ଅବରୋଧମୁକ୍ତ ହେଲା ପଣସୁରିଆ ପାଣିନାଳ

ତିହିଡ଼ି, ୧୮।୭ (ଡି.ଏନ.ଏ.) – ତିହିଡ଼ି ତହସିଲ ଅଧୀନ ମଙ୍ଗରାଜପୁର ମୌଜାରେ ଥିବା ପଣସୁରିଆ ପାଣିନାଳ ଗୁରୁବାର ଅବରୋଧମୁକ୍ତ ହୋଇଛି। ତହସିଲଦାର ଅନିତା ନାୟକ ଓ ତିହିଡ଼ି ଥାନା ପୋଲିସ ଉପସ୍ଥିତିରେ ଜବରଦଖଲ ଉଚ୍ଛେଦ କରାଯାଇଛି। ଏହି ନାଳକୁ ଜବରଦଖଲ କରି କେତେକ ବ୍ୟକ୍ତି ଦୋକାନ କ୍ୟାବିନ ପକାଇଥିଲେ। ଏଥିପାଇଁ ମଙ୍ଗରାଜପୁର ମୌଜାରେ ଥିବା ଚାଷଜମିରୁ ପାଣି ନିଷ୍କାସିତ ହୋଇପାରୁ ନ ଥିଲା। ଫଳରେ ଚାଷୀମାନେ ସମସ୍ୟାର ସମ୍ମୁଖୀନ ହେଉଥିଲେ। ଏ ସମ୍ପର୍କରେ କେତେକ ଚାଷୀ ତିହିଡ଼ି ତହସିଲ କାର୍ଯ୍ୟାଳୟରେ ବିଭିନ୍ନ ସମୟରେ ଅଭିଯୋଗ କରିଥିଲେ। ତହସିଲ କାର୍ଯ୍ୟାଳୟ ପକ୍ଷରୁ ଜବରଦଖଲକାରୀଙ୍କ ବିରୋଧରେ ଅବରୋଧ ମକଦ୍ଦମା କରାଯାଇଥିଲା। ଗୁରୁବାର ଉଚ୍ଛେଦ ହେବା ସମ୍ପର୍କରେ ସେମାନଙ୍କୁ ନୋଟିସ୍‌ ମଧ୍ୟ ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ମାଣ ପରେ ବି ହସ୍ତାନ୍ତର ହେଉନି ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟର ନୂତନ କୋଠା, ଗ୍ରାମବାସୀ କହିଲେ…

ଛତ୍ରପୁର,୨୮ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ତହସିଲ ଅନ୍ତର୍ଗତ ସୁନ୍ଦରପୁର ଗ୍ରାମରେ ଲୋକଙ୍କୁ ରାଜସ୍ବ ସେବା ଯୋଗାଇଦେବା ଲାଗି ସରକାରୀ ଅର୍ଥ ଖର୍ଚ୍ଚରେ ନିର୍ମାଣ କରାଗଲା ନୂତନ…

ଭାରତ-ଚାଇନା ମଧ୍ୟରେ ଭୟଙ୍କର ଯୁଦ୍ଧ ଆଶଙ୍କା! ସେନା ବେସ୍‌ରେ ବଡ଼ ହଲଚଲ,ଚମକାଇଲା ଲଣ୍ଡନର ରିପୋର୍ଟ

ନୂଆଦିଲ୍ଲୀ,୨୮।୫: ଭାରତର ଦୁଇ ପଡ଼ୋଶୀ ପାକିସ୍ତାନ ଏବଂ ଚାଇନା ସହିତ ସୀମା ବିବାଦ ଦଶନ୍ଧି ଧରି ଜାରି ରହିଛି। ପାକିସ୍ତାନ ବିରୋଧରେ ପୂର୍ୱରୁ ଅନେକ ଯୁଦ୍ଧ ହୋଇସାରିଛି।…

ବୈଭବ ସୂର୍ଯ୍ୟବଂଶୀ ନଂ-୧, ଟପ୍‌-୫ ଦୌଡ଼ରୁ ବାହାରିଲେ କୋହଲି, ଓରେଞ୍ଜ କ୍ୟାପ କବ୍‌ଜା କରିନେଲେ…

ନୂଆଦିଲ୍ଲୀ, ୨୮।୫: ଇଣ୍ଡିଆନ ପ୍ରିମିୟର ଲିଗର ୧୯ତମ ସିଜିନ ଶେଷ ହେବାକୁ ଯାଉଛି। ଡିଫେଣ୍ଡିଂ ଚାମ୍ପିଅନ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଫାଇନାଲରେ ପହଞ୍ଚିଛି, ଏବଂ ଦ୍ୱିତୀୟ ଫାଇନାଲିଷ୍ଟ…

ପିଇବା ପାଣି ଲାଗି ବିକ୍ଷୋଭ: ଟ୍ରାକ୍ଟର ଜବତ କଲା ପୋଲିସ

ଲୋଇସିଂହା ୨୮।୫ (ସୁଶାନ୍ତ ବାଇକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଯୋଗୀସର୍ଡ଼ା ପଞ୍ଚାୟତ ଅଧୀନ ଛେଲବାହାଲ ସୁକତେଲ ନଦୀ ଗ୍ୟାଲେରୀ ଉପରୁ ବେଇଆନ ବାଲି ଚାଲାଣ ହେଉଛି। ଏହାର…

ଇସ୍ତଫା ଦେଲେ ମୁଖ୍ୟମନ୍ତ୍ରୀ: ପ୍ରାତଃଭୋଜନ ବୈଠକରେ ହେଲା ଘୋଷଣା

ବେଙ୍ଗାଲୁରୁ,୨୮।୫: କର୍ନାଟକ ମୁଖ୍ୟମନ୍ତ୍ରୀ ସିଦ୍ଦରାମାୟା ତାଙ୍କ ଇସ୍ତଫା ଘୋଷଣା କରିଛନ୍ତି। ବେଙ୍ଗାଲୁରୁରେ ମୁଖ୍ୟମନ୍ତ୍ରୀଙ୍କ ସରକାରୀ ବାସଭବନରେ ତାଙ୍କ ମନ୍ତ୍ରୀମାନଙ୍କ ସହିତ ଏକ ପ୍ରାତଃଭୋଜନ ବୈଠକରେ ସେ ଏହି…

JIOର ଟେନ୍‌ସନ୍‌ ବଢ଼ାଇଲା BSNL, ନୂଆ ପ୍ଲାନ୍‌ରେ ୨୮ ଦିନ ପାଇଁ ୨-ଜିବି ଡାଟା ସହ…

ନୂଆଦିଲ୍ଲୀ,୨୮ା୫: ସରକାରୀ ଟେଲିକମ୍‌ କମ୍ପାନୀ BSNL ନୂତନ ଗ୍ରାହକଙ୍କୁ ଆକର୍ଷିତ କରିବା ପାଇଁ ଏକ ଅତ୍ୟନ୍ତ ସୁଲଭ ପ୍ରିପେଡ୍‌ ପ୍ଲାନ ପ୍ରଚଳନ କରିଛି। କମ୍ପାନୀ ୫୧ରେ ଏକ…

ଦେବଗଡରେ ଅଭାବନୀୟ ଘଟଣା, ବିଦ୍ୟୁତ କର୍ମଚାରୀଙ୍କୁ ଖୁଣ୍ଟରେ ବାନ୍ଧିଲେ ଗ୍ରାମବାସୀ

ଦେବଗଡ଼,୨୮।୫(ଶଶାଙ୍କ ଶେଖର ଝାଙ୍କର): ବିଦ୍ୟୁତ କର୍ମଚାରୀଙ୍କୁ ବିଦ୍ୟୁତ ଖୁଣ୍ଟରେ ବାନ୍ଧିଲେ ଗ୍ରାମବାସୀ। ରିଆମାଳ ଥାନା ଦୁଧିଆନାଳୀ ଗ୍ରାମରେ ଏହି ଅଭାବନୀୟ ଘଟଣା ଘଟିଯାଇଛି । ସୂଚନା ଅନୁସାରେ,…

ଖବରଦାତା ସମ୍ମିଳନୀ କରି ବିଜେଡି ଉପରେ ବର୍ଷିିଲେ ଦେବାଶିଷ, କହିଲେ ମୁଁ ଅଣନିଶ୍ୱାସୀ ଥିଲି …

ଭୁବନେଶ୍ୱର, ୨୮।୫: ଭାଜପାରେ ମିଶିବା ପରେ ଖବରଦାତା ସମ୍ମିଳନୀ କରି ବିଜେଡି ଉପରେ ପୁଣି ବର୍ଷିଛନ୍ତି ଦେବାଶିଷ ସାମନ୍ତରାୟ। ଦେବାଶିଷ କହିଛନ୍ତି, ମୁଁ ଏବେ ଘରକୁ ଫେରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri