ଅଭାବ ଦୂର କଲା ୩୨ ୟୁନିଟ୍‌ ରକ୍ତ

ବରଗଡ଼ ଅଫିସ୍‌,୨।୫: କରୋନା(କୋଭିଡ୍‌-୧୯) ଭୂତାଣୁ ସଂକ୍ରମଣକୁ ପ୍ରତିହତ କରିବା ପାଇଁ ଦେଶବ୍ୟାପୀ ଲକ୍‌ ଡାଉନ୍‌ କଟକଣା ଲାଗୁ ହୋଇଛି । ଏଥିପାଇଁ ବିଭିନ୍ନ ରକ୍ତ ଭଣ୍ଡାରରେ ରକ୍ତର ଅଭାବ ପରିଲକ୍ଷିତ ହୋଇଛି । ଏହାକୁ ଦୃଷ୍ଟିରେ ରଖି ଶନିବାର ବରଗଡ଼ର ଡୁମାଲ ପରିବାର ପକ୍ଷରୁ ଏକ ରକ୍ତଦାନ ଶିବିର ଆୟୋଜନ କରାଯାଇଥିଲା । ବରଗଡ଼ ଟାଉନ ଥାନା ଆଇଆଇସି ସଦାନନ୍ଦ ପୂଜାହାରୀ ଶିବିରକୁ ଉଦ୍‌ଘାଟନ କରିଥିବାବେଳେ ୩୨ ୟୁନିଟ୍‌ ରକ୍ତ ସଂଗ୍ରହ କରାଯାଇଥିଲା । ଲୋକନାଥ ଗେଜୋ, ଶ୍ରୀକାନ୍ତ ପ୍ରଧାନ, ଭୁବନେଶ୍ୱର ଡାଙ୍ଗ ପ୍ରମୁଖ ଶିବିର ପରିଚାଳନାରେ ସହଯୋଗ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟାର୍ଥୀଙ୍କୁ କ୍ୟାରିୟର ଚୟନ ନେଇ ମାର୍ଗଦର୍ଶନ: ଭଞ୍ଜନଗର କେଭିରେ ପ୍ରଥମଥର ପାଇଁ…

ଭଞ୍ଜନଗର, ୨୫।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ଦଶମ ଓ ଏକାଦଶ ଶ୍ରେଣୀର ବିଜ୍ଞାନ ବିଭାଗର ଛାତ୍ରୀଛାତ୍ରଙ୍କୁ ନେଇ ପ୍ରଥମଥର ପାଇଁ…

ମନ୍ତ୍ରୀଙ୍କ ବଡ଼ ଚେତାବନୀ, ସାର କଳାବଜାରୀ କଲେ ହେବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୨୫।୮: ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ମଙ୍ଗଳବାର ଏକ ବଡ଼ ଚେତାବନୀ ଦେଇଛନ୍ତି। ସାର କଳାବଜାରୀ କଲେ ଅଭିଯୁକ୍ତଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି…

ବଡ଼ କାର୍ଯ୍ୟାନୁଷ୍ଠାନ: ନିଲମ୍ବିତ ହେଲେ ୨ ପୋଲିସ କର୍ମଚାରୀ

ବୌଦ୍ଧ,୨୫।୮: ବୌଦ୍ଧ ପୋଲିସ ପକ୍ଷରୁ ମଙ୍ଗଳବାର ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। କାର୍ଯ୍ୟରେ ଅବହେଳା ପାଇଁ ୨ଜଣ ପୋଲିସ କର୍ମଚାରୀଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ଠିକ୍‌…

ଭାରତରେ ଅଲଗା-ୟୁରୋପରେ ଅଲଗା କାହିଁକି? ଫାଣ୍ଟା ଠାରୁ ମ୍ୟାଗି ପର୍ଯ୍ୟନ୍ତ ପ୍ୟାକେଜ ହୋଇଥିବା ଖାଦ୍ୟ ପାଇଁ ଦ୍ୱୈତ ମାନଦଣ୍ଡ ଉପରେ ପ୍ରଶ୍ନ

ନୂଆଦିଲ୍ଲୀ,୨୫।୮: ଭାରତରେ ୟୁରୋପ ତୁଳନାରେ ପ୍ୟାକେଜ ହୋଇଥିବା ଖାଦ୍ୟ ଏବଂ ପାନୀୟର ସମାନ ବିଶ୍ୱ ବ୍ରାଣ୍ଡ ପାଇଁ ଭିନ୍ନ ରଚନା, ପୁଷ୍ଟିକର ସୂଚନା ଏବଂ ଚେତାବନୀ ଲେବଲର…

କାର୍‌କୁ ୧୦୦ ମିଟର ଘୋଷାଡ଼ି ନେଲା ଟ୍ରକ, ଆଉ ତା’ପରେ…

ଭୁବନେଶ୍ୱର,୨୫।୮: ରାଜଧାନୀ ଭୁବନେଶ୍ୱର ପାହାଳ ନିକଟରେ ମଙ୍ଗଳବାର ଏକ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ଭାରସାମ୍ୟ ହରାଇ ଏକ କାର୍‌କୁ ଧକ୍କା ଦେଇ ୧୦୦ ମିଟର ପର୍ଯ୍ୟନ୍ତ…

ଚନ୍ଦନ କଳସ ଯାତ୍ରାକୁ କୋରାପୁଟରେ ଭବ୍ୟ ସ୍ବାଗତ

କୋରାପୁଟ,୨୫।୮(ଅମିତାଭ ବେହେରା): ସନ୍ଥ ଶିରୋମଣି ଗୁରୁ ରବିଦାସଜୀଙ୍କ ୬୫୦ତମ ଜୟନ୍ତୀ ଅବସରରେ ସାମାଜିକ ସମରସତା ଓ ଭାଇଚାରାର ବାର୍ତ୍ତା ନେଇ ଆୟୋଜିତ ‘ସମରସ ସଂକଳ୍ପ ଅଭିଯାନ’ର ପବିତ୍ର…

ଦୁର୍ନୀତି ମାମଲାରେ ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କୁ ୪ବର୍ଷ ସଶ୍ରମ କାରାଦଣ୍ଡ

ବରଗଡ଼,୨୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଭିଜିଲାନ୍ସର ସ୍ୱତନ୍ତ୍ର ବିଚାରପତି ପଦମପୁର ବ୍ଲକ ଅଧୀନ ପୁରେନା ଗ୍ରାମପଞ୍ଚାୟତର ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀ (PEO) ଛବିଳ ବାରିହାଙ୍କୁ ଦୁର୍ନୀତି ମାମଲାରେ…

ଚନ୍ଦନପୁରରେ ଗୋଷ୍ଠୀ ସଂଘର୍ଷ, ପୋଲିସର ଫ୍ଲାଗମାର୍ଚ

ପୁରୀ,୨୫।୮: ପୁରୀ ଜିଲା ଚନ୍ଦନପୁର ଥାନା ଉତରଣା ମଠସାହିରେ ମଙ୍ଗଳବାର ଗୋଷ୍ଠୀ ସଂଘର୍ଷ ହୋଇଛି। ଗାଁର ଏକ ପୋଖରୀର ଦଳ ସଫା ଏବଂ ମାଛ ମରାକୁ କେନ୍ଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri