ଅଭିନେତା ମୋହିତ୍‌ଙ୍କ ଦେହାନ୍ତ

ମୁମ୍ବାଇ, ୨୪।୫:ବଲିଉଡ୍‌ର ଜଣାଶୁଣା ଅଭିନେତା ମୋହିତ୍‌ ବାଘେଲଙ୍କ କ୍ୟାନ୍‌ସରରେ ଶନିବାର ସକାଳେ ମୃତ୍ୟୁ ଘଟିଛି। ମୃତ୍ୟୁବେଳକୁ ତାଙ୍କୁ ମାତ୍ର ୨୬ ବର୍ଷ ହୋଇଥିଲା। ନିଜ ହୋମ୍‌ଟାଉନ୍‌ ଉତ୍ତରପ୍ରଦେଶର ମଥୁରାରେ ତାଙ୍କର ପରଲୋକ ଘଟିଛି। କିଛିଦିନ ପୂର୍ବେ ଦିଲ୍ଲୀ ଏମ୍‌ସରେ କର୍କଟ ରୋଗରେ ସେ ଚିକିତ୍ସାଧୀନ ଥିଲେ। ମୋହିତ ୨୦୧୧ରେ ସୁପରଷ୍ଟାର ସଲ୍‌ମାନ ଖାନ୍‌ଙ୍କ ‘ରେଡି’ ଫିଲ୍ମରେ ଅଭିନୟ କରି ଚର୍ଚ୍ଚାକୁ ଆସିଥିଲେ। ୨୦୧୯ରେ ରିଲିଜ୍‌ ହୋଇଥିବା ଫିଲ୍ମ ‘ଜବରିଆ ଯୋଡ଼ି’ରେ ମୋହିତ୍‌ କାମ କରିଥିଲେ। ମୋହିତ ରିଆଲିଟି ଶୋ ‘ଛୋଟେ ମିଆ’ରୁ କ୍ୟାରିୟର ଆରମ୍ଭ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୁଶାନ୍ତ ସିଂ ରାଜପୁତଙ୍କ ପରିବାରକୁ ମିଳୁଛି ଧମକ

ମୁମ୍ବାଇ: ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା ମାମଲାରେ ଆଉ ଏକ ନୂଆ ମାମଲା ସାମ୍ନାକୁ ଆସିଛି। ସୁଶାନ୍ତଙ୍କ ରହସ୍ୟମୟ ମୃତ୍ୟୁର ୨ ମାସ ପରେ ଦୁଃଖରେ...

ଆଙ୍କରିଂ ଯାହାର ନିଶା

ସତେ ଯେମିତି ଆଙ୍କରିଂ ତାଙ୍କ ନିଶା ପାଲଟି ଯାଇଛି। ଜଣେ ଓଡ଼ିଆ ଝିଅ ଭାବରେ ସେ କେବଳ ଜାତୀୟ ନୁହେଁ ଅନ୍ତର୍ଜାତୀୟ ସ୍ତରରେ ପ୍ରଶଂସା ସାଉଁଟିବାରେ...

ହ୍ରିତିକ୍‌-ଅମିତାଭ ପାଲଟିଲେ ଟିକ୍‌ଟକ୍‌ ଷ୍ଟାର ଯୁବରାଜଙ୍କ ଫ୍ୟାନ୍‌

ବମ୍ବେ: ସୋସିଆଲ ମିଡିଆରେ ନିଜର କଳା ପ୍ରଦର୍ଶନ କରି ଅନେକେ ରାତାରାତି ଷ୍ଟାର ପାଲଟି ଯାଉଛନ୍ତି। ସେପରି ଏକ ପ୍ଲାଟଫର୍ମ ଟିକ୍‌ଟକ୍‌ରେ ନିଜର ଏକ ଭିଡିଓ...

‘କୁଛ୍‌ କୁଛ୍‌ ହୋତା ହୈ’ ରିମେକ୍‌ ହେଲେ ନଜର ଆସିବେ ଏହି ଅଭିନେତ୍ରୀ, ଅଭିନେତା

ବଲିଉଡ୍‌ରେ ଏମିତି କିଛି ଫିଲ୍ମ ଅଛି, ଯାହା ସବୁ ସମୟରେ ଦର୍ଶକଙ୍କ ହୃଦୟରେ ରାଜ୍‌ କରୁଛି। ଏମିତି ଏକ ଲୋକପ୍ରିୟ ଫିଲ୍ମ ହେଉଛି ‘କୁଛ୍‌ କୁଛ୍‌...

ପାଠ ପଢ଼ାଇବେ ୟାମି

କି କଥା, ୟାମି ପାଠ ପଢ଼ାଇବେ ! ତା’ ଅର୍ଥ କ’ଣ ଯେ ସେ ଅଭିନୟ ଛାଡି ଶିକ୍ଷକତା ଲାଇନ୍‌କୁ ଆପଣେଇବାକୁ ଯାଉଛନ୍ତି ? ହେଲେ...

କରୋନା ଲଢେଇ ଜିତିବା ପରେ ଏମିତି କହିଲେ ଅମିତାଭ ବଚ୍ଚନ

ବଲିଉଡ ସୁପରଷ୍ଟାର ଅମିତାଭ ବଚ୍ଚନ କରୋନା ଲଢେଇ ଜିତିଛନ୍ତି। କରୋନା ରିପୋର୍ଟ ନେଗେଟିଭ୍‌ ଆସିବା ପରେ ତାଙ୍କୁ ମୁମ୍ବାଇର ନାନାବତୀ ଡାକ୍ତରଖାନାରୁ ଡିସଚାର୍ଜ କରାଯାଇଛି। ଡାକ୍ତରଖଶନାରୁ...

ଅନନ୍ୟା-ବିଜୟଙ୍କ ଯୋଡି ଏବେ ଚର୍ଚ୍ଚାରେ: ପ୍ରଶଂସକ ଦେଲେ ନୂଆ ନାମ ‘ଆନାକୋଣ୍ଡା’

ତେଲୁଗୁ ସୁପରଷ୍ଟାର ବିଜୟ ଦେବରକୋଣ୍ଡା ଏବଂ ବଲିଉଡ୍‌ ଅଭିନେତ୍ରୀ ଅନନ୍ୟା ପାଣ୍ଡେଙ୍କ ଯୋଡି ଏବେ ଚର୍ଚ୍ଚାରେ। ବର୍ତ୍ତମାନ ଏହି ଯୋଡି ମୁମ୍ବାଇରେ ଫିଲ୍ମ ‘ଫାଇଟର’ର ଶୁଟିଂ...

ଲକ୍‌ଡାଉନ୍‌ରେ ଅମିତାଭ ବଚ୍ଚନଙ୍କ ଲ୍ୟାପ୍‌ଟପ୍‌

ବଲିଉଡ୍‌ ମେଗାଷ୍ଟାର ଅମିତାଭ ବଚ୍ଚନ ସୋସିଆଲ ମିଡିଆରେ ବେଶ୍‌ ସକ୍ରିୟ। ଇନଷ୍ଟାଗ୍ରାମ, ଟୁଇଟର୍‌ ବ୍ୟତୀତ ନିଜ ବ୍ଲଗରେ ପୋଷ୍ଟ କରୁଛନ୍ତି। ନିକଟରେ ସେ ବ୍ଲଗ ପୋଷ୍ଟ...

Coronavirus Update

Archives

Model This Week

Why Dharitri