ଅଭିନବ ଉପାୟରେ ଚେନ୍‌ ଲୁଟିନେଲେ ଦୁର୍ବୃତ୍ତ

ଭଦ୍ରକ ଅଫିସ,୧୬ା୬: ସହର ମଧ୍ୟରୁ ଅଭିନବ ଉପାୟରେ ମହିଳାଙ୍କ ବ୍ୟାଗରୁ ସୁନା ଚେନ୍‌ ଲୁଟି ନେଇଛନ୍ତି ଦୁର୍ବୃତ୍ତ। ରବିବାର ସକାଳେ ଭଦ୍ରକ ସହରର ବନ୍ତ ଛକ ନିକଟରେ ଏହି ଲୁଟ୍‌ ହୋଇଛି। ଆରଡ଼ି ଅଞ୍ଚଳରୁ ଜନୈକା ମହିଳା ପରିବାର ଲୋକଙ୍କ ସହ ବଜାର କରିବାକୁ ଆସିଥିବାବେଳେ ଦୁଇଜଣ ଯୁବକ ତାଙ୍କୁ ସମ୍ପର୍କୀୟ ପରିଚୟ ଦେଇ କଥା ହୋଇଥିଲେ। କଥାବାର୍ତ୍ତାବେଳେ ମହିଳାଙ୍କ ବ୍ୟାଗରେ ଥିବା ସୁନା ଚେନ୍‌ ଲୁଟି ନେଇଥିଲେ। ଏନେଇ ମହିଳା ଜଣକ ଜାଣିବା ପରେ ଭଦ୍ରକ ଟାଉନ ଥାନାରେ ଅଭିଯୋଗ କରିଛନ୍ତି l ପୋଲିସ ଘଟଣାର ତଦନ୍ତ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟାଳୟ ସମ୍ମୁଖରେ ଅନଶନରେ ବସିଲେ ଛାତ୍ରୀଛାତ୍ର, ଅଭିଭାବକ: ସମାଧାନ ନ ହେବାରୁ ଫେରିଗଲେ ବିଇଓ

ଭୋଗରାଇ,୬।୯(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅଧୀନ ଜନାର୍ଦ୍ଦନ ହାଇସ୍କୁଲରେ ପ୍ରଧାନଶିକ୍ଷକଙ୍କ ବଦଳି ବାତିଲ ସହିତ ଅନ୍ୟାନ୍ୟ ଶିକ୍ଷକ ପଦବୀ ପୂରଣ ନିମନ୍ତେ ଛାତ୍ରୀଛାତ୍ର, ଅଭିଭାବକମାନେ...

ଶିକ୍ଷକ ଅଭାବ ନେଇ ତାଲା ପକାଇଲେ ଗ୍ରାମବାସୀ: ବର୍ଷାରେ ଭିଜି ପ୍ରତିବାଦ କଲେ

ବାହାନଗା, ୨୫ା୧୦(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାହାନଗା ପଞ୍ଚାୟତ ଇଚ୍ଛାପୁର ଗ୍ରାମରେ ଥିବା ୟୁଜିୟୁପି ବିଦ୍ୟାଳୟରେ ଶିକ୍ଷକ ଅଭାବ ନେଇ ଗ୍ରାମବାସୀ ଓ ପରିଚାଳନା କମିଟି ସଦସ୍ୟାସଦସ୍ୟମାନେ ଗୁରୁବାର...

୩ ମାସ ହେଲାଣି ଗଛରେ ଉଡୁଛି ଜାତୀୟ ପତାକା

ନୀଳଗିରି, ୧୭।୧୧(ସ୍ବ.ପ୍ର.): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ କାର୍ଯ୍ୟାଳୟ ପରିସରରେ ଥିବା ଏକ ପଣସ ଗଛରେ ଦୀର୍ଘ ୩ ମାସ ଧରି ଏକ ଜାତୀୟ ପତାକା...

ଜଳିଗଲା ୪ ବଖରା: ନିଆଁରେ ପୋଡ଼ି ୨ ଗୁରୁତର

ତିହିଡ଼ି, ୨୫।୫ (ଡି.ଏନ.ଏ.) – ଭଦ୍ରକ ଜିଲା ତିହିଡ଼ି ବ୍ଲକ କାଁପଡ଼ା ପଞ୍ଚାୟତ ଅଧୀନ ମଠସାହି ଗ୍ରାମରେ ଶନିବାର ମଧ୍ୟାହ୍ନରେ ଅଗ୍ନିକାଣ୍ଡ ଘଟି ୪ ବଖରା ଘର...

୪ ଶିକାରୀ ଗିରଫ: ବନ୍ଧୁକ ସହ ବିସ୍ଫୋରକ ଜବତ

ସଜନାଗଡ଼, ୧୨।୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି କୁଲଡ଼ିହା ଅଭୟାରଣ୍ୟ ଅଧୀନ ଋଷିଆ ଡ୍ୟାମ୍‌ ନିକଟରେ ଶୁକ୍ରବାର ବନବିଭାଗ ପକ୍ଷରୁ ଏକ ସ୍ବତନ୍ତ୍ର ଟିମ୍‌ ଚଢ଼ାଉ କରି ୪ଜଣ...

ମାତାପିତାଙ୍କୁ ପୂଜା ମାଧ୍ୟମରେ ଭକ୍ତିର ବାର୍ତ୍ତା

ଖଇରା, ୧୭।୨(ଡି.ଏନ.ଏ.)-ପିଲାମାନଙ୍କ ମଧ୍ୟରେ ମା’ବାପାଙ୍କ ପ୍ରତି ଭକ୍ତି ଓ ସମ୍ମାନ ସୃଷ୍ଟି କରିବା ଲକ୍ଷ୍ୟରେ ଖଇରା ବ୍ଲକର ନହଙ୍ଗ ଗ୍ରାମରେ ସୃଷ୍ଟି ହୋଇଥିବା ଶ୍ରବଣ କୁମାର...

ଦୁର୍ବୃତ୍ତ ଝାମ୍ପିନେଲେ ୪ ଲକ୍ଷ

ସଜନାଗଡ଼, ୪।୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ଥାନା ମିତ୍ରପୁର ବଜାରରୁ ଦୁର୍ବୃତ୍ତମାନେ ଶନିବାର ଅପରାହ୍ନ ସାଢ଼େ ୩ଟାରେ ୪ଲକ୍ଷ ଟଙ୍କା ଝାମ୍ପି ନେଇଛନ୍ତି। ମିତ୍ରପୁର ଟ୍ରକ୍‌ ଆସୋସିଏଶନ...

ସାର୍ଟିଫିକେଟ ଥାଇ ମିଳୁନି ଲାଇସେନ୍ସ

ବାଲେଶ୍ୱର ଅଫିସ, ୧୨।୨: ୨୦୧୭-୧୮ରେ ବାଲେଶ୍ୱର ଫକୀରମୋହନ ବିଶ୍ୱବିଦ୍ୟାଳୟ ଲ’ ବିଭାଗ ଅଧୀନରେ ୫ବର୍ଷୀୟା ଇଣ୍ଟିଗ୍ରେଟେଡ୍‌ ପାଠ୍ୟକ୍ରମରେ ନାମ ଲେଖାଇଥିବା ଛାତ୍ରୀଛାତ୍ରମାନେ ଏବେ ଅଡ଼ୁଆରେ ପଡ଼ିଛନ୍ତି।...

Advertisement
Archives

Model This Week