Posted inଜାତୀୟ

ଅବସର ନେଲେ ବିପିନ ରାଓ୍ବତ

ନୂଆଦିଲ୍ଲୀ,୩୧।୧୨: ଭାରତୀୟ ସେନାରେ ୩ ବର୍ଷର କାର୍ଯ୍ୟକାଳ ପରେ ମଙ୍ଗଳବାର ସେନାମୁଖ୍ୟ ବିପିନ ରାଓ୍ବତ ଅବସର ନେଇଛନ୍ତି। କାର୍ଯ୍ୟକାଳର ଶେଷ ଦିନରେ ସେ ଓ୍ବାର ମେମୋରିଆଲ ଯାଇ ସେଠାରେ ଶହୀଦଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି। ଚିଫ୍‌ ଅଫ୍‌ ଡିଫେନ୍ସ ଷ୍ଟାଫ ଭାବେ କାର୍ଯ୍ୟଭାର ଗ୍ରହଣ କରିବା ପୂର୍ବରୁ ସେ ସମସ୍ତ ଯବାନଙ୍କୁ ଶୁଭକାମନା ଦେଇଛନ୍ତି। ଏହାସହ ନୂଆବର୍ଷର ଶୁଭେଚ୍ଛା ମଧ୍ୟ ଜଣାଇଛନ୍ତି। ସେ କହିଛନ୍ତି ଚିଫ୍‌ ଅଫ୍‌ ଆର୍ମି ଷ୍ଟାଫ୍‌ କେବଳ ଗୋଟିଏ ପଦ। ଏଥିରେ ସବୁ ଯବାନଙ୍କ ସହଯୋଗ ମିଳିଥାଏ ଓ ଦେଶ ଆଗକୁ ବଢିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ପୁଅର ଗିରଫଦାରୀକୁ ନେଇ ମୁହଁ ଖୋଲିଲେ ଷ୍ଟାଲିନ, କହିଲେ ଅହଙ୍କାରରେ…

ନୂଆଦିଲ୍ଲୀ,୪।୮: ତାମିଲନାଡୁରେ ପୂର୍ବତନ ଉପ-ମୁଖ୍ୟମନ୍ତ୍ରୀ ତଥା ଦ୍ରାବିଡ଼ ମୁନେତ୍ର କାଜାଗମ୍ (ଡିଏମକେ) ନେତା ଉଦୟନିଧି ଷ୍ଟାଲିନ୍‌ଙ୍କ ଗିରଫଦାରୀକୁ ନେଇ ରାଜ୍ୟର ରାଜନୈତିକ ପାରା ଚରମ ସୀମାରେ ପହଞ୍ଚିଛି।…

କ୍ରାଇମବ୍ରାଞ୍ଚ ନିକଟରେ ଆତ୍ମସମର୍ପଣ କଲେ ଶରଣକୁଳ ନିଲମ୍ବିତ IIC

ଭୁବନେଶ୍ୱର,୪।୮: ଶରଣକୁଳ ନିଲମ୍ବିତ IIC ସୁଜିତ ଦାସ ମଙ୍ଗଳବାର କ୍ରାଇମବ୍ରାଞ୍ଚ ନିକଟରେ ଆତ୍ମସମର୍ପଣ କରିଛନ୍ତି। ହାଇକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ସୁଜିତ କ୍ରାଇମବ୍ରାଞ୍ଚରେ ହାଜର ହୋଇ ଆତ୍ମସମର୍ପଣ କରିଥିବା…

ବ୍ଲକ ଅଫିସରେ ପିସି କାରବାର, ଭିଡିଓ ଭାଇରାଲ

ଖଡ଼ିଆଳ,୪ା୮ (ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ବ୍ଲକ କାର୍ଯ୍ୟାଳୟରେ ପିସି କାରବାର ହେଉଥିବାର ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଜଣେ ବ୍ୟକ୍ତିଙ୍କଠାରୁ ଅଫିସ କର୍ମଚାରୀ…

ପାକିସ୍ତାନରେ ପୁଣି ପଲଟିବ ସତ୍ତା! ସିଲ୍‌ ହେଲା ଇସଲାମାବାଦ, ସେନାବେସ୍‌ରେ ବଡ଼ ହଲଚଲ

ଇସଲାମାବାଦ,୪।୮: ପାକିସ୍ତାନରେ ପୁଣି ଥରେ ବଡ଼ ରାଜନୈତିକ ଓଲଟପାଲଟ ଏବଂ ସାମରିକ ବିପ୍ଳବ (ସାମରିକ କୁ) ଆଶଙ୍କାରେ ହଲଚଲ ବୃଦ୍ଧି ପାଇଛି। ରାଜଧାନୀ ଇସ୍‌ଲାମାବାଦକୁ ବିଭିନ୍ନ ସ୍ଥାନରେ…

ବଢିଲା ଅଭିଜିତ ଦୀପକେଙ୍କ ଅଡୁଆ: ରୁଜୁ ହେଲା ମାମଲା, ଜାଣନ୍ତୁ କାହିଁକିି…

ନୂଆଦିଲ୍ଲୀ,୪।୮: କକରୋଚ ଜନତା ପାର୍ଟି (CJP)ର ସଂସ୍ଥାପକ ଅଭିଜିତ ଦୀପକେଙ୍କ ଅଡୁଆ ବଢ଼ୁଥିବା ନଜର ଆସୁଛି। ପଶ୍ଚିମବଙ୍ଗରେ ଆଇନଜୀବୀ ରିଙ୍କି ଚଟାର୍ଜୀ ସିଂହ ସିଲିଗୁଡ଼ି ସାଇବର କ୍ରାଇମ…

ତାତିଲେ ଛାତ୍ରୀଛାତ୍ର: ପ୍ରଧାନଶିକ୍ଷକଙ୍କୁ ବହିଷ୍କାର ଦାବିରେ ଚାଲି ଚାଲି ଗଲେ ବିଡ଼ିଓଙ୍କ ନିକଟକୁ, ତା’ପରେ…

ମୋରଡା,୪।୮(ସ୍ମାରକ ମାଜୀ): ବିଦ୍ୟାଳୟରେ ବିଭିନ୍ନ ଅନିୟମିତତା ତଥା ପୋକଯୁକ୍ତଖାଦ୍ୟ, ଛାତ୍ରୀଙ୍କୁ ଆଶାଳୀନ ବ୍ୟବହାର, ବିଦ୍ୟାଳୟରୁ ଜିନିଷ ନେଇ ନେବା ଆଦି ବିଭିନ୍ନ ଅଭିଯୋଗ ନେଇ ପ୍ରଧାନଶିକ୍ଷକଙ୍କ ବହିଷ୍କାର…

ଅଟୋ ସେକ୍ଟର ହେବ ମାଲାମାଲ! ସରକାର ୪,୦୦୦ କୋଟି ଯୋଜନା…

ନୂଆଦିଲ୍ଲୀ,୪।୮: ଭାରତୀୟ ଅଟୋମୋବାଇଲ ଶିଳ୍ପ ବର୍ତ୍ତମାନ ଏକ ପ୍ରମୁଖ ପ୍ରଯୁକ୍ତିବିଦ୍ୟା ଏବଂ ସାଂରଚନିକ ପରିବର୍ତ୍ତନ ଦେଇ ଗତି କରୁଛି। ବୈଦ୍ୟୁତିକ ଯାନ (EVs) ପାଇଁ ବର୍ଦ୍ଧିତ ଚାହିଦା…

Ramayan ର ୭୮ଟି ଏପିସୋଡ୍‌ରୁ ଦୂରଦର୍ଶନ କମାଇଥିଲା ୩୧,୨୦,୦୦,୦୦୦ କୋଟି ଟଙ୍କା! ଜାଣନ୍ତୁ ଗୋଟିଏ ଦିନର କେତେ ଥିଲା ବଜେଟ୍‌…

ନୂଆଦିଲ୍ଲୀ,୪।୮: ରାମାନନ୍ଦ ସାଗରଙ୍କ ଦ୍ୱାରା ନିର୍ମିତ ‘ରାମାୟଣ’ ଆଜି ବି ଲୋକଙ୍କ ହୃଦୟରେ ରାଜ୍ କରୁଛି। ଏପରି ସ୍ଥିତିରେ ଆସନ୍ତୁ ଏହା ସହ ଜଡ଼ିତ କିଛି ଖାସ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri