ଅବସରପ୍ରାପ୍ତ ଶିକ୍ଷକଙ୍କ ପେନ୍‌ସନ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

ପାଟଣା,୯।୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ବଜାରରୁ ଜଣେ ଅବସରପ୍ରାପ୍ତ ଶିକ୍ଷକଙ୍କଠାରୁ ସୋମବାର ଅପରାହ୍ନରେ ଦୁର୍ବୃତ୍ତ ୩୦ ହଜାର ଟଙ୍କା ଲୁଟି ନେଇଛନ୍ତି। ଲୁଟ୍‌ର ଶିକାର ହୋଇଥିବା ଶିକ୍ଷକ ହେଲେ ବାରିଆ ଥାନା ଜ୍ୟୋତିପୁର ଗ୍ରାମର ପୁରନ୍ଦର ମହାନ୍ତ। ସେ ନିଜ ପେନ୍‌ସନ ଟଙ୍କାରୁ ୩୦ ହଜାର ଟଙ୍କା ଉଠାଇ ହୋଟେଲରେ ଖାଉଥିବା ସମୟରେ ଚେୟାର ଉପରେ ଟଙ୍କା ବ୍ୟାଗ ରଖିଥିଲେ । ଏହି ସମୟରେ କେହି ଦୁର୍ବୃତ୍ତ ତାଙ୍କ ବ୍ୟାଗ ଲୁଟି ନେଇଥିବା ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗ ପରେ ଘଟଣାସ୍ଥଳରେ ପୋଲିସ ପହଞ୍ଚି ଘଟଣାର ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଡଙ୍କଲପାଡୁ ବସ୍‌ ଟ୍ରାଜେଡି: ଏସ୍‌ସିବିରେ ନାବାଳିକାଙ୍କ ମୃତ୍ୟୁ, ୧୨ରେ ପହଚିଂଲା  ମୃତ୍ୟୁସଂଖ୍ୟା

ଗୋପାଳପୁର,୨୭ା୪- ଗଞ୍ଜାମ ଜିଲା ରଙ୍ଗେଇଲୁଣ୍ଡା ବ୍ଲକ ଡଙ୍କଲପାଡୁ ରାସ୍ତାରେ ଫେବୃଆରୀ ୯ ତାରିଖରେ ନିର୍ବନ୍ଧ ପାଇଁ ଯାଉଥିବା ବସ୍‌ ୧୧ କେଭି ବିଦ୍ୟୁତ ତାର ସଂସ୍ପର୍ଶରେ...

ରାଜ୍ୟ ବାହାରୁ ଆସିବେ ୧୭ ହଜାର ଶ୍ରମିକ

ଅନୁଗୋଳ ଅଫିସ, ୨୮।୪ ଅନୁଗୋଳ ଜିଲାକୁ ରାଜ୍ୟ ବାହାରୁ ଆସିବାକୁ ଥିବା ୧୭ ହଜାର ଲୋକଙ୍କୁ କିପରି ସଙ୍ଗରୋଧରେ ରଖାଯିବ ସେ ନେଇ ଜିଲା ପ୍ରଶାସନ...

ଚାଉଳ ମିଳୁଛି, ହିତାଧିକାରୀ ଜାଣିନାହାନ୍ତି : ଲୁଟି ନେଉଛନ୍ତି ରିଟେଲର

ଜଗତ୍‌ସିଂହପୁର ଅଫିସ,୨୩ା୭: ଖାଦ୍ୟ ସୁରକ୍ଷା ଆଇନ ଅନୁଯାୟୀ ଗରିବ ପରିବାରକୁ ଚାଉଳ, କିରୋସିନ ଆଦି ସାମଗ୍ରୀ ପ୍ରଦାନ ନିମନ୍ତେ ସରକାର ବ୍ୟବସ୍ଥା କରିଛନ୍ତି। ମାତ୍ର ପରିତାପର...

‘କ୍ଷେତ୍ର ପରିଦର୍ଶନରେ ଯାଇ ବାସ୍ତବ ସ୍ଥିତି ଅନୁଧ୍ୟାନ କର’

ବାଲେଶ୍ୱର ଅଫିସ, ୧।୧୦-ରାଜ୍ୟ ଖାଦ୍ୟ ଯୋଗାଣ, ଖାଉଟି କଲ୍ୟାଣ ଓ ସମବାୟ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ସୋମବାର ବାଲେଶ୍ୱର ଗସ୍ତରେ ଆସି ବାଲେଶ୍ୱର ଓ...

ପୋଲିସ ହାତରେ ଆର୍‌ଟିଓ ରିପୋର୍ଟ

ଖୋର୍ଦ୍ଧା ଅଫିସ,୨୬ା୩: ବାଣପୁର ବ୍ଲକ ସମ୍ମୁଖରେ ପୋଲିସ କର୍ମଚାରୀ ଓ ଲୋକଙ୍କ ଉପରକୁ ଗାଡ଼ି ମଡ଼ାଇଦେବା ଘଟଣାରେ ଗିରଫ ହୋଇ ଜେଲରେ ଥିବା ଚିଲିକା ବିଧାୟକ...

ଝିଅକୁ ଧରି ନଦୀକୁ ଡେଇଁପଡ଼ିଲେ ମା’: କାରଣ ଅସ୍ପଷ୍ଟ, ଉଭୟ ନିଖୋଜ

ନାଉଗାଁ, ୧୧-୯ (ସ୍ବ.ପ୍ର.):ନାଉଗାଁ ଥାନା ବଛାଳୋ ପଞ୍ଚାୟତ ପୋକାମୂଳ ଗ୍ରାମରେ ମଙ୍ଗଳବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ମହିଳା ନିଜ ୫ମାସର ଶିଶୁକନ୍ୟାକୁ...

ଚାର ମୁଜି କିଲୋ ୧ଶହ ଟଁକା: ପରିବାର ପିଛା ବଛରକ କମଉଛନ୍‌ ୫ ହଜାର

ଲୋଇସିଂହା,୧୩।୫(ଡି.ଏନ.ଏ):  ପ୍ରକୃତିରୁ ଆମକୁ ଅନେକ ପରକାର ଜିନିଷ ମିଲୁଛେ। ଭିନେ ଭିନେ ଋତୁରେ ଅନେକ ପରକାର ଫଲମୂଲ ମିଲୁଛେ। ଇଥ୍‌ରେ ଅନେକ ପରିବାରର ଜୀବନ୍‌ ଜୀବ୍‌କା...

ସୂଚନା ଫଳକରେ ସୀମିତ ସୌନ୍ଦର୍ଯ୍ୟକରଣ

ବାରିପଦା ଅଫିସ,୧୭ା୬ ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ମାଣତ୍ରୀସ୍ଥିତ ବାବା କଖାରୁଆ ବୈଦ୍ୟନାଥଙ୍କ ମନ୍ଦିରର ଉନ୍ନତି ଓ ସୌନ୍ଦର୍ଯ୍ୟକରଣ ହେଉ ନ ଥିବାରୁ ଶ୍ରଦ୍ଧାଳୁ ତଥା...

Advertisement
Archives

Model This Week