Posted inଖେଳ

ଅବସରପ୍ରାପ୍ତ ମୁମ୍ବାଇ ଅମ୍ପାୟରଙ୍କୁ ସହାୟତା

ମୁମ୍ବାଇ,୨୧।୫(ପି.ଟି.): କୋଭିଡ୍‌-୧୯ ଜନିତ ଲକ୍‌ଡାଉନ କାରଣରୁ ସମସ୍ୟାରେ ପଡିଥିବା ମୁମ୍ବାଇ ମେଟ୍ରୋପଲିର ୨୦ ଜଣ ଅବସରପ୍ରାପ୍ତ ଅମ୍ପାୟରଙ୍କୁ ସହାୟତା କରିବାକୁ ‘କ୍ରିକେଟର୍ସ ଫାଉଣ୍ଡେଶନ’ ନାମକ ଏକ ପବ୍ଲିକ୍‌ ଟ୍ରଷ୍ଟ ଆଗେଇ ଆସିଛି। ଏହି କଷ୍ଟକର ସମୟରେ ସଂଘର୍ଷ କରୁଥିବା ଅମ୍ପାୟରମାନଙ୍କୁ ୪ ଲକ୍ଷ ଟଙ୍କା ପ୍ରଦାନ କରାଯାଇଛି ବୋଲି ଅଭିଜ୍ଞ କ୍ରିକେଟ ଲେଖକ ତଥା ଏହି ଟ୍ରଷ୍ଟିର ଚେୟାରମ୍ୟାନ ମକରନ୍ଦ ଓ୍ବେନଗାନ୍‌କର କହିଛନ୍ତି। ଅମ୍ପାୟାରମାନେ ମଧ୍ୟ ଏହି ସହାୟତା ପାଇଁ ଟ୍ରଷ୍ଟକୁ କୃତଜ୍ଞତା ଜଣାଇଛନ୍ତି। ପ୍ରତ୍ୟେକ ଅମ୍ପାୟର ୨୦,୦୦୦ ଟଙ୍କା ଲେଖାଏ ଅର୍ଥ ପାଇଛନ୍ତି। ଏହି ଟଙ୍କା ସେମାନଙ୍କ ଏକାଉଣ୍ଡକୁ ସିଧାସଳଖ ପଠାଇଦିଆଯାଇଛି ବୋଲି ମକରନ୍ଦ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାମ ସାରି ବାଇକ୍‌ରେ ଫେରୁଥିଲେ, ମାମୁ-ଭଣଜାଙ୍କୁ ପଛରୁ ଧକ୍କା ଦେଲା କାର୍‌, କଚାଡ଼ି ହୋଇ…

ଦିଗପହଣ୍ଡି,୧୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମୁଖ୍ୟରାସ୍ତା ପୁଞ୍ଜିକଂୟା ଛକ ନିକଟରେ ମଙ୍ଗଳବାର ଅପରାହ୍ନରେ ଏକ କାର (ନଂ. ଓଡ଼ି୦୭ବିସି -୧୬୯୦) ଧକ୍କାରେ ସାନଖେମୁଣ୍ଡି ବ୍ଲକ…

ଆରଏମ୍‌ସି ହାଟଗୃହ ଭାଙ୍ଗିବା ନେଇ ତେଜିଲା ଅସନ୍ତୋଷ

ନନ୍ଦପୁର,୧୪ା୪(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମାସ୍ଥିତ ବୁଧବାର ସାପ୍ତାହିକ ହାଟ ମଧ୍ୟର ପୁରୁଣା ହାଟ ଗୃହକୁ ବିନା ଅନୁମତିରେ ଭାଙ୍ଗିବାକୁ ନେଇ…

ବିହାରର ସବୁଠାରୁ ପଢୁଆ ନେତା କିଏ? ଲିଷ୍ଟରେ ନୀତିଶ କୁମାରଙ୍କ ସ୍ଥାନ ଏଇଠି…

ପାଟନା,୧୪।୪: ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ଆସିଛି। ନୀତିଶ କୁମାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ଏବଂ ସମ୍ରାଟ ଚୌଧୁରୀଙ୍କୁ ବିଧାୟକ ଦଳର ନେତା ଭାବରେ…

ଶେନ୍‌ ଓ୍ବର୍ନଙ୍କ ମୃତ୍ୟୁକୁ ନେଇ ମୁହଁ ଖୋଲିଲେ ପୁଅ ଜ୍ୟାକ୍‌ସନ

ନୂଆଦିଲ୍ଲୀ,୧୪ା୪: ଅଷ୍ଟ୍ରେଲିଆର କିମ୍ବଦନ୍ତୀ ଲେଗ୍‌ ସ୍ପିନର ଶେନ୍‌ ଓ୍ବର୍ନଙ୍କ ହଠାତ୍‌ ପରଲୋକ ଘଟିବାର ୪ ବର୍ଷ ପରେ ତାଙ୍କ ମୃତ୍ୟୁକୁ ନେଇ ପୁଅ ଜ୍ୟାକ୍‌ସନ ଓ୍ବର୍ନ ମୁହଁ…

ଜିମ୍ବାଓ୍ବେର ଏହି ଫାଷ୍ଟ ବୋଲର ୨ ବର୍ଷ ବାସନ୍ଦ

ନୂଆଦିଲ୍ଲୀ,୧୪ା୪: ଆଇପିଏଲ୍‌ରେ ଖେଳିବା ପାଇଁ ପାକିସ୍ତାନ ସୁପର ଲିଗ୍‌ (ପିଏସ୍‌ଏଲ୍‌) ଛାଡ଼ିଥିବା ଜିମ୍ବାଓ୍ବେ ଫାଷ୍ଟ ବୋଲର ବ୍ଲେସିଂ ମୁଜରାବାନୀଙ୍କୁ ମଙ୍ଗଳବାର ଦୁଇ ବର୍ଷ ଲାଗି ପାକିସ୍ତାନ କ୍ରିକେଟ…

ବଲାଙ୍ଗୀର ମେନ ମାର୍କେଟ ଚଳଚଞ୍ଚଳ: ହନୁମାନ ଜୟନ୍ତୀରେ…

ବଲାଙ୍ଗୀର,୧୪।୪( ସୁନିଲ କୁମାର ମହାନ୍ତି): ଆଜି ପବିତ୍ର ମହାବିଷୁବ ସଂକ୍ରାନ୍ତି ତଥା ହନୁମାନ ଜୟନ୍ତୀ । ଏହି ଅବସରରେ ବିଭିନ୍ନ ମନ୍ଦିରରେ ହନୁମାନ ଜୟନ୍ତୀ ପାଳନ କରାଯାଉଅଛି…

ମହାବିଷୁବ ସଂକ୍ରାନ୍ତି: ଚଳଚଞ୍ଚଳ ସୁଆମ ଛକ

ପାଟଣା,୧୪।୪(ବୀର କିଶୋର ଦାଶ): ହନୁମାନ ଜୟନ୍ତୀ, ମହାବିଷୁବ ସଂକ୍ରାନ୍ତିରେ ମଙ୍ଗଳବାର କେନ୍ଦୁଝର ଜିଲା ପାଟଣା ବ୍ଲକ ସୁଆମ ଛକ ହନୁମାନ ମନ୍ଦିରରେ ଶ୍ରଦ୍ଧାଳୁଙ୍କ ସମାଗମ ଦେଖାଇବାକୁ ମିଳିଥିଲା।…

ବିଶ୍ୱକପ୍‌ ପୂର୍ବରୁ ଘାନାକୁ ମିଳିଲା ନୂଆ କୋଚ୍‌, ଜାଣନ୍ତୁ…

ଘାନା,୧୪ା୪: ଫିଫା ବିଶ୍ୱକପ୍‌କୁ ମାତ୍ର ଦୁଇ ମାସରୁ କମ୍‌ ସମୟ ଥିବା ବେଳେ ଘାନା କାର୍ଲୋସ କ୍ୟୁରୋଜଙ୍କୁ ଜାତୀୟ ପୁରୁଷ ଫୁଟ୍‌ବଲ ଦଳର ନୂଆ କୋଚ୍‌ ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri