ଅବାଧ ଗଛକଟା, ଶିକାରୀମାନଙ୍କର ପ୍ରବେଶ: ବନ୍ୟଜନ୍ତୁ ଗାଁମୁହାଁ

ହାଟଡିହୀ,୧୨।୫(ସ୍ବ.ପ୍ର.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅନ୍ତର୍ଗତ ବିଦ୍ୟାଧରପୁର ହରିଜନ ସାହିରୁ ରବିବାର ଏକ ହରିଣ ଉଦ୍ଧାର କରାଯାଇଛି । କାୈଣସି କାରଣବଶତଃ ହରିଣଟି ଗାଁ ଭିତରକୁ ପଶି ଆସିଥିଲା। ଗାଁ ଲୋକେ ହରିଣକୁ ଉଦ୍ଧାର କରି ବନ କର୍ମଚାରୀଙ୍କୁ ଖବର ଦେଇଥିଲେ । ଖବର ପାଇ ବନ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ହରିଣକୁ ନେଇ ଜଙ୍ଗଲରେ ଛାଡିଥିଲେ।
ସୂଚନାଯୋଗ୍ୟ, ହଦଗଡ଼ ବନ୍ୟଖଣ୍ଡ ଅଞ୍ଚଳରେ ଅବାଧ ଗଛକଟା ଓ ଶିକାରୀମାନଙ୍କର ପ୍ରବେଶ ଯୋଗୁ ବନ୍ୟଜନ୍ତୁମାନେ ଭୟଭୀତ ହୋଇ ଗାଁମୁହାଁ ହେଉଥିବା କୁହାଯାଉଛି। ଅନେକ ସମୟରେ ହାତୀ, ଭାଲୁ ପରି ଅନ୍ୟ ବନ୍ୟଜନ୍ତୁମାନେ ଜଙ୍ଗଲ ପାଖାପାଖି ଗାଁଗୁଡିକରେ ପଶି ବହୁ କ୍ଷତି କରୁଥିବା ନଜିର ରହିଛି। ଧନଜୀବନ ସୁରକ୍ଷାକୁ ଦୃଷ୍ଟିରେ ରଖି ପ୍ରଶାସନ ବିହୀତ ପଦକ୍ଷେପ ନେବାକୁ ସ୍ଥାନୀୟ ଲୋକେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବତନ୍ତ୍ର ପ୍ୟାକେଜ ଦାବିକଲେ କ୍ଷତିଗ୍ରସ୍ତ

ପୁରୀ ଅଫିସ,୨୬।୯: ବହୁ ପ୍ରତୀକ୍ଷିତ ସିଦ୍ଧମହାବୀର ରେଳ ଓଭରବ୍ରିଜ୍‌ (ଆର୍‌ଓବି) ପାଇଁ ଜମି ଅଧିଗ୍ରହଣ ନିମନ୍ତେ ମାପଚୁପ ଚାଲିଛି। ମାତ୍ର ଏହି ପ୍ରକଳ୍ପ ଲାଗି କ୍ଷତିଗ୍ରସ୍ତ...

ଭ୍ରାମ୍ୟମାଣ ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ: ଜଣେ ଗିରଫ, ଗଞ୍ଜେଇ ଜବତ

ବାଲେଶ୍ୱର ଅଫିସ,୩୧।୮: ବାଲେଶ୍ୱର ଜିଲା ଭ୍ରାମ୍ୟମାଣ ଅବକାରୀ ବିଭାଗ ପକ୍ଷରୁ ଶନିବାର ପୂର୍ବାହ୍ନରେ ଖନ୍ତାପଡ଼ା ଥାନା ଅନ୍ତର୍ଗତ ଫତେପୁର ଗ୍ରାମରେ ଚଢ଼ାଉ କରାଯାଇଛି। ଏହି ଚଢ଼ାଉରେ...

ନୟାଗଡ଼ କେନ୍ଦ୍ରୀୟ ବିଦ୍ୟାଳୟରେ ଖୋଲିଲାନି ଏକାଦଶ: ହାଇକୋର୍ଟ ଯିବାକୁ ଅଭିଭାବକଙ୍କ ଚେତାବନୀ

ନୟାଗଡ଼ ଅଫିସ,୨୬।୫-ନୟାଗଡ଼ କେନ୍ଦ୍ରୀୟ ବିଦ୍ୟାଳୟରେ ଚଳିତ ବର୍ଷ ଏକାଦଶ ଶ୍ରେଣୀ ନ ଖୋଲିବାରୁ ଅଭିଭାବକ ମହଲରେ ଅସନ୍ତୋଷ ଦେଖାଦେଇଛି। ଅଭିଭାବକ ସଂଘ ଏ ନେଇ ହାଇକୋର୍ଟ...

ରସୁଲପୁର ତହସିଲ ପହଞ୍ଚତ୍ଲା ତିତିଲି, ଫନୀ ଫସଲ କ୍ଷୟକ୍ଷତି ଅର୍ଥ

ରସୁଲପୁର,୧୭।୧୨(ଡିଏନଏ)ରେ ରସୁଲପୁର ତହସିଲ ଅଞ୍ଚଳରେ ତିତିଲି ଓ ଫନୀ ବାତ୍ୟାରେ ଫସଲ ହାନୀ ବାବଦରେ କ୍ଷତିପୂରଣ ଅର୍ଥ ଆସି ପହଞ୍ଚିଛି। ଏ ନେଇ ଚାଷୀଙ୍କର ଦୀର୍ଘଦିନର...

ପ୍ରୋତ୍ସାହନ ଅଭାବ, ଆଳୁ ଚାଷୀ ଅବହେଳିତ: ସମୟ ଗଲାପରେ ଅନୁଦାନ ମଞ୍ଜୁର, ୧୩.୩୩ ହେକ୍ଟର ଆଳୁ ଚାଷ ପାଇଁ ୧.୩୩ ଲକ୍ଷ

ଯାଜପୁର ଅଫିସ,୨ା୬- ସାରା ରାଜ୍ୟରେ ପନିପରିବା ଚାଷ ପାଇଁ ଯାଜପୁର ଜିଲା ପ୍ରସିଦ୍ଧି ଲାଭ କରିଛି। ଜିଲାର ରସୁଲପୁର, ସୁକିନ୍ଦା, ଦାନଗଦୀ, ବିଞ୍ଝାରପୁର, ବରୀ ଆଦି...

ବୋମା ବିସ୍ଫୋରଣରେ ଯୁବକଙ୍କ ମୃତ୍ୟୁ: ରାଜନୈତିକ ଶତ୍ରୁତାରୁ ହତ୍ୟା ଅଭିଯୋଗ ଆଣିଲେ ପରିବାର

ଭଞ୍ଜନଗର,୧୯।୪(ଡି.ଏନ.ଏ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଗଝୋଳରେ ବୁଧବାର ରାତିରେ ବୋମା ବିସ୍ଫୋରଣରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ସଦାଶିବ ପ୍ରଧାନ (୨୬)। ରାଜନୈତିକ...

ଫଳକରେ ସୀମିତ ପିପିଲି ବସ୍‌ଷ୍ଟାଣ୍ଡ

ପିପିଲି,୨୩।୩(ସ୍ବ.ପ୍ର.): ପିପିଲିରେ ଏବେ ଚାଲିଛି ଉପନିର୍ବାଚନର ତାତି। ଏ ନେଇ ସମସ୍ତ ଦଳ ପିପିଲିର ମୁଖ୍ୟ ସମସ୍ୟାଗୁଡ଼ିକୁ ଜନସାଧାରଣଙ୍କ ସମ୍ମୁଖରେ କିଭଳି ସମାଧାନ କରିବେ ସେନେଇ...

ଭୂତକୋଠି ପାଲଟିଛି ଜଳସେଚନ ବିଶ୍ରାମାଗାର

ଆରଡ଼ି, ୧୯।୪ (ଡି.ଏନ.ଏ.) – ଭଦ୍ରକ ଜିଲା ଆରଡ଼ି ସନ୍ନିକଟ କୁଳେଇପଦା ପଡ଼ିଆରେ ନିର୍ମିତ ଜଳସେଚନ ବିଶ୍ରାମାଗାର ଏବେ ଭୂତକୋଠି ପାଲଟିଛି। ବର୍ଷତମାମ ଗୃହରେ ତାଲା...

Advertisement
Archives

Model This Week