ଅବହେଳିତ କନ୍ଧଗୁଡ଼ା ପ୍ରାଥମିକ ବିଦ୍ୟାଳୟ: ଗୋଟିଏ କୋଠରିରେ ଚାଲିଛି ପାଞ୍ଚ ଶ୍ରେଣୀ

କୋରୁକୋଣ୍ଡା,୨୪।୮(ଡି.ଏନ୍‌.ଏ.): ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ନିଳାକାମ୍ବେରୁ ପଞ୍ଚାୟତ କନ୍ଧଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବହୁ ଅବ୍ୟବସ୍ଥାରେ ଚାଲିଛି। ଏହି ବିଦ୍ୟାଳୟରେ ପ୍ରଥମରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ମୋଟ ୨୮ ଜଣ ଛାତ୍ରୀଛାତ୍ର। ପ୍ରଥମରେ ୧୨, ଦ୍ୱିତୀୟରେ ୩, ତୃତୀୟରେ ୧, ଚତୁର୍ଥରେ ୭ ଓ ପଞ୍ଚମରେ ୫ ଛାତ୍ରୀଛାତ୍ର ଅଛନ୍ତି। ମାତ୍ର ବିଦ୍ୟାଳୟରେ ୨ଟି ଶ୍ରେଣୀ ଗୃହ ଥିବାରୁ ଗୋଟିଏରେ ସମସ୍ତ ଛାତ୍ରୀଛାତ୍ର ପଢ଼ୁଛନ୍ତି। କାରଣ ଅନ୍ୟ ଏକ ଶ୍ରେଣୀଗୃହର ଛାତ ଫାଟିଥିବାରୁ ବର୍ଷା ପାଣି ପଡୁଛି। ଏନେଇ ପ୍ରଧାନ ଶିକ୍ଷକ ରବୀନ୍ଦ୍ର ନାଥ ରାୟଙ୍କୁ ପଚାରିବାରୁ ସେ ବାରମ୍ବାର ଲିଖିତ ଅଭିଯୋଗ କରିଥିଲେ ମଧ୍ୟ କୌଣସି କାର୍ଯ୍ୟାନୁଷ୍ଠାନ ନିଆଯାଉ ନ ଥିବା ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସମୁଦ୍ର ମଧ୍ୟକୁ ଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ: କାଲିଠୁ ୨୭ ଯାଏଁ ସତର୍କ ସୂଚନା ଜାରି

ଭୁବନେଶ୍ୱର,୨୪।୭ ବଙ୍ଗୋପସାଗରରେ ପାଣିପାଗ ପରିସ୍ଥିତି ଅଶାନ୍ତ ରହିବାର ସମ୍ଭାବନା ଥିବାରୁ ଭାରତୀୟ ପାଣିପାଗ ବିଭାଗ (IMD) ଓଡ଼ିଶା ଉପକୂଳର ମତ୍ସ୍ୟଜୀବୀମାନଙ୍କ ପାଇଁ ସତର୍କ ସୂଚନା ଜାରି କରିଛି।…

ଶ୍ରୀମନ୍ଦିର ଅଭିମୁଖେ ୩ ରଥ, ଘଣ୍ଟଘଣ୍ଟାରେ କମ୍ପୁଛି ଶ୍ରୀକ୍ଷେତ୍ର

ପୁରୀ,୨୪ା୭: ଆଜି ପବିତ୍ର ବାହୁଡ଼ାଯାତ୍ରା। ଜନ୍ମବେଦିରେ ଲୀଳାଖେଳା ସାରି ଶ୍ରୀମନ୍ଦିର ମୁହାଁ ହୋଇଛନ୍ତି ମହାପ୍ରଭୁ । ଶ୍ରୀମନ୍ଦିର ଅଭିମୁଖେ ଗଡୁଛି ତାଳଧ୍ବଜ, ଦେବଦଳନ ଓ ନନ୍ଦିଘୋଷ ରଥ।…

Bahuda Yatra 2026: ତାଳଧ୍ବଜ ପରେ ଗଡ଼ିଲା ଦେବଦଳନ

ପୁରୀ,୨୪ା୭: ଆଜି ପବିତ୍ର ବାହୁଡ଼ାଯାତ୍ରା। ବଡ଼ଦାଣ୍ଡ ହୋଇପଡିଛି ଲୋକାରଣ୍ୟ। ମହାପ୍ରଭୁ ଜନ୍ମବେଦିରେ ଲୀଳାଖେଳା ସାରି ଆଜି ଶ୍ରୀମନ୍ଦିର ମୁହାଁ ହୋଇଛନ୍ତି। ଏନେଇ ଭକ୍ତି ଭାବରେ ଭିଜୁଛି ସମଗ୍ର…

କ୍ୟାବିନେଟ ବୈଠକ ପରେ ଅଶ୍ୱିନୀ ବୈଷ୍ଣବଙ୍କ ସାମ୍ବାଦିକ ସମ୍ମିଳନୀ: କହିଲେ ଠକ ମାଫିଆଙ୍କ ବିରୋଧରେ କଠୋର ଆଇନ ପ୍ରଣୟନ କରାଯିବ

ନୂଆଦିଲ୍ଲୀ,୨୪।୭: କ୍ୟାବିନେଟ ବୈଠକ ପରେ, କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ପେପର ଲିକ ପ୍ରସଙ୍ଗରେ ଏକ ସାମ୍ବାଦିକ ସମ୍ମିଳନୀରେ କହିଥିଲେ ଯେ ଏହି ବିପଦର ମୁକାବିଲା ପାଇଁ…

ବାଂଲାଦେଶକୁ ବଡ଼ ଝଟକା, ଇସ୍ତଫା ଦେଲେ ରାଷ୍ଟ୍ରପତି

ଢାକା,୨୪।୭: ବାଂଲାଦେଶ ଏକ ବଡ଼ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ରାଷ୍ଟ୍ରପତି ମହମ୍ମଦ ଶାହାବୁଦ୍ଦିନ ୨୪ ଜୁଲାଇ, ୨୦୨୬ରେ ସମ୍ବିଧାନର ଧାରା ୫୦(୩) ଅନୁଯାୟୀ ସଂସଦର ବାଚସ୍ପତିଙ୍କୁ ଏକ…

ଭୟଙ୍କର ଦୁର୍ଘଟଣା, ଗାଡ଼ି ଉପରେ ଖସି ପଡ଼ିଲା ମାଟି ଅତଡ଼ା, ୧୩ ମୃତ

ପାଙ୍ଗି,୨୪।୭: ସାରା ଦେଶରେ ମୌସୁମୀ ବର୍ଷା ଜାରି ରହିଛି। କିଛି ଅଞ୍ଚଳ ଏବେ ବି ବର୍ଷା ଅପେକ୍ଷାରେ ଥିବା ବେଳେ, ପାହାଡ଼ି ରାଜ୍ୟ ସମେତ ଅନ୍ୟାନ୍ୟ ଅନେକ…

ପରମ୍ପରା ଛାଡ଼ି ଆଧୁନିକ ଆଡ଼କୁ ସିମନବାଡ଼ି ରଥଯାତ୍ରା: ଜନଅସନ୍ତୋଷ ବୃଦ୍ଧି

ଦାରିଙ୍ଗବାଡ଼ି,୨୪ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଶୁକ୍ରବାର ବାହୁଡ଼ା ଯାତ୍ରା ପାଇଁ ଉତ୍ସବ ମୁଖର ବ୍ଲକ ଅଞ୍ଚଳର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା କାଟିଙ୍ଗିଆ, ଗଦାପୁର ଏବଂ…

ଗୁଜରାଟରେ ବର୍ଷା ତାଣ୍ଡବ, ପାଣି ଘେରରେ ସୁରତ

ଅହମଦାବାଦ,୨୪ା୭: ଗୁଜରାଟର ଦକ୍ଷିଣ ଭାଗ ଜିଲାଗୁଡ଼ିକରେ ପ୍ରବଳ ବର୍ଷା ଯୋଗୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ବର୍ଷା ଯୋଗୁ ତଳିଆ ଅଞ୍ଚଳ ବୁଡ଼ିଯାଇଥିବା ବେଳେ ସାଧାରଣ ଜୀବନଯାତ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri