ଅଭିନୟ ଜଗତରେ ଡେବ୍ୟୁ କଲେ ସୁହାନା

ଶେଷରେ ପ୍ରତୀକ୍ଷାର ଅନ୍ତ ଘଟିଛି। ବଲିଉଡ ବାଦଶାହ ଶାହରୁଖ ଖାଁଙ୍କ ଝିଅ ସୁହାନା ଶେଷରେ ଚଳଚ୍ଚିତ୍ର ଜଗତରେ ଏଣ୍ଟ୍ରି ମାରିଛନ୍ତି। ତାଙ୍କ ଡେବ୍ୟୁ ଶର୍ଟ ଫିଲ୍ମ ‘ଦ ଗ୍ରେ ପାର୍ଟ ଅଫ ବ୍ଲୁ’ ଇତିମଧ୍ୟରେ ରିଲିଜ ହୋଇଯାଇଛି। ୧୦ମିନିଟର ଏହି ଫିଲ୍ମରେ ସୁହାନା ଅଭିନୟ ବେଶ ଦମ୍‌ଦାର ହୋଇଛି। ତାଙ୍କ ଅଭିନୟକୁ ଦର୍ଶକ ବେଶ ପସନ୍ଦ ମଧ୍ୟ କରିଛନ୍ତି। ଆଗକୁ ସେ ବଲିଉଡର ଆଗଧାଡିର ଅଭିନେତ୍ରୀଙ୍କ ଟକ୍କର ଦେବାର କ୍ଷମତା ତାଙ୍କ ପାଖରେ ରହିଛି ବୋଲି ଚଳଚ୍ଚିତ୍ର ସମୀକ୍ଷକମାନେ ମତ ଦେଇଛନ୍ତି। ସ୍କୁଲରେ ପଢୁଥିବାବେଳେ ଆୟୋଜିତ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମରେ ଅଭିନୟ କରି ବହୁ ପୁରସ୍କାର ମଧ୍ୟ ଜିତିଛନ୍ତି ସୁହାନା। ଲଣ୍ଡନରେ ପଢା ଶେଷ କରିବା ପରେ ସେ ଏବେ ନ୍ୟୁୟର୍କରେ ଆକ୍ଟିଂ କୋର୍ସ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁସ୍ତକ ଲେଖିଲେ ସୋନୁ ସୁଦ୍‌, ଜାଣନ୍ତୁ କ’ଣ ରହିଛି ଖାସ୍‌

ଅଭିନେତା ସୋନୁ ସୁଦ କରୋନା ସମୟରେ ସମସ୍ତଙ୍କୁ ବହୁତ ସାହାଯ୍ୟ କରି ଚର୍ଚ୍ଚାକୁ ଆସିଥିଲେ। ପ୍ରବାସୀ ଶ୍ରମିକଙ୍କ ଘରକୁ ପଠାଇବାଠାରୁ ଆରମ୍ଭ କରି ବେରୋଜଗାରୀଙ୍କୁ ରୋଜଗାର...

ସୁଶାନ୍ତଙ୍କ ସମ୍ମାନରେ ୩୪୦୦ ପରିବାରଙ୍କୁ ଭୋଜନ ଦେବେ ପ୍ରଗ୍ୟା

ମୁମ୍ବାଇ, ୧୮।୬: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା ନେଇ ନିର୍ଦ୍ଦେଶକ ଅଭିଷେକ କପୁରଙ୍କ ପରିବାର ଦୁଃଖରେ ଭାଙ୍ଗି ପଡ଼ିଛନ୍ତି। ସୁଶାନ୍ତଙ୍କ ସହିତ ଅଭିଷେକଙ୍କ...

ଫିଲ୍ମ ‘ବରସାତ୍‌’ରୁ ରାତାରାତି ସୁପରଷ୍ଟାର ପାଲଟିଥିଲେ ଏହି ଅଭିନେତା

ମୁମ୍ବାଇ: ବଲିଉଡ୍‌ରେ ନିଜର ଭିନ୍ନ ହେୟାର ଷ୍ଟାଇଲ୍‌ରେ ଯୁବପିଢ଼ିଙ୍କୁ ନିଜ ପ୍ରତି ଆକର୍ଷିତ କରିଥିଲେ ୯୦ ଦଶକର ଅଭିନେତା ବବି ଦେଓଲ୍‌। ନିଜ ଲମ୍ବା ଓ...

ପ୍ରଶଂସକଙ୍କୁ ସଲମାନ କହିଲେ ମୁଁ ଘରେ ନାହିଁ, ମୋ’ ଘର ସାମ୍ନାରେ ଭିଡ଼ କରିବେନି; କାରଣ…

ମୁମ୍ବାଇ,୨୬ା୧୨: ଆସନ୍ତାକାଲି ଅର୍ଥାତ୍‌ ରବିବାର ଦବଙ୍ଗ ଖାନ୍‌ ସଲମାନ ଖାଁଙ୍କ ପାଇଁ ଏକ ବିଶେଷ ଦିନ। କାରଣ ଡିସେମ୍ବର ୨୭ରେ ସଲୁ ତାଙ୍କର ୫୫ତମ ଜନ୍ମଦିବସ...

ପ୍ରଥମ ଦେଖାରେ ଏହି ସୁନ୍ଦରୀଙ୍କୁ ହୃଦୟ ଦେଇ ବସିଥିଲେ ପରେଶ ରାଓ୍ବଲ: ମଣ୍ଡପ ନୁହେଁ ଗଛମୂଳରେ କରିଥିଲେ ବିବାହ

ବମ୍ବେ: ବଲିଉଡ୍‌ର ଏପରି ଅନେକ କଳାକାର ଅଛନ୍ତି, ଯେଉଁମାନଙ୍କ ବ୍ୟକ୍ତିଗତ ଜୀବନ ଖବର ଶିରୋନାମା ପାଲଟିଛି। ଏସବୁରୁ ସବୁଠୁ ବେଶି ଚର୍ଚ୍ଚିତ ହୋଇଥାଏ ସେମାନଙ୍କ ପ୍ରେମ...

ଉତ୍ତର ପ୍ରଦେଶରେ ଜିଏସ୍‌ଟି ଫ୍ରି ହେଲା ‘ତାନାଜୀ’

ଲକ୍ଷ୍ନୌ,୧୪।୧: ଉତ୍ତର ପ୍ରଦେଶର ଯୋଗୀ ଆଦିତ୍ୟନାଥ ସରକାର ବଲିଉଡ୍‌ ନାୟକ ଅଜୟ ଦେବଗନଙ୍କ ଅଭିନୀତ ଫିଲ୍ମ ‘ତାନାଜୀ: ଦ ଅନସଙ୍ଗ ଓ୍ବାରିୟର’କୁ ରାଜ୍ୟରେ ଜିଏସ୍‌ଟି ଫ୍ରି...

ନିଜ କାହାଣୀର ନାୟିକା ସାଜିବେ ବିହାରର ଜ୍ୟୋତି

ବମ୍ବେ: ମହାମାରୀ କରୋନା ସମୟରେ ଦେଶରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଥିଲା। ଏହି ସମୟରେ ଅନେକ ଲୋକ ଚର୍ଚ୍ଚାକୁ ଆସିଥିଲେ। ସେଭଳି ଜଣେ ଥିଲେ ବିହାର ଦରଭଙ୍ଗାରେ...

ମୁଲାୟମ ସିଂ ଯାଦବଙ୍କ ଉପରେ ଆସୁଛି ଫିଲ୍ମ: ପୋଷ୍ଟର ରିଲିଜ୍‌

ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଭାରତୀୟ ରାଜନୀତିରେ ଜଣେ ଅଗ୍ରଣୀ ନେତା ଭାବେ ପରିଚିତ ମୁଲାୟମ ସିଂ ଯାଦବଙ୍କ ଉପରେ ଏକ ଫିଲ୍ମ ନିର୍ମାଣ ହେବାକୁ...

Play 250+ Trending Games
Archives

Model This Week

Why Dharitri