ଅବସାଦ ଦୂର କରେ ଗୋଲମରିଚ

ଗୋଲମରିଚ ଯେ କେବଳ ଖାଦ୍ୟର ସ୍ୱାଦ ବଢାଏ ତା’ ନୁହେଁ ବରଂ ଏହାର ଔଷଧୀୟ ଗୁଣ ଶରୀରକୁ ଅନେକ ଲାଭ ପ୍ରଦାନ କରିଥାଏ । ଅନେକ ଗବେଷଣାରୁ ଜଣାପଡିଛି କି ଏଥିରେ ଥିବା ପିମ୍ପରମେଣ୍ଟ ଶରୀରରେ କ୍ୟାନସର ଭଳି ରୋଗକୁ ହେବାକୁ ଦେଇ ନ ଥାଏ । ସେହିପରି ସାଧାରଣ ଥଣ୍ଡାସର୍ଦ୍ଦି ପାଇଁ ବି ଏହା ଭଲ କାମ ଦିଏ । ଏହା ଶରୀରରେ ଖାଦ୍ୟ ହଜମ ପ୍ରକ୍ରିୟାରେ ସାହାଯ୍ୟ କରିଥାଏ । ଏହା ଗୁଣରେ ଆଣ୍ଟିବ୍ୟାକ୍ଟେିରିଆଲ । ତେଣୁ ଏହା ସାଧାରଣ ସର୍ଦ୍ଦିି, ଥଣ୍ଡା ଓ କାଶରୁ ଉପଶମ ଦେଇଥାଏ । ଆୟୁର୍ବେଦ ଅନୁଯାୟୀ, ଗୋଲମରିଚ ଗୁଣ୍ଡ ସହ ଗୋଟିଏ ଚାମଚ ମହୁ ମିଶାଇ ଖାଇଲେ ଖୁବ୍ ଲାଭ ମିଳିଥାଏ । ଗୋଲମରିଚର ବାହାର ଭାଗରେ ଫାଇଟୋନ୍ୟୁଟ୍ରିଏଣ୍ଟସ୍ ରହିଛି । ଯାହା ମେଦବହୁଳତାକୁ କମ୍ କରିଥାଏ । ନିୟମିତ ଗୋଲମରିଚ ଖାଇବା ଦ୍ୱାରା ଏହା ଅବସାଦ ଦୂର କରିଥାଏବାଲି କୁହାଯାଏ । ଏଥିରେ ଥିବା ଆଣ୍ଟି ଇନଫ୍ଲାମାଣ୍ଟୋରି ଗୁଣ ଗଣ୍ଠି ଦରଜରୁ ମୁକ୍ତି ଦେଇଥାଏ ।


Enter your email to get our daily news in your inbox.

All Right Reserved By Dharitri.Com

‘PM ମୋଦିଙ୍କୁ ରାତିରେ ସେ ପର୍ଯ୍ୟନ୍ତ ଶୋଇବାକୁ ଦେବୁନି, ଯେ ପର୍ଯ୍ୟନ୍ତ…’ ରାହୁଲ ଗାନ୍ଧୀଙ୍କ ତୀବ୍ର ଆକ୍ରମଣ

ନୂଆଦିଲ୍ଲୀ,୧୪।୮: କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ମୋଦି ସରକାରଙ୍କୁ ଟାର୍ଗେଟ କରି କହିଛନ୍ତି ଯେ, ଏହି ଲୋକମାନେ ଦେଶକୁ ଭିତରୁ ଦୁର୍ବଳ କରିଦେଇଛନ୍ତି। ଏହା ସହିତ…

କ୍ରିକେଟ୍‌ କୋଚଙ୍କୁ ହତ୍ୟା: ଖେଳାଳିଙ୍କ ସହ ଯୋଇଥିଲା ଯୁକ୍ତିତର୍କ, ଆଉ ତା’ପରେ ଘଟିଲା…

ନୂଆଦିଲ୍ଲୀ,୧୪।୮: ଶ୍ରୀଲଙ୍କାରେ ଜଣେ କ୍ରିକେଟ କୋଚଙ୍କୁ ହତ୍ୟା କରାଯାଇଛି। କଲମ୍ବୋ କ୍ରିକେଟ କ୍ଲବର ପ୍ରଶିକ୍ଷକ ସୁମିଥ ଫର୍ଣ୍ଣାଣ୍ଡୋ ତାଙ୍କ ନିଜ ଖେଳାଳିଙ୍କ ସହ ଝଗଡ଼ା କରିଥିଲେ ଏବଂ…

ଆପଣ ନ କରିପାରିଲେ ଆମେ କରିବୁ…. କେନ୍ଦ୍ରକୁ ସୁପ୍ରିମକୋର୍ଟଙ୍କ ଭର୍ତ୍ସନା

ନୂଆଦିଲ୍ଲୀ,୧୪।୮: ଅଧିକ ପରିମାଣର ଚିନି, ଲୁଣ ଏବଂ ସନ୍ତୁଳିତ ଚର୍ବି (ସାଚୁରେଟେଡ୍‌ ଫ୍ୟାଟ୍‌) ଥିବା ପ୍ୟାକେଟଯୁକ୍ତ ଖାଦ୍ୟ ସାମଗ୍ରୀ ଉପରେ ‘ଫ୍ରଣ୍ଟ-ଅଫ୍‌-ପ୍ୟାକ ୱାର୍ଣ୍ଣିଂ ଲେବଲ’(ଖାଦ୍ୟ ପ୍ୟାକେଟ ଉପରେ…

ଲାବ୍‌ରେ ତିଆରି ହେଉଛି ‘ମିନି-ବ୍ରେନ୍‌’: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ, ୧୪ା୮:ଶରୀରର ଛୋଟ ଚର୍ମ କୋଷିକାରୁ ମାନବ ମସ୍ତିଷ୍କର ଜୀବନ୍ତ ଟିସୁ ପ୍ରସ୍ତୁତ କରିବା ଆଉ କେବଳ କଳ୍ପନା କିମ୍ବା ବିଜ୍ଞାନ କାହାଣୀରେ ସୀମିତ ହୋଇରହିନାହିଁ। ଆମେରିକା…

ଆଜି ମେଷ-ମିଥୁନ ସମେତ ୫ ରାଶିର ଭାଗ୍ୟୋଦୟ, ଗ୍ରହ ଚଳନରୁ ଧନ- କ୍ୟାରିୟରରେ ମିଳିବ ବଡ଼ ଖୁସିଖବର

ଆଜି ଶ୍ରାବଣ ଶୁକ୍ଳ ପକ୍ଷର ପ୍ରତିପଦା ତିଥି ଏବଂ ଶୁକ୍ରବାର। ଦୃକ ପଞ୍ଚାଙ୍ଗ ଅନୁସାରେ ପ୍ରତିପଦା ତିଥି ସନ୍ଧ୍ୟା ୬ଟା ୪୬ ମିନିଟ ପର୍ଯ୍ୟନ୍ତ ରହିବ। ଏହାପରେ…

ଥମିନି ବର୍ଷାର ପ୍ରକୋପ: ଆଜି ବି ସ୍ଥଗିତ ରହିଲା ସେକେଣ୍ଡ ସେମିଷ୍ଟାର ପରୀକ୍ଷା

ବରଗଡ଼,୧୪।୮(ପ୍ରେମାନନ୍ଦ ଖମାରୀ):ପଶ୍ଚିମ ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ଗୁରୁବାରରୁ ଲଗାତାର ବର୍ଷା ଯୋଗୁ ଗୁରୁତର ବନ୍ୟା ସଦୃଶ ପରିସ୍ଥିତି ସୃଷ୍ଟି ହୋଇଛି। ଏହାକୁ ଦୃଷ୍ଟିରେ ରଖି ଗୁରୁବାର ସମ୍ବଲପୁର…

ନନ୍ଦନକାନନକୁ ଆସିବେ ନୂଆ ଅତିଥି: ଆଫ୍ରିକାରୁ ଚିତା, ଅଷ୍ଟ୍ରେଲିଆରୁ ନାଲି କଙ୍ଗାରୁ

ବାରଙ୍ଗ,୧୪।୮(ଲିଙ୍ଗରାଜ ରାଉତ): ପ୍ରାଣୀ ଉଦ୍ୟାନ ନନ୍ଦନକାନନକୁ ଆସିବେ ନୂଆ ଅତିଥି। ଏଥିପାଇଁ ନନ୍ଦନକାନନ ପକ୍ଷରୁ ପ୍ରସ୍ତୁତି ପର୍ବ ଆରମ୍ଭ ହୋଇଯାଇଛି। ପ୍ରତିଷ୍ଠା ଦିବସ ପୂର୍ବରୁ ନୂଆ ପ୍ରାଣୀମାନନ୍ତୁ…

ଗାଁରେ ପହଞ୍ଚିପାରିଲାନି ଆମ୍ବୁଲାନ୍ସ, ଖଟିଆରେ ବୁହାହେଲେ ଗର୍ଭବତୀ

ଝରିଗାଁ, ୧୪।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଚକଲାପଦର ପଞ୍ଚାୟତ ଅନ୍ତର୍ଗତ ଚାରଡଙ୍ଗରିପଡା ଗ୍ରାମକୁ ରାସ୍ତା ନଥିବା ବେଳେ ଆମ୍ବୁଲାନ୍ସ ଯାଇ ନ ପାରିବାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri