ଅବ୍ୟବସ୍ଥାରେ ଚାଲିଛି କେନ୍ଦୁପତ୍ର ରେଞ୍ଜ ଅଫିସ

ଗୁଡଭେଲା, ୧ା୮(ଡି.ଏନ.ଏ.): ବଲାଙ୍ଗୀର ଜିଲା ତୁଷୁରା ଏନଏସି ଅଧିନ ମହିପୁରଠାରେ ଥିବା କେନ୍ଦୁପତ୍ର ରେଞ୍ଜ କାର୍ଯ୍ୟାଳୟ ଏବେ ନାନା ଅବ୍ୟବସ୍ଥା ମଧ୍ୟଦେଇ ଗତି କରୁଛି । ଏହି ରେଞ୍ଜ ଅଧିନରେ ୬୨ଟି କେନ୍ଦୁପତ୍ର ଫଡି ରହିଛି ା ସେଥିମଧ୍ୟରୁ ୨୪ଟିର ସ୍ଥାୟୀ ଗୃହଥିବା ବେଳେ ୩୮ଟି ଅସ୍ଥାୟୀ ଗୃହରେ ଚାଲିଛି। ଚଳିତ ବର୍ଷ ୧କେଟି ୯୮ ଲକ୍ଷ କେନ୍ଦୁପତ୍ର କେରି ସଂଗ୍ରହ କରିବା ଲକ୍ଷ ରହିଥିବା ବେଳେ ୯୮ଲକ୍ଷ ୫୧ହଜାର କେନ୍ଦୁପତ୍ର କେରି ସଂଗ୍ରହ କରାଯାଇଥିବା ରେଞ୍ଜର ବାଲ୍ମିକୀ ବିଶି କହିଛନ୍ତି । ଅନ୍ୟପକ୍ଷରେ ଉକ୍ତ ପତ୍ରଗୁଡିକ ସଂଗ୍ରହ କରି ରଖିବା ପାଇଁ ୫ଟି ଗୋଦାମ ଗୃହ ରହିଥିବା ବେଳେ ସେ ମଧ୍ୟରୁ ୩ଟି ଖରାପ ହୋଇ ପଡିଛି । ଗୋଟିଏ ଗୋଦାମ ଗୃହରୁ ପାଣି ଗଳୁଥିବାରୁ ତାହାକୁ ଆଉ ବ୍ୟବହାର କରି ହେଉ ନ ଥିବା କର୍ମଚାରୀମାନେ କହନ୍ତି । ଏପରିକି ବହୁ ସମୟରେ ଆବଶ୍ୟକ କର୍ମଚାରୀ ମଧ୍ୟ ରହୁ ନାହନ୍ତି ା ଜଣେ ରେଞ୍ଜର, ୫ ଫରେଷ୍ଟର ଓ ୫ଜଣ ପରେଷ୍ଟଗାର୍ଡ ରହିବା ସ୍ଥାନରେ ଜଣେ ରେଞ୍ଜର, ଜଣେ ଫରେଷ୍ଟର ଓ ୩ ଜଣ ପରେଷ୍ଟଗାର୍ଡ ରହିଛନ୍ତି । ଏଥିପ୍ରତି ବିଭାଗୀୟ ଉଚ୍ଚକର୍ତ୍ତୃପକ୍ଷ ଦୃଷ୍ଟି ଦେଇ ବିହିତ ପଦକ୍ଷେପ ନେବାକୁ ସାଧାରଣରେ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୁଣପୁରରେ ଅଖଣ୍ଡ ଭାରତ ଦିବସ: ତ୍ରିରଙ୍ଗା ଯାତ୍ରାରେ ବାହାରି ମହାପୁରୁଷଙ୍କ ବଳିଦାନକୁ ନେଇ…

ଗୁଣପୁର,୧୪ା୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ପୁରୁଣା ବସ୍‌ଷ୍ଟାଣ୍ଡଠାରେ ଶୁକ୍ରବାର ଅଖଣ୍ଡ ଭାରତ ଦିବସ ପାଳନ ହୋଇଯାଇଛି। ଏହି ଅବସରରେ ଭାଜପା ଜିଲା ସଭାପତି ଗୋପୀ ଆନନ୍ଦ…

ସ୍ୱାଧୀନତା ଦିବସରେ ପାକିସ୍ତାନରେ ବଡ଼ ହଙ୍ଗାମା, ସରିଗଲା ସବୁ ପେଟ୍ରୋଲ…

ଇସଲାମାବାଦ୍‌,୧୪।୮: ପାକିସ୍ତାନୀ ସମ୍ବାଦପତ୍ର ‘ଡନ୍’ (DAWN) ର ରିପୋର୍ଟ ଅନୁଯାୟୀ, ପାକିସ୍ତାନ ସରକାର ପେଟ୍ରୋଲ ଏବଂ ହାଇ-ସ୍ପିଡ୍ ଡିଜେଲ (HSD) ର ଦର ବୃଦ୍ଧି କରିଛନ୍ତି। ଏହି…

Video: କିଏ କହିଲା ‘କମେଡିଆନ’ କିଏ କହିଲା ‘ମହିଳା ବିରୋଧୀ’ ରାହୁଲ ଗାନ୍ଧୀଙ୍କୁ ଟାର୍ଗେଟ କଲେ ଭାଜପା ନେତା

ନୂଆଦିଲ୍ଲୀ,୧୪।୮: କଂଗ୍ରେସ ନେତା ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଏକ ବୟାନ ପୁଣି ଥରେ ବିବାଦ ସୃଷ୍ଟି କରିଛି। ଗୁରୁବାର ନୂଆଦିଲ୍ଲୀରେ…

ଶୁକ୍ର ପୁଷ୍କରାଂଶ ଯୋଗରେ ମିଥୁନରୁ ତୁଳା ସମେତ ଏହି ୪ ରାଶିଙ୍କ ଲାଭ; ଇନକମ୍‌ ହେଇଯିବ ଡବଲ୍‌, ସୁଧୁରିବ ଭାଙ୍ଗିଯାଇଥିବା ସମ୍ପର୍କ…

ଜନ୍ମକୁଣ୍ଡଳୀରେ ଯେକୌଣସି ଗ୍ରହର ‘ପୁଷ୍କରାଂଶ’ ସ୍ଥିତିକୁ ଅତ୍ୟନ୍ତ ଶୁଭ ବୋଲି ମନେକରାଯାଏ, କାରଣ ଏହାର ପ୍ରଭାବ ସଦାସର୍ବଦା ସକାରାତ୍ମକ ଏବଂ ଫଳଦାୟୀ ହୋଇଥାଏ। ବିଶେଷକରି ଶୁକ୍ରଙ୍କର ପୁଷ୍କରାଂଶ…

ଭାରତ ଗସ୍ତରେ ଆସିବେ ଇରାନୀ ରାଷ୍ଟ୍ରପତି; ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ସାକ୍ଷାତ ଉପରେ ସମସ୍ତଙ୍କ ନଜର? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ/ତେହରାନ,୧୪।୮: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ଆସନ୍ତା ମାସରେ ଭାରତ ଗସ୍ତରେ ଆସୁଛନ୍ତି। ସେ ସେପ୍ଟେମ୍ବର 12-13 ରେ ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା BRICS ସମ୍ମିଳନୀରେ…

ପାନୀୟ ଜଳ ପାଇଁ ଯିବାକୁ ପଡୁଛି ୨ କିମି, ଏସ୍‌ଡିପିଓ କହିଲେ ଯୁଦ୍ଧକାଳୀନ ଭିତ୍ତିରେ ଆଜି…

କେସିଙ୍ଗା,୧୪ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ମଖାପଳା ଗ୍ରାମରେ ଦୀର୍ଘଦିନରୁ ପାନୀୟଜଳ ସମସ୍ୟା ରହିଛି। ଏହି ଅଞ୍ଚଳରେ ନଳକୂପ ଖୋଳିଲେ ମଧ୍ୟ ପାଣି ବାହାରୁନାହିଁ। ଗ୍ରାମରୁ…

‘ତୁମର ଜାତି କ’ଣ, ତୁମେ କୋଭିଡ ଟିକା କେଉଁଠାରୁ ନେଇଛ…’; ଜନଗଣନାରେ ପଚରାଯିବ ଏମିତି ୪୦ ପ୍ରଶ୍ନ, ବିଜ୍ଞପ୍ତି ଜାରି

ନୂଆଦିଲ୍ଲୀ,୧୪।୮: କେନ୍ଦ୍ର ସରକାର ୨୦୨୭ ଜନଗଣନାର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ୪୦ଟି ପ୍ରଶ୍ନ ଚୂଡ଼ାନ୍ତ କରିଛନ୍ତି। ଏହି ପ୍ରକ୍ରିୟା ସମୟରେ, ଅନୁସୂଚିତ ଜାତି (SC), ଅନୁସୂଚିତ ଜନଜାତି…

ତାଳଚେର-ପୁରୀ ମେମୁ ପାସେଞ୍ଜର ଲାଇନ୍‌ଚ୍ୟୁତ

ପୁରୀ,୧୪ା୮(ଅଜିତ କୁମାର ମହାନ୍ତି): ପୁରୀ ଷ୍ଟେଶନ ନିକଟରେ ତାଳଚେରରୁ ପୁରୀ ଆସୁଥିବା ମେମୁ ପାସେଞ୍ଜର ଟ୍ରେନ ପୁରୀ ଷ୍ଟେଶନରୁ ମାତ୍ର ୫୦୦ ମିଟର ଦୂରରେ ଲାଇନଚ୍ୟୁତ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri