Posted inଜାତୀୟ

‘ଅବ୍‌ କି ବାର୍‌ ଟ୍ରମ୍ପ୍‌ ସରକାର’: ମୋଦି କରିନାହାନ୍ତି ପ୍ରଚାର; ଦୋହରାଇଛନ୍ତି ଟ୍ରମ୍ପ୍‌ଙ୍କ ସ୍ଲୋଗାନ୍‌

ନୂଆଦିଲ୍ଲୀ,୧।୧୦: ହାଓ୍ବଡ଼ି ମୋଦି କାର୍ଯ୍ୟକ୍ରମରେ ଯୋଗଦେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ଅବ୍‌ କି ବାର୍‌ ଟ୍ରମ୍ପ୍‌ ସରକାର’ କହିଥିଲେ। ଏହାକୁ ନେଇ କଂଗ୍ରେସ ସମେତ ଅନ୍ୟ ବିରୋଧୀ ଦଳଗୁଡ଼ିକ ପକ୍ଷରୁ ମୋଦି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ପାଇଁ ପ୍ରଚାର କରିଥିବା ଅଭିଯୋଗ ଆଣିଥିଲେ। ଏହାଦ୍ୱାରା ଭାରତୀୟ ବିଦେଶ ନୀତିର ଉଲ୍ଲଂଘନ ହୋଇଥିବା କୁହାଯାଇଥିଲା। ତେବେ ଏନେଇ ବୈଦେଶିକ ମନ୍ତ୍ରୀ ଏସ୍‌. ଜୟଶଙ୍କର ଉତ୍ତର ରଖିଛନ୍ତି। ସେ କହିଛନ୍ତି ଯେ, ମୋଦି ଟ୍ରମ୍ପ୍‌ଙ୍କ ଲାଗି ନିର୍ବାଚନୀ ପ୍ରଚାର କରି ନାହାନ୍ତି। ସେ କେବଳ ଟ୍ରମ୍ପ୍‌ଙ୍କ ସ୍ଲୋଗାନ୍‌କୁ ଦୋହରାଇଛନ୍ତି। ଆମେରିକା ରାଜନୀତି ସହିତ ଭାରତର କୌଣସି ସମ୍ପର୍କ ନାହିଁ ବୋଲି ଜୟଶଙ୍କର ସ୍ପଷ୍ଟୀକରଣ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହାତକୁ ଦି’ ହାତ ହେଲେ ଅଂଶୁଲା: ଝୁମିଲେ ୨ ଭଉଣୀ

ପ୍ରଯୋଜକ ବୋନି କପୁର ତଥା ବଲିଉଡ ଅଭିନେତା ଅର୍ଜୁନ କପୁରଙ୍କ ଭଉଣୀ ଅଂଶୁଲା କପୁର ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ସେ ମୁମ୍ବାଇର ତାଜ ହୋଟେଲରେ ତାଙ୍କ…

MS Dhoni Net Worth: କୋଟି କୋଟି ଟଙ୍କା ରୋଜଗାର, ହେଲେ କ୍ରିକେଟ ବ୍ୟତୀତ ଧୋନୀଙ୍କ ଆଉ କ’ଣ ରହିଛି ରୋଜଗାର? ଜାଣନ୍ତୁ…

ନୂଆଦିଲ୍ଲୀ,୭।୭: ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂହ ଧୋନୀ ଜୁଲାଇ ୭ରେ ୪୫ ବର୍ଷ ବୟସରେ ପାଦ ଥାପିଛନ୍ତି। ‘କ୍ୟାପ୍ଟେନ କୁଲ’ ଭାବରେ ଜଣାଶୁଣା – କ୍ରିକେଟ…

ଗୁଜରାଟ ସିରିଏଲ ବିସ୍ଫୋରଣ ମାମଲାରେ ବଡ଼ ରାୟ: ୩୮ଙ୍କୁ ଫାଶୀ, ୧୧ଙ୍କୁ ଆଜୀବନ କାରାଦଣ୍ଡ

ଅହମଦାବାଦ,୭।୭: ୨୦୦୮ ଅହମଦାବାଦ ସିରିଏଲ ବିସ୍ଫୋରଣ ମାମଲା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ରାୟରେ, ଗୁଜରାଟ ହାଇକୋର୍ଟ ନିମ୍ନ ଅଦାଲତର ନିଷ୍ପତ୍ତିକୁ ବଜାୟ ରଖିଛନ୍ତି। ହାଇକୋର୍ଟ ୩୮ ଜଣ…

Video: ବୈଭବ ସୂର୍ଯ୍ୟବଂଶୀ ଆହତ; ଯନ୍ତ୍ରଣାରେ ଛଟପଟ ହେଉଥିଲେ ବି ଧ୍ୟାନ ଦେଲେ ନାହିଁ କୋଚ; ତାଙ୍କ ଖେଳିବା ଉପରେ ଉଠିଲା ପ୍ରଶ୍ନ

ନୂଆଦିଲ୍ଲୀ,୭।୭: ବୈଭବ ସୂର୍ଯ୍ୟବଂଶୀ ଶୀଘ୍ର ପ୍ରଶଂସକଙ୍କ ପ୍ରିୟ ହୋଇଗଲେ। ସମସ୍ତେ ତାଙ୍କ ଡେବ୍ୟୁକୁ ଅପେକ୍ଷା କରିଥିଲେ, ଯାହା ଏବେ ହୋଇଛି, ଏବଂ ସେ ତାଙ୍କର ଦ୍ୱିତୀୟ ଅନ୍ତର୍ଜାତୀୟ…

ମୋଦିଙ୍କୁ ଇଣ୍ଡୋନେସିଆର ସର୍ବୋଚ୍ଚ ସମ୍ମାନ: ଖୁସିରେ ଗଦ୍‌ଗଦ୍‌ ହୋଇ କହିଲେ…

ଜାକର୍ତ୍ତା,୭।୭: ଇଣ୍ଡୋନେସିଆ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସର୍ବୋଚ୍ଚ ସମ୍ମାନ ପ୍ରଦାନ କରିଛି। ଇଣ୍ଡୋନେସିଆର ରାଷ୍ଟ୍ରପତି ପ୍ରବୋ ସବିଆଣ୍ଟୋ ଘୋଷଣା କରିଛନ୍ତି, ଇଣ୍ଡୋନେସିଆ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସର୍ବୋଚ୍ଚ ସମ୍ମାନ ‘Bintang…

ଟ୍ରମ୍ପଙ୍କୁ ପ୍ରକୃତରେ କେଉଁ ପ୍ରକାରର ସାହାଯ୍ୟ ମାଗୁଛନ୍ତି ଜେଲନସ୍କି? ଜାଣନ୍ତୁ ଏହା ପଛର ବଡ଼ କାରଣ

କ୍ୱିଭ,୭।୭: ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ଆମେରିକାକୁ ବାୟୁ ପ୍ରତିରକ୍ଷା ପାଇଁ ସମର୍ଥନ ବୃଦ୍ଧି କରିବାକୁ ଅନୁରୋଧ କରିଛନ୍ତି। ସେ ଆମେରିକାକୁ ଦେଶୀୟ ସ୍ତରରେ ପାଟ୍ରିଅଟ କ୍ଷେପଣାସ୍ତ୍ର…

ଭୟଙ୍କର ହତ୍ୟାକାଣ୍ଡ….ପ୍ରେମିକ ପାଇଁ ଟଏଲେଟ୍ କ୍ଲିନର୍ ଇଞ୍ଜେକ୍ସନ ଦେଇ ସ୍ବାମୀଙ୍କୁ ହତ୍ୟା, ପୂର୍ବରୁ ବିଲ୍ଡିଂରୁ ଠେଲି ଦେଇଥିଲେ

ହାଇଦ୍ରାବାଦ,୭।୭: ତେଲେଙ୍ଗାନାର ନିଜାମାବାଦରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଜଣେ ମହିଳା ପ୍ରେମ ସମ୍ପର୍କ ଯୋଗୁଁ ତାଙ୍କ ସ୍ୱାମୀଙ୍କୁ ହତ୍ୟା କରିଛନ୍ତି । ହତ୍ୟାର ପଦ୍ଧତି…

କାହିଁକି ଫୋନ୍‌ ଉଠାନ୍ତି ନାହିଁ ଧୋନୀ: ଜନ୍ମଦିନରେ ଜାଣନ୍ତୁ ‘କ୍ୟାପ୍ଟେନ କୁଲ’ଙ୍କ ବିଷୟରେ ୭ ଅଜଣା କଥା

ନୂଆଦିଲ୍ଲୀ,୭।୭: ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂହ ଧୋନୀ ଆଜି ୪୫ତମ ଜନ୍ମଦିନ ପାଳନ କରୁଛନ୍ତି। ତାଙ୍କୁ ବିଶ୍ୱର ସବୁଠାରୁ ସଫଳ ଅଧିନାୟକଙ୍କ ମଧ୍ୟରେ ଗଣନା କରାଯାଏ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri