ଅଭିବୃଦ୍ଧି ପୂର୍ବାନୁମାନ କମାଇଲେ ୟୁବିଏସ୍‌, ଏସ୍‌ ଆଣ୍ଡ ପି

ନୂଆଦିଲ୍ଲୀ,୨୪-୩: କରୋନା ଯୋଗୁ ଦେଶ ମଧ୍ୟରେ ବର୍ତ୍ତମାନ ଜଟିଳ ସ୍ଥିତି ଉପୁଜିଥିବା ବେଳେ ଘରୋଇ ଅର୍ଥ ବ୍ୟବସ୍ଥା ଉପରେ ଏହାର ନକରାତ୍ମକ ପ୍ରଭାବ ପରିଲକ୍ଷିତ ହୋଇଛି। ୨୦୨୦-୨୧ ଆର୍ଥତ୍କ ବର୍ଷ ଲାଗି ଭାରତର ବିକାଶ ହାର ୪% ରହିବ ବୋଲି ୟୁବିଏସ୍‌ ପକ୍ଷରୁ କୁହାଯାଇଛି। ଏହି ସମୟରେ ଭାରତର ବିକାଶ ହାର ୫.୧% ରହିବ ବୋଲି ୟୁବିଏସ୍‌ ପୂର୍ବରୁ ପୂର୍ବାନୁମାନରେ କହିଥିଲା। ସେହିଭଳି ୨୦୧୯-୨୦ ଲାଗି ଭାରତର ବିକାଶ ହାର ଅନୁମାନକୁ ଏହା ୪.୮%କୁ ଖସାଇ ଦେଇଥିବା ଜଣାପଡିଛି। ୨୦୨୦-୨୧ରେ ଭାରତର ବିକାଶ ହାର ୫.୨% ରହିବା ନେଇ ଷ୍ଟାଣ୍ଡାର୍ଡ ଆଣ୍ଡ ପୁଅର୍ସ(ଏସ୍‌ ଆଣ୍ଡ ପି) ପକ୍ଷରୁ ଅନୁମାନରେ କୁହାଯାଇଛି। ଏହି ସମୟ ଅବଧିରେ ଭାରତର ବିକାଶ ୬.୫% ହେବ ବୋଲି ଏସ୍‌ ଆଣ୍ଡ ପି ପକ୍ଷରୁ ପୂର୍ବରୁ କୁହାଯାଇଥିଲା। କରୋନା ବ୍ୟାପିବା ଯୋଗୁ ବିଭିନ୍ନ ଅନ୍ତର୍ଜାତୀୟ ଏଜେନ୍ସି ଭାରତର ବିକାଶ ହାର ପୂର୍ବାନୁମାନ କମ୍‌ କରୁଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜେଟ୍‌ ଏୟାରଓ୍ବେଜ୍‌ ମାମଲା: ପାଇଲଟ, ୨ ବିଦେଶୀ ଭେଣ୍ଡର ଅଦାଲତ ଗଲେ

ନୂଆଦିଲ୍ଲୀ,୨୦ା୬: ଜେଟ୍‌ ଏୟାରଓ୍ବେଜ୍‌ର ପାଇଲଟ, ଇଞ୍ଜିନିୟର ସଂଗଠନ ଏବଂ ନେଦରଲାଣ୍ଡର ୨ ଭେଣ୍ଟର ବୁଧବାର ଦେବାଳିଆ ଅଦାଲତ ଏନ୍‌ସିଏଲ୍‌ଟିରେ ପହଞ୍ଚତ୍ଛନ୍ତି। ନିଜକୁ ଜେଟ୍‌ର ଦେବାଳିଆ ପ୍ରକ୍ରିୟାରେ...

ବ୍ଲୁୂମବର୍ଗ ନ୍ୟୁ ଇକୋନୋମିକ ଫୋରମ୍‌କୁ ସମ୍ବୋଧିତ କଲେ ମୋଦି

ନୂଆଦିଲ୍ଲୀ: ଅଭିବୃଦ୍ଧିର ଇଞ୍ଜିନ ହୋଇଥିବା ସାରା ବିଶ୍ୱର ସହରଗୁଡିକ ବିପଦଠାରୁ ଦୂରରେ ନାହିଁ। କୋଭିଡ୍‌-୧୯ ଏହା ପ୍ରମାଣିତ କରିଛି ବୋଲି ମଙ୍ଗଳବାର ବ୍ଲୁମବର୍ଗ ନିୟୁ ଇକୋନୋମିକ...

ଟ୍ରାକ୍‌କୁ ଫେରୁଛି ଅର୍ଥ ବ୍ୟବସ୍ଥା:ସିଆଇଆଇ

ନୂଆଦିଲ୍ଲୀ,୨୯।୭: କରୋନା ଯୋଗୁ ଅର୍ଥ ବ୍ୟବସ୍ଥାକୁ ଗଭୀର କ୍ଷତି ହୋଇଛି। ଏହାଦ୍ୱାରା ଦେଶର ବିଭିନ୍ନ କ୍ଷେତ୍ର ପ୍ରଭାବିତ ହୋଇ ରହିଛି। ମାତ୍ର ଏପ୍ରିଲ ତୁଳନାରେ ବର୍ତ୍ତମାନ...

ନିଗମ ହେବ ରାଏବରେଲୀ କୋଚ୍‌ ଫ୍ୟାକ୍ଟ୍ରି

ଲକ୍ଷ୍ନୌ,୧୭-୭: ରୋଲିଂ ଷ୍ଟକର ୮ ଉତ୍ପାଦନ ୟୁନିଟକୁ ରେଲ୍‌ଓ୍ବେ ନିଗମୀକରଣ କରିବାକୁ ଯୋଜନା ରଖିଛି। ଏହା ରାଏବରେଲୀସ୍ଥିତ ମଡର୍ନ କୋଚ୍‌ ଫ୍ୟାକ୍ଟ୍ରି(ଏମ୍‌ସିଏଫ୍‌)ଠାରୁ ଆରମ୍ଭ ହେବ। ୧୦...

ଆର୍ଥିକ ପ୍ୟାକେଜ ଶୀଘ୍ର: ସୀତାରାମନ

ନୂଆଦିଲ୍ଲୀ,୧୯।୪: କରୋନା ପାଇଁ କ୍ଷତିଗ୍ରସ୍ତ କ୍ଷେତ୍ରଗୁଡିକୁ ସରକାର ଶୀଘ୍ର ଆର୍ଥିକ ପ୍ରୋତ୍ସାହନ ପ୍ରଦାନ କରିବେ। ଏ ନେଇ ଶୀଘ୍ର ଘୋଷଣା କରାଯିବ ବୋଲି ଅର୍ଥମନ୍ତ୍ରୀ ନିର୍ମଳା...

ଟାଟା ଏଆଇଏ ଲାଇଫ୍‌ର ନୂତନ ଉତ୍ପାଦ

ନୂଆଦିଲ୍ଲୀ,୩।୫ : ଟାଟା ଏଆଇଏ ଲାଇଫ୍‌ ଇନ୍‌ସ୍ୟୁରାନ୍ସର ନୂତନ ଉତ୍ପାଦ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ଏହାର ପ୍ରମୁଖ ଆନୁଇଟି ପ୍ଲାନ୍‌ ‘ଟାଟା ଏଆଇଏ ଲାଇଫ୍‌...

ଆଇଟିଆର୍‌ ଫାଇଲିଂ ଅବଧି ବଢ଼ିଲା

ନୂଆଦିଲ୍ଲୀ: ଆୟକର ବିଭାଗ ପକ୍ଷରୁ ଆସେସ୍‌ମେଣ୍ଟ ବର୍ଷ ୨୦୧୯-୨୦ (ଆର୍ଥତ୍କ ବର୍ଷ ୨୦୧୮-୧୯) ଲାଗି ଆୟକର ରିଟର୍ନ (ଆଇଟିଆର୍‌) ଫାଇଲିଂ କରିବାର ସୀମାକୁ ବୁଧବାର ବୃଦ୍ଧି...

ବିମୁଦ୍ରୀକରଣ ପରେ ନିଯୁକ୍ତି ହରାଇଛନ୍ତି ୫୦ ଲକ୍ଷ

ନୂଆଦିଲ୍ଲୀ,୧୮-୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୦୧୬ ନଭେମ୍ବର ୮ରେ ବିମୁଦ୍ରୀକରଣ ଘୋଷଣା କଲେ। ଏହାଦ୍ୱାରା ଆତଙ୍କବାଦ, ଦୁର୍ନୀତି ଓ କଳାଧନ ଦେଶରୁ ଲୋପ ପାଇବ ବୋଲି...

Advertisement
Archives

Model This Week