ଅବସାଦରୁ ଦୂରେଇ ରହିବା ପାଇଁ ସପ୍ତାହରେ ଥରେ କରନ୍ତୁ ଏପରି…

ପରିବର୍ତ୍ତିତ ଜୀବନଶୈଳୀରେ କେତେକ ମାନସିକ ଅବସାଦର ଶିକାର ହୋଇଥାନ୍ତି। ତେବେ ଏଥିରୁ ଦୂରେଇ ରହିବାର ରହିଛି ସହଜ ଉପାୟ। କାନ୍ଦିଲେ ମନରୁ ଅବସାଦ ଦୂର ହୋଇ ମାନସିକ ଶାନ୍ତି ମିଳିଥାଏ। କାନ୍ଦିବା ସମୟରେ ଶରୀରରେ ଆଣ୍ଡ୍ରୋନୋକ୍ରାଟିକୋଟ୍ରାପିକ୍‌ ଓ ଲ୍ୟୁସିନ୍‌ ନାମକ ହରମୋନ୍‌ କ୍ଷରଣ ହୋଇଥାଏ। ଏହାକୁ ଷ୍ଟ୍ରେସ୍‌ ହରମୋନ୍‌ କୁହାଯାଇଥାଏ। ଏହାଦ୍ୱାରା ମାନସିକ ଚାପରୁ ମିଳିଥାଏ ମୁକ୍ତି। ସେହିପରି କାନ୍ଦିବା ଦ୍ୱାରା ଆଖିରେ ଥିବା ମଇଳା ବାହାରି ଆସେ। ଲୁହରେ ଲାଇସୋଜାଇମ୍‌ ନାମକ ଏକ ପ୍ରକାର ରାସାୟନିକ ପଦାର୍ଥ ରହିଥାଏ। ଏହା ଅପକାରୀ ବ୍ୟାକ୍ଟେରିଆକୁ ନଷ୍ଟ କରେ। କାନ୍ଦିବା ଯୋଗୁ ମନ ହାଲକା ହେବା ଦ୍ୱାରା ନୂଆ ଚିନ୍ତାଧାରା ସୃଷ୍ଟି ହୁଏ।


Enter your email to get our daily news in your inbox.

All Right Reserved By Dharitri.Com

ଶରୀରର ଏହି ୫ ସ୍ଥାନରେ କଳାଜାଇ ଅଛି କି? ଜାଣନ୍ତୁ କ’ଣ ତାର ଅର୍ଥ, କିଭଳି ହେବ ଭବିଷ୍ୟତ

ଜ୍ୟୋତିଷଶାସ୍ତ୍ରରେ ଶରୀରରେ ଥିବା କଳାଜାଇର ବିଶେଷ ମହତ୍ୱ ରହିଛି। ଏହାକୁ ଦେଖି କୌଣସି ମନୁଷ୍ୟର ଭବିଷ୍ୟତ ଏବଂ ବ୍ୟକ୍ତିତ୍ୱ ବିଷୟରେ ଅନୁମାନ କରାଯାଇପାରେ। ଶରୀରରେ ଥିବା...

ରକ୍ତଚାପ କମାଏ କଖାରୁ ମଞ୍ଜି

୨୮ ଗ୍ରାମ୍‌ କଖାରୁ ମଞ୍ଜିରେ୧୫୧ କ୍ୟାଲୋରି,୧୭ ଗ୍ରାମ୍‌ ଫାଇବର, ୭ ଗ୍ରାମ୍‌ ପ୍ରୋଟିନ୍‌, ୪ ଗ୍ରାମ୍‌ ମନୋସାଚ୍ୟୁରେଟେଡ ଫ୍ୟାଟ୍‌,୬ ଗ୍ରାମ ଓମେଗା-୬ ଫ୍ୟାଟ୍‌, ମାଙ୍ଗାନିଜ, ମ୍ୟାଗ୍ନେସିୟମ,...

ସ୍ମୃତିଶକ୍ତି ବୃଦ୍ଧି କରିବାକୁ ଚାହୁଁଥିଲେ ମନେ ମନେ ଗାଆନ୍ତୁ ଗୀତ

ବୟସର ମଧ୍ୟବର୍ତ୍ତୀ ସୋପାନରେ ପହଞ୍ଚିବା ପରେ ଶାରୀରିକ ଏବଂ ମାନସିକ ରୂପରେ ଧୀରେ ଧୀରେ ମଣିଷ ଦୁର୍ବଳ ହୋଇପଡ଼େ। ଏସମୟରେ ଅନେକଙ୍କ କ୍ଷେତ୍ରରେ ସ୍ମୃତି ଶକ୍ତି...

ଲେମନ ଗାର୍ଲିକ ଫିଶ୍‌

ସୁଲଭ ଦରରେ ସୁସ୍ବାଦୁ ଖାଦ୍ୟ ପାଇଁ ରେଶମ ସହର ବ୍ରହ୍ମପୁର ବେଶ୍‌ ପରିଚିତ। ତେଣୁ ରାଜ୍ୟ ତଥା ବାହାରୁ ଗଞ୍ଜାମ ଜିଲାକୁ ଆସୁଥିବା ପର୍ଯ୍ୟଟକମାନେ ସହରର...

ଘରେ ଦେଖାଦେଉଛି କି ଧନର ଅଭାବ.. ତୁରନ୍ତ ପରିତ୍ୟାଗ କରନ୍ତୁ ଏସବୁ ଅଭ୍ୟାସ

ନୀତିଶାସ୍ତ୍ରର ମହାନ ପଣ୍ଡିତ ହେଉଛନ୍ତି ଆଚାର୍ଯ୍ୟ ଚାଣକ୍ୟ। ସେ ନିଜର ‘ଚାଣକ୍ୟ ନୀତି’ ଜରିଆରେ ଲୋକମାନଙ୍କୁ ବିଭିନ୍ନ ବିଷୟରେ ସଚେତନ କରାଇଛନ୍ତି। କେଉଁଟି କରିବା ଠିକ୍‌,...

ଗଣ୍ଠି ଯନ୍ତ୍ରଣାର ଘରୋଇ ଉପଚାର

ଶିଶୁ ଜନ୍ମପରେ ଶରୀରରେ କ୍ୟାଲ୍‌ସିଅମ୍‌ ଅଭାବ ହେଉ କିମ୍ବା ଘର ସାଙ୍ଗକୁ ଅଫିସ୍‌ କାମର ଚାପରେ ଅନେକ ମହିଳାଙ୍କଠାରେ ଗଣ୍ଠି ଯନ୍ତ୍ରଣା ଦେଖିବାକୁ ମିଳୁଛି; ଯାହାକୁ...

ମୁହଁଦାଗ, ଦାନ୍ତ ଯନ୍ତ୍ରଣାରୁ ମୁକ୍ତିଦିଏ ଫିଟିକିରି

ଫିଟିକିରି ଅନେକ ସ୍ବାସ୍ଥ୍ୟ ସମସ୍ୟାରୁ ମୁକ୍ତିଦେବା ସହ ସୌନ୍ଦର୍ଯ୍ୟ ବୃଦ୍ଧି କରିଥାଏ। ଏହା ପ୍ରାୟ ସମସ୍ତଙ୍କ ଘରେ ମିଳିଯାଏ। ଯଦିବି ନ ଥାଏ, ବଜାରରେ ସହଜରେ...

ଘରେ ଏସବୁ ସ୍ଥାନରେ ରଖନ୍ତୁ ଔଷଧ, ଶୀଘ୍ର ହେବେ ରୋଗମୁକ୍ତ !

କାଶୀ,୧୧।୨: ଜୀବନର ଭରପୁର ଆନନ୍ଦ ନେବା ସହିତ ସର୍ବଦା ଚଳଚଞ୍ଚଳ ରହିବା ପାଇଁ ସୁସ୍ବାସ୍ଥ୍ୟର ଆବଶ୍ୟକତା ରହିଛି। ଘରେ ବାସ୍ତୁ ଅନୁସାରେ ବିଭିନ୍ନ ସାମଗ୍ରୀ ରଖିଲେ...

Advertisement
Archives

Model This Week