ

ଅବଦୁଲ୍ଲାଙ୍କ ଉପହାସର ଉତ୍ତର ରଖିଲେ ଜୟା

ରାମପୁର,୨୨।୪: ନିକଟରେ ସମାଜବାଦୀ ପାର୍ଟି(ଏସ୍‌ପି) ନେତା ଆଜମ୍‌ ଖାଁ ଭାଜପା ନେତ୍ରୀ ଜୟାପ୍ରଦାଙ୍କ ସମ୍ପର୍କରେ ଏକ ବିବାଦୀୟ ବୟାନ ଦେଇ ଆସିଥିଲେ ଚର୍ଚ୍ଚାକୁ। ଏବେ ତାଙ୍କ ପଥ ଅନୁସରଣ କରିଛନ୍ତି ପୁଅ ଅବଦୁଲ୍ଲା ଆଜମ ଖାଁ। ସେ ଜୟାପ୍ରଦାଙ୍କୁ ‘ଅନାରକଲି’ ବୋଲି କହି ଆସିଛନ୍ତି ଚର୍ଚ୍ଚାକୁ। ଏହାର ଉତ୍ତରରେ ଜୟାପ୍ରଦା କହିଛନ୍ତି ଜଣେ ଶିକ୍ଷତ ବ୍ୟକ୍ତି ହିସାବରେ ଅବଦୁଲ୍ଲାଙ୍କଠାରୁ ଏମିତି ଆଶା କରାଯାଏନି। କିନ୍ତୁ ବାପା ଯେମିତି ପୁଅ ସେମିତି ହୋଇଥିବାରୁ ତାଙ୍କଠାରୁ ଆଉ ଅଧିକ ବି କ’ଣ ଆଶା କରାଯାଏ। ତେଣୁ ଏଭଳି ମନ୍ତବ୍ୟକୁ ନେଇ ମୋର ମନଦୁଃଖ କରିବାର ନାହିଁ କି ଖୁସି ହେବାର ନାହିଁ ବୋଲି କହିଛନ୍ତି ଜୟାପ୍ରଦା।


Enter your email to get our daily news in your inbox.

All Right Reserved By Dharitri.Com

ଭିକ୍ଷା ମାଗି ଜମା କରିଥିଲେ ଲକ୍ଷ ଲକ୍ଷ ଟଙ୍କା; ଘରୁ ମିଳିଲା ୩୦ରୁ ଅଧିକ ବସ୍ତା ନୋଟ୍, ଗଣିଗଣି ସବୁ ହାଲିଆ

ବେଙ୍ଗାଲୁରୁ,୨୪ା୮: କର୍ନାଟକରୁ ସାମ୍ନାକୁ ଆସିଛି ଏକ ଆଶ୍ଚର୍ଯ୍ୟଜନକ ଘଟଣା। ସାରା ଜୀବନ ଭିକ୍ଷା ମାଗି ଜୀବନ ବିତାଇଥିବା ଜଣେ ବୃଦ୍ଧାଙ୍କ ମୃତ୍ୟୁ ପରେ ତାଙ୍କ ଘରୁ ମିଳିଛି…

ଟ୍ରେନରେ ସୁଟକେସ, ରୋଷେଇ ଘରେ ମଣିଷ ଶରୀରର ଅଙ୍ଗ, ସିସିଟିଭି ଖୋଲିଦେଲା ରହସ୍ୟ

ଆଗ୍ରା,୨୪।୮: କିଛି ଦିନ ପୂର୍ବରୁ, ଆଗ୍ରାରେ ଏକ ଟ୍ରେନରେ ଏକ ସୁଟକେସ ଭିତରେ ପଚିଯାଇଥିବା ଶରୀରର ଅଂଶ ମିଳିବା ସହିତ ଏକ ମାମଲା ସାମ୍ନାକୁ ଆସିଥିଲା। ଏବେ,…

ଭାଜପାକୁ ଶକ୍ତ ଧକ୍କା, ଦଳ ଛାଡୁଛନ୍ତି ଅଭିନେତା

ଚେନ୍ନାଇ,୨୪।୮: ଥାଲାପଥି ସି. ଜୋସେଫ ବିଜୟ ରାଜନୀତିରେ ପ୍ରବେଶ ଘୋଷଣା କରିବା ପରଠାରୁ, ନେତା ଏବଂ ସେଲିବ୍ରିଟିମାନେ ତାଙ୍କ ଦଳ, ତମିଜାଗା ଭେଟ୍ରି କାଝାଗମ (TVK) ରେ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଏଣିକି ପ୍ରତିବର୍ଷ ଯୋଗାଇ ଦିଆଯିବ ୩ଟି ମାଗଣା ଗ୍ୟାସ ସିଲିଣ୍ଡର

ଚେନ୍ନାଇ,୨୪।୮: ବିଧାନସଭାରେ ଏକ ବଡ଼ ଘୋଷଣା କରି ତାମିଲନାଡୁ ମୁଖ୍ୟମନ୍ତ୍ରୀ ଯୋଶେଫ ବିଜୟ କହିଛନ୍ତି ଯେ ‘ଅନ୍ନପୂର୍ଣ୍ଣି ସୁପର ସିକ୍ସ’ ଯୋଜନା ଅଧୀନରେ ପ୍ରତିବର୍ଷ ତିନୋଟି ମାଗଣା…

ଅସ୍ଥିର ହେଲାଣି ବଙ୍ଗୋପସାଗର, ଅନେକ ରାଜ୍ୟରେ ହେବ ପ୍ରବଳ ବର୍ଷା IMD ଜାରି କଲା ସତର୍କତା

ନୂଆଦିଲ୍ଲୀ,୨୪।୮: ବିଶ୍ୱବ୍ୟାପୀ ପାଣିପାଗ ବିଜ୍ଞାନୀମାନେ ବର୍ତ୍ତମାନ ଏଲ ନିନୋର ସକ୍ରିୟତା ବିଷୟରେ ଆଲୋଚନା କରୁଛନ୍ତି; କିନ୍ତୁ ଏପର୍ଯ୍ୟନ୍ତ ଭାରତରେ କୌଣସି ଗୁରୁତ୍ୱପୂର୍ଣ୍ଣ ପ୍ରଭାବ ପରିଲକ୍ଷିତ ହୋଇନାହିଁ। ମୌସୁମୀ…

ଶେଷ ଶ୍ରାବଣ ସୋମବାରରେ ଦୁର୍ଘଟଣା, ମନ୍ଦିରରେ ଦଳାଚକଟାରେ ଅନେକ ଶ୍ରଦ୍ଧାଳୁ ଆହତ

ପାଟନା,୨୪।୮: ପବିତ୍ର ଶ୍ରାବଣ ମାସର ଶେଷ ସୋମବାରରେ ବିହାରର ମାଧେପୁରା ଜିଲାର ସିଂହେଶ୍ୱର ମନ୍ଦିରରେ ଦଳାଚକଟା ଘଟି ଅନେକ ଭକ୍ତ ଆହତ ହୋଇଛନ୍ତି। ଏହା ପରେ ସୃଷ୍ଟି…

‘ଦି ପ୍ରାଇମ୍‌ ମିନିଷ୍ଟର୍ସ ଟେବୁଲ’

ନୂଆଦିଲ୍ଲୀ,୨୪ା୮(ପିଟି): ପ୍ରଧାନମନ୍ତ୍ରୀଙ୍କ ଖାଦ୍ୟ ଥାଳିଠାରୁ ଆରମ୍ଭ କରି ସେମାନଙ୍କ ବ୍ୟକ୍ତିଗତ ଜୀବନୀ ଉପରେ ଏକ ପୁସ୍ତକ ପ୍ରକାଶ ପାଇଛି, ଯାହାକି ସେମାନଙ୍କ ରାଜନୈତିକ ଜୀବନୀଠାରୁ ମଧ୍ୟ କିଛି…

କେରଳ ସୁନ୍ଦରୀ କୈଜିଆ ଲିଜ ମାଜ୍ଜୋ ହେଲେ ମିସ ଇଣ୍ଡିଆ ୟୁନିଭର୍ସ 2026, ମୁକୁଟ ପିନ୍ଧାଇଲେ ମନିକା ବିଶ୍ୱକର୍ମା

ନୂଆଦିଲ୍ଲୀ,୨୪।୮: ମିସ ୟୁନିଭର୍ସ ଇଣ୍ଡିଆ ୨୦୨୬ ହେଉଛି ମିସ ୟୁନିଭର୍ସ ଇଣ୍ଡିଆ ପ୍ରତିଯୋଗିତାର ତୃତୀୟ ସଂସ୍କରଣ, ଯାହା ୨୩ ଅଗଷ୍ଟ, ୨୦୨୬ରେ ରାଜସ୍ଥାନର ଜୟପୁରର ଜୀ ଷ୍ଟୁଡିଓରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri