ବାଲେଶ୍ୱରରେ ଅମ୍ଫନ: ୬୦-୭୦ କିମିରେ ପବନ ସାଙ୍ଗକୁ ପ୍ରବଳ ବର୍ଷା

ବାଲେଶ୍ଵର ଅଫିସ ୨୦।୫ – ବାଲେଶ୍ୱର ଜିଲାରେ ଅମ୍ଫନ ପ୍ରଭାବ ଅନୁଭୂତ ହୋଇଛି । ୬୦-୭୦ କିମିରେ ପବନ ସାଙ୍ଗକୁ ପ୍ରବଳ ବର୍ଷା ହେଉଛି। ସମୁଦ୍ର କୂଳରେ ବଡ ବଡ ଜୁଆର ଉଠୁଛି। ବାତ୍ୟା ଅମ୍ଫାନ ଯୋଗୁଁ ତାଳସାରିରେ ସମୁଦ୍ର ଅଶାନ୍ତ ହେଉଛି । ତାଳସାରିରେ ୨୦ଫୁଟ୍ ଉଚ୍ଚର ଜୁଆର ଉଠୁଥିବା ସହ ସେଠାରେ ଅମ୍ଫନ ବର୍ଷା ଜାରି ରହିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

କଲଭର୍ଟ ଦବିଲା, ଯାତାୟାତ ବାଧାପ୍ରାପ୍ତ

ଖଜୁରିପଡ଼ା,୨୦ା୧୧(ଡି.ଏନ.ଏ.)- ଖଜୁରିପଡା ବ୍ଲକ ବଲସକୁମ୍ପା ଗ୍ରାମପଞ୍ଚାୟତ ଅଧୀନରେ ଥିବା ଖଲିଗୁଡ୍ରି ଗ୍ରାମକୁ ବଲସକୁମ୍ପାଠାରୁ ଟୁକୁଲପଡ଼ା ପର୍ଯ୍ୟନ୍ତ ଯାଇଥିବା ପ୍ରଧାନମନ୍ତ୍ରୀ ସଡ଼କରେ ବିଭିନ୍ନ କାର୍ଯ୍ୟରେ ପଞ୍ଚାୟତ କିମ୍ବା...

ମିନି ବସ ଦୁର୍ଘଟଣା: ବୃଦ୍ଧି ପାଇଲା ମୃତକଙ୍କ ସଂଖ୍ୟା

ରାଉରକେଲା ଅଫିସ,୨୭।୧୨: ୧୪୩ ନଂ. ଜାତୀୟ ରାଜପଥ ରାଉରକେଲା ବାଲୁଘାଟ ଡାକବଙ୍ଗଳା ନିକଟରେ ରବିବାର ହୋଇଥିବା ମିନି ବସ ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ୨କୁ ବୃଦ୍ଧି...

ଚମ୍ପୁଆରେ ଫସିଥିବା ସୁବର୍ଣ୍ଣପୁରର ୨୫ ଘରକୁ ଫେରିଲେ

ସୋନପୁର,୨୭।୩(ନି.ପ୍ର.):ମ୍ୟାଜିକ୍‌ ପ୍ରଦର୍ଶନ କରିବାକୁ ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଅନ୍ଧାରୀବାଞ୍ଜିର ୮ଟି ପରିବାର କେନ୍ଦୁଝର ଜିଲା ଚମ୍ପୁଆ ଅଞ୍ଚଳକୁ ଯାଇ ସେଠାରେ ଫସି ରହିଥିଲେ। ପ୍ରଶାସନର...

ଓଲଟିଲା ବରଯାତ୍ରୀ ଭ୍ୟାନ୍‌: ୨ ମୃତ; ୪୦ରୁ ଊର୍ଦ୍ଧ୍ୱ ଆହତ

ଜୟପୁର/ବୋରିଗୁମ୍ମା,୩।୬(ଡି.ଏନ୍‌.ଏ.): କୋରାପୁଟ ଜିଲା ବୋରିଗୁମ୍ମା ବ୍ଲକ ବି.ସିଂହପୁର ଥାନା ବୋଡ଼ିଗାଁରୁ ଗୁରୁମାଇଁଗୁଡ଼ା ଗ୍ରାମକୁ ଏକ ବିବାହ କାର୍ଯ୍ୟରେ ଯୋଗ ଦେବାକୁ ଯାଉଥିବା ବେଳେ ବୁଧବାର ଏକ...

ଶ୍ରୀକାନ୍ତ ନନ୍ଦ ହତ୍ୟା ମାମଲାର ପର୍ଦ୍ଦାଫାଶ: ହନୁମାନ ଟଙ୍କା ଲାଗି ହତ୍ୟାକାଣ୍ଡ, ୪ ଅଭିଯୁକ୍ତ ଗିରଫ

ବଲାଙ୍ଗୀର ଅଫିସ,୧୮।୮: ବଲାଙ୍ଗୀର ଜିଲା ପୁଇଁତଲା ଥାନା ଅନ୍ତର୍ଗତ ବରଗାଁର ଶ୍ରୀକାନ୍ତ ନନ୍ଦ ହତ୍ୟା ଘଟଣାର ପର୍ଦ୍ଧାଫାଶ କରିବାରେ ପୋଲିସ ସଫଳ ହୋଇଛି । ଏହି...

ବିଦ୍ୟୁତ କାଟ୍‌କୁ ନେଇ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ବଅଁରପାଳ,୨୫।୮(ଡି.ଏନ୍‌.ଏ.): ଅନୁଗୋଳ ଜିଲା ବଅଁରପାଳ ବ୍ଲକ ଅନ୍ତର୍ଗତ ବନ୍ଦା, ଝଯିରୀବାହଳ ଓ ଚଉରୀଡ଼ିହ ଗ୍ରାମରେ ଶନିବାରଠାରୁ ବିଦ୍ୟୁତ ନ ଥିବାରୁ ଏ ନେଇ ରବିବାର ଗ୍ରାମବାସୀଙ୍କ...

ଚଳନ୍ତା ଟ୍ରକ୍‌ରେ ଯୁବକଙ୍କୁ ବନ୍ଧା ହେବା ଘଟଣା: ଚାଳକ ଗିରଫ

ପାରାଦୀପ,୨୬ା୫(ସ୍ବ.ପ୍ର.): ଚଣ୍ଡିଖୋଲ-ପାରାଦୀପ ୫୩ ନଂ. ଜାତୀୟ ରାଜପଥ ଭୂତମୁଣ୍ଡାଇ ମହାନଦୀ ପୋଲ ଉପରେ ଜଣେ ଯୁବକଙ୍କୁ ଟ୍ରକ୍‌ରେ ବାନ୍ଧି ଚଳାଇବା ଭିଡିଓ ଭାଇରାଲ ହୋଇଥିଲା। ଏହି...

ପ୍ରବାସୀଙ୍କୁ ବିଡିଓଙ୍କ ଦୁର୍ବ୍ୟବହାର ପ୍ରସଙ୍ଗ: ବିଡିଓଙ୍କ ନିଲମ୍ବନ ଦାବିରେ ବ୍ଲକ ସମ୍ମୁଖରେ ବିକ୍ଷୋଭ

ଲଙ୍ଗଳେଶ୍ୱର, ୨୭।୫(ଡି.ଏନ.ଏ.)-ପ୍ରବାସୀ ଶ୍ରମିକଙ୍କୁ ବାଲିଆପାଳ ବିଡିଓଙ୍କ ଦୁର୍ବ୍ୟବହାର ଘଟଣା ଇତିମଧ୍ୟରେ ୧୩ ଦିନ ପୂରିଯାଇଥିଲେ ମଧ୍ୟ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇନାହିଁ। ଏହାର ପ୍ରତିବାଦ କରି...

Advertisement
Archives

Model This Week