Posted inଜାତୀୟ

ଅଭିନନ୍ଦନଙ୍କୁ ମିଳିବ ବୀର ଚକ୍ର

ନୂଆଦିଲ୍ଲୀ,୧୪।୮: ଓ୍ବିଙ୍ଗ୍‌ କମାଣ୍ଡର ଅଭିନନ୍ଦନ ବର୍ଥମାନଙ୍କୁ ବୀର ଚକ୍ର ସମ୍ମାନରେ ସମ୍ମାନୀତ କରାଯିବ। ଏହା ଭାରତର ତୃତୀୟ ସମ୍ମାନ ଜନକ ମେଡାଲ। ବାଲାକୋଟ ଏୟାର ଷ୍ଟ୍ରାଇକ୍‌ର ଗୋଟିଏ ଦିନ ପରେ ଅଭିନନ୍ଦନ ପାକିସ୍ତାନ ସମ୍ମୁଖରେ ପ୍ରଦର୍ଶନ କରିଥିବା ନିଜର ବୀରତ୍ୱ ପାଇଁ ଏହି ସମ୍ମାନ ପାଇବେ। ଫେବୃୟାରୀ ୨୭ରେ ସେ ପାକିସ୍ତାନର ଏଫ୍‌-୧୬ ଯୁଦ୍ଧ ବିମାନକୁ ଗୁଳି କରି ଖସାଇ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବସିର୍‌ହାଟ ହିଂସା: ଭାଜପା ପାଳନ କଲା କଳା ଦିବସ

କୋଲକତା, ୧୦।୬: ପଶ୍ଚିମବଙ୍ଗ ଉତ୍ତର ୨୪ ପ୍ରଗଣା ଜିଲା ବସିରହାଟ୍‌ର ସନ୍ଦେଶଖାଲିସ୍ଥିତ ନଜତ୍‌ ଅଞ୍ଚଳରେ ଦଳୀୟ ପତାକାକୁ କେନ୍ଦ୍ର କରି ଭାଜପା କର୍ମୀଙ୍କୁ ଗୁଳି କରି...

ଯୁବତୀଙ୍କ ପେଟରୁ ବାହାରିଲା ୭ କେଜି ଓଜରର ଚୁଟି

ରାଞ୍ଚି, ୨।୯: ଝାଡ଼ଖଣ୍ଡର ବୋକାରୋ ଜିଲାରୁ ଚକିତ କଲା ଭଳି ଏକ ମାମଲା ସାମ୍ନାକୁ ଆସିଛି। ଏଠାରେ ଜଣେ ୧୭ ବର୍ଷୀୟା ଯୁବତୀଙ୍କ ପେଟରୁ ୭...

ବିମୁଦ୍ରୀକରଣ ଏବଂ ଜିଏସ୍‌ଟି ଯୋଗୁ ସଙ୍କଟରେ ପଡ଼ିଛି ଭାରତୀୟ ଅର୍ଥ ବ୍ୟବସ୍ଥା: ମନମୋହନ

ନୂଆଦିଲ୍ଲୀ,୧।୯: ଦେଶର ଆର୍ଥିକ ସ୍ଥିତି ନେଇ କଂଗ୍ରେସର ବରିଷ୍ଠ ନେତା ମନମୋହନ ସିଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କଡ଼ା ସମାଲୋଚନା କରିଛନ୍ତି। ସେ ରବିବାର ଟୁଇଟ୍‌...

କରୋନା ପ୍ରଭାବ: ହସ୍ପିଟାଲରୁ ୩୫ ହଜାର ଟଙ୍କାର ମାସ୍କ ଚୋରି କଲେ ଫାର୍ମାସିଷ୍ଟ

ପୁଣେ, ୯।୩: ଭାରତରେ କରୋନା ସଂକ୍ରମଣଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏପରିସ୍ଥଳେ ସୁରକ୍ଷା ଦୃଷ୍ଟିରୁ ଲୋକଙ୍କୁ ମାସ୍କ ପିନ୍ଧିବା ପାଇଁ ସରକାର ପରାମର୍ଶ ଦେଉଛନ୍ତି। ମାସ୍କ...

କଂଗ୍ରେସର ଫାଇଟର ପାଇଲଟ୍‌ ଶତ୍ରୁ ଶିବିର ମୁହାଁ

ଜୟପୁର,୧୩।୭: ରାଜସ୍ଥାନରେ କ୍ଷମତାରେ ଥିବା କଂଗ୍ରେସ ସରକାରରେ ଫାଟ ସୃଷ୍ଟି ହୋଇଛି। ୨୦୧୮ ବିଧାନସଭା ନିର୍ବାଚନରେ କଂଗ୍ରେସ ଦଳର ଫାଇଟର ପାଇଲଟ୍‌ ବୋଲାଉଥିବା ସଚିନ ପାଇଲଟ୍‌...

ସବୁ ରେକର୍ଡ ଭାଙ୍ଗିଲା କରୋନା: ଗୋଟିଏ ଦିନରେ ପାଖାପାଖି ୫୦ ହଜାର ନୂଆ ଆକ୍ରାନ୍ତ, ୭୪୦ ମୃତ

ନୂଆଦିଲ୍ଲୀ,୨୪।୭: ଦେଶରେ ମହାମାରୀ କରୋନା ସଙ୍କଟ ଜାରି ରହିଛି। ଶୁକ୍ରବାର କରୋନା ଦେଶରେ ସବୁ ରେକର୍ଡ ଭାଙ୍ଗିଛି। ଗତ ୨୪ ଘଣ୍ଟାରେ ଦେଶରେ ପାଖାପାଖି ୪୯,୩୧୦...

୯୦ ବର୍ଷର ରେକର୍ଡ ଭାଙ୍ଗିଲା ତାପମାତ୍ରା

ନୂଆଦିଲ୍ଲୀ,୨।୭: ରାଜଧାନୀ ଦିଲ୍ଲୀରେ ଗତ ୩ ଦିନ ହେବ ପ୍ରବଳ ଖରା ହେଉଛି। ଫଳସ୍ବରୂପ ତାପମାତ୍ରା ୯୦ ବର୍ଷର ରେକର୍ଡ ଭାଙ୍ଗିଛି। ଜୁଲାଇର ପ୍ରଥମ ଦିନ...

୨୦୨୧ରେ ପଶ୍ଚିମବଙ୍ଗରୁ ମୂଳପୋଛ ହେବ ତୃଣମୂଳ କଂଗ୍ରେସ: ବାବୁଲ୍‌ ସୁପ୍ରିୟୋ

କୋଲକାତା,୨୧।୭: ପଶ୍ଚିମବଙ୍ଗରେ ତୃଣମୂଳ କଂଗ୍ରେସର ଦିନ ଶେଷ ହେବାକୁ ବସିଛି। ଆସନ୍ତା ୨୦୨୧ ବିଧାନସଭା ନିର୍ବାଚନରେ ଏହା ରାଜ୍ୟରୁ ମୂଳପୋଛ ହେବ ବୋଲି ଜଙ୍ଗଲ ଓ...

Advertisement
Archives

Model This Week