Posted inଜାତୀୟ

ଅଭିନେତା ଫିର୍ଦୋସଙ୍କୁ ଭାରତ ଛାଡିବାକୁ କେନ୍ଦ୍ରର ନିର୍ଦ୍ଦେଶ

କୋଲକାତା,୧୭ା୪: ପଶ୍ଚିମବଙ୍ଗ ରାଇଗଞ୍ଜ ଲୋକ ସଭା ଆସନର ଟିଏମ୍‌ସି ପ୍ରାର୍ଥୀ କହ୍ନେୟାଲାଲ ଅଗ୍ରଓ୍ବାଲଙ୍କ ସପକ୍ଷରେ ବାଂଲାଦେଶୀ ଅଭିନେତା ଫିର୍ଦୋସ ଅହମ୍ମଦ ନିର୍ବାଚନ ପ୍ରଚାର କରିବା ପରେ ବିବାଦ ସୃଷ୍ଟି ହୋଇଛି। ଉତ୍ତର ଦିନାଜପୁର ଜିଲାରେ ଫିର୍ଦୋସଙ୍କ ସହ ପଶ୍ଚିମବଙ୍ଗର କଳାକାର ଅଙ୍କୁଶ ଓ ପାୟଲ ରବିବାର ଏକ ରୋଡ୍‌ ଶୋ’ ବେଳେ ଟିଏମ୍‌ସି ସପକ୍ଷରେ ଭୋଟ ମାଗୁଥିବା ଭିଡିଓ ଭାଇରାଲ ହୋଇଛି। ଟୁରିଷ୍ଟ ଭିଜାରେ ଭାରତ ଆସିଥିବା ଜଣେ ବିଦେଶୀ ଏଠାରେ ନିର୍ବାଚନ ପ୍ରଚାର କରିବା ଆଦର୍ଶ ଆଚରଣ ବିଧି ଉଲ୍ଲଂଘନ ବୋଲି ଭାଜପା ସମାଲୋଚନା କରିଛି। ରାଜ୍ୟ ଭାଜପା ସଭାପତି ଏନେଇ ମୁଖ୍ୟ ନିର୍ବାଚନ ଅଧିକାରୀ ଆରିଜ୍‌ ଅଫ୍‌ତାବ୍‌ଙ୍କୁ ଭେଟି କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି। ରିପୋର୍ଟ ପାଇବା ପରେ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଫିର୍ଦୋସଙ୍କ ଭିଜା ବାତିଲ କରିଛି। ଏହାସହ ତୁରନ୍ତ ଦେଶଛାଡ଼ି ଚାଲିଯିବାକୁ ତାଙ୍କୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବଳାତ୍କାର ଅଭିଯୁକ୍ତ ରାମ ରହିମଙ୍କୁ ପୁଣି ମିଳିଲା ୩୦ ଦିନର ପାରୋଲ

ରୋହତକ,୨୬।୫: ଡେରା ସଚ୍ଚା ସୌଦା ମୁଖ୍ୟ ଏବଂ ଦୋଷୀ ସାବ୍ୟସ୍ତ ବଳାତ୍କାରୀ ଗୁରମିf ରାମ ରହିମଙ୍କୁ ପୁଣି ଥରେ ପାରୋଲ ମିଳିଛି। ଏଥର ସେ ୩୦ ଦିନ…

ଧାନବିଲରୁ ନିର୍ଗତ ଗ୍ରୀନହାଉସ୍‌ ଗ୍ୟାସ୍‌ ଏସିଆରେ ସର୍ବାଧିକ

ନୂଆଦିଲ୍ଲୀ, ୨୬।୫(ପି.ଟି.):୨୦୦୧ରୁ ୨୦୨୦ ମଧ୍ୟରେ ଧାନବିଲରୁ ନିର୍ଗତ ହେଉଥିବା ବିଶ୍ୱର ମୋଟ ସବୁଜ ଗୃହ ବାଷ୍ପ(ଗ୍ରୀନହାଉସ ଗ୍ୟାସ୍‌)ର ୯୦%ରୁ ଅଧିକ କେବଳ ଏସିଆରୁ ନିର୍ଗତ ହୋଇଛି, ଯେଉଁଥିରେ…

ମହିଳାଙ୍କୁ ପାଗଳ କଲା ପରକୀୟା ପ୍ରୀତି, ସ୍ବାମୀଙ୍କୁ ବିଦ୍ୟୁତ୍‌ ଶକ୍‌ ଦେଇ ମାରିଲେ ସ୍ତ୍ରୀ

ବରେଲି,୨୬।୫: ଉତ୍ତରପ୍ରଦେଶର ବରେଲିରେ ଜଣେ ମହିଳାଙ୍କ ପରକୀୟା ପ୍ରୀତିକୁ ସ୍ବାମୀ ବିରୋଧ କରିବାରୁ ସେ ପ୍ରେମିକ, ଭଉଣୀ ଓ ଭଉଣୀଙ୍କ ପୁରୁଷ ବନ୍ଧୁ ସହ ମିଶି ସ୍ବାମୀଙ୍କୁ…

ଆଉ ଏକ ଝଟକା….ପୁଣି ଥରେ ବଢ଼ିଲା CNG ଦର, ୧୨ ଦିନ ମଧ୍ୟରେ ଚତୁର୍ଥ ଥର ପାଇଁ ବୃଦ୍ଧି

ନୂଆଦିଲ୍ଲୀ,୨୬।୫:  ପେଟ୍ରୋଲ ଏବଂ ଡିଜେଲର ବର୍ଦ୍ଧିତ ମୂଲ୍ୟ ସହିତ ଜଡ଼ିତ ସାଧାରଣ ଲୋକଙ୍କୁ ପୁଣି ମହଙ୍ଗା ମାଡ଼ । CNG ମଧ୍ୟ କ୍ରମଶଃ ମହଙ୍ଗା ହେଉଛି। ମଙ୍ଗଳବାର…

ସରକାରଙ୍କ ବଡ଼ ନିଷ୍ପତ୍ତି: ମୁଦ୍ରାସ୍ଫୀତି ମଧ୍ୟରେ PNG ଏବଂ LPG ଗ୍ରାହକଙ୍କୁ ଆଶ୍ୱସ୍ତି, ଉପକୃତ ହେବେ ଛାତ୍ରଙ୍କଠୁ ଆରମ୍ଭ କରି…

ନୂଆଦିଲ୍ଲୀ,୨୫।୫: କେନ୍ଦ୍ର ସରକାର ପାଇପ ମାଧ୍ୟମରେ ପ୍ରାକୃତିକ ଗ୍ୟାସ (PNG) ସଂଯୋଗ କରିଥିବା LPG ଗ୍ରାହକଙ୍କ ପାଇଁ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ସରକାର LPG ଯୋଗାଣ…

ଅଭିଷେକଙ୍କ ଘରେ ପଶିଲା ପୋଲିସ: ଥମୁନି ଦିଦିଙ୍କ ଅଡ଼ୁଆ

କୋଲକାତା,୨୫।୫: ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ପୁତୁରା ଅଭିଷେକ ବାନାର୍ଜୀଙ୍କ କୋଲକାତାସ୍ଥିତ ବାସଭବନରେ ପୋଲିସ ପହଞ୍ଚିଛି। ତାଙ୍କ ଘର ବାହାରେ ପ୍ରବଳ ପୋଲିସ ଫୋର୍ସ ମୁତୟନ କରାଯାଇଛି।…

ପେଟ୍ରୋଲ-ଡିଜେଲ ସଙ୍କଟ ମଧ୍ୟରେ ସରକାର କଲେ ବଡ଼ ଘୋଷଣା, ୩ରାଜ୍ୟରେ….

ନୂଆଦିଲ୍ଲୀ,୨୫।୫: ପେଟ୍ରୋଲ ପମ୍ପଗୁଡ଼ିକରେ ଇନ୍ଧନ ଅଭାବ ସମ୍ପର୍କରେ ସରକାରଙ୍କ ସୂଚନା ସାମ୍ନାକୁ ଆସିଛି । ପେଟ୍ରୋଲିୟମ ମନ୍ତ୍ରଣାଳୟର ସଚିବ ସୁଜାତା ଶର୍ମା କହିଛନ୍ତି ଯେ ଦେଶରେ ବର୍ତ୍ତମାନ…

ଦିବଙ୍ଗତ ଅଭିନେତା ଧର୍ମେନ୍ଦ୍ରଙ୍କୁ ମରଣୋତ୍ତର ପଦ୍ମ ବିଭୂଷଣ: ରାଷ୍ଟ୍ରପତିଙ୍କଠାରୁ ପୁରସ୍କାର ନେଲେ ପତ୍ନୀ ହେମା ମାଳିନୀ

ନୂଆଦିଲ୍ଲୀ,୨୫।୫: ଦିବଙ୍ଗତ ଅଭିନେତା ଧର୍ମେନ୍ଦ୍ରଙ୍କୁ ମରଣୋତ୍ତର ପଦ୍ମ ବିଭୂଷଣ ପ୍ରଦାନ କରାଯାଇଛି। ସୋମବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ହେମା ମାଲିନୀଙ୍କୁ ଏହି ପୁରସ୍କାର ପ୍ରଦାନ କରିଛନ୍ତି। ଧର୍ମେନ୍ଦ୍ରଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri