ମୁମ୍ବାଇ,୭।୬: ଟେଲିଭିଜନ ଅଭିନେତା କରନ ଓବରଏଙ୍କୁ ଶୁକ୍ରବାର ବମ୍ବେ ହାଇକୋର୍ଟ ଜାମିନ ପ୍ରଦାନ କରିଛନ୍ତି। ୩୪ ବର୍ଷୀୟ ଏହି ଅଭିନେତାଙ୍କ ନାଁର ଜଣେ ମହିଳା ଗତ ମାସରେ ବଳାତ୍କାର ଭଳି ସଙ୍ଗିନ ଅଭିଯୋଗ ଆଣିଥିଲେ। ୫୦ହଜାର ଟଙ୍କା ଦାଖଲ କରି କରନ ଜାମିନରେ ଆସିଥିବା ତାଙ୍କ ଓକିଲ କହିଛନ୍ତି।
ମୁମ୍ବାଇ,୭।୬: ଟେଲିଭିଜନ ଅଭିନେତା କରନ ଓବରଏଙ୍କୁ ଶୁକ୍ରବାର ବମ୍ବେ ହାଇକୋର୍ଟ ଜାମିନ ପ୍ରଦାନ କରିଛନ୍ତି। ୩୪ ବର୍ଷୀୟ ଏହି ଅଭିନେତାଙ୍କ ନାଁର ଜଣେ ମହିଳା ଗତ ମାସରେ ବଳାତ୍କାର ଭଳି ସଙ୍ଗିନ ଅଭିଯୋଗ ଆଣିଥିଲେ। ୫୦ହଜାର ଟଙ୍କା ଦାଖଲ କରି କରନ ଜାମିନରେ ଆସିଥିବା ତାଙ୍କ ଓକିଲ କହିଛନ୍ତି।
ନୂଆଦିଲ୍ଲୀ,୧୭।୨: ସ୍ତ୍ରୀଙ୍କୁ ଭରଣପୋଷଣ ଦେବା କୌଣସି ଦୟା କିମ୍ବା ଦାନ ନୁହେଁ, ବରଂ ଏହା ସେମାନଙ୍କର ଏକ ଆଇନଗତ ଅଧିକାର। ଏକ ଗୁରୁତ୍ୱପୂର୍ଣ୍ଣ ମାମଲାର ଶୁଣାଣି କରି…
ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…
ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…
ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…
ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…
ଦିଗପହଣ୍ଡି,୧୭।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…
ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…
ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…