ଅଭିବୃଦ୍ଧି ପୂର୍ବାନୁମାନ ୪.୬%କୁ କମାଇଲା ଫିଚ୍‌

ନୂଆଦିଲ୍ଲୀ,୩୧। ୩: ରେଟିଂ ଏଜେନ୍ସି ଫିଚ୍‌ ସଲ୍ୟୁଶନ ଭାରତ ଲାଗି ଅଭିବୃଦ୍ଧି ପୂର୍ବାନୁମାନକୁ ସୋମବାର କମାଇ ଦେଇଛି। ଆର୍ଥତ୍କ ବର୍ଷ ୨୦୨୦-୨୧ରେ ଭାରତର ବିକାଶ ହାର ୪.୬%କୁ ଖସିବ ବୋଲି ଏହା ପୂର୍ବାନୁମାନରେ କହିଛି। ଘରୋଇ ଚାହିଦା ଖସିବା, ନିବେଶ ହ୍ରାସ ଏବଂ କରୋନାର ପ୍ରଭାବ ଯୋଗୁ ଭାରତ ବଜାରର ଆର୍ଥତ୍କ କାର୍ଯ୍ୟକଳାପ ଖସିବା ନେଇ ଏହା ରିପୋର୍ଟରେ ପ୍ରକାଶ କରିଛି। ଏପ୍ରିଲରୁ ଆରମ୍ଭ ହେଉଥିବା ଆସନ୍ତା ଆର୍ଥତ୍କ ବର୍ଷରେ ଭାରତର ବିକାଶ ହାର ୪.୬% ରହିବ ବୋଲି ଏହା ପୂର୍ବରୁ ଅନୁମାନ କରିଥିଲ। ସେହଭଳି ୨୦୧୯-୨୦ରେ ଭାରତର ବିକାଶ ହାର ୪.୯% ରହିବା ନେଇ ଏହା ରିପୋର୍ଟରେ ପ୍ରକାଶ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜେଇଇ ଆଡଭାନ୍ସରେ ଆକାଶ ଛାତ୍ରୀଛାତ୍ରଙ୍କ ସଫଳତା

ଭୁବନେଶ୍ୱର,୧୫-୬:ଚଳିତ ବର୍ଷର ଜେଇଇ ଆଡଭାନ୍ସରେ ଆକାଶ କୋଚିଂ ପ୍ରତିଷ୍ଠାନର ଛାତ୍ରୀଛାତ୍ର ସଫଳତା ହାସଲ କରିଛନ୍ତି। ସର୍ବଭାରତୀୟ ର଼୍ୟାଙ୍କ ୫୧ ସହ ପ୍ରତିଷ୍ଠାନର ଛାତ୍ର ସାୟନ୍ତନ ଧର...

ବିମାନ ଚଳାଚଳ କ୍ଷେତ୍ରକୁ ମିଳିପାରେ ୧୨ ହଜାର କୋଟି

ନୂଆଦିଲ୍ଲୀ,୨୦-୩: କରୋନା ପ୍ରଭାବକୁ କମ୍‌ କରିବା ଲାଗି ଦେଶର ବିମାନ ଚଳାଚଳ କ୍ଷେତ୍ରକୁ ୧୨ ହଜାର କୋଟି ଟଙ୍କାର ପ୍ୟାଜେକ ମିଳିପାରେ। ଏବେ ଅଧିକାଂଶ କମ୍ପାନୀ...

ଜିଏସ୍‌ଟି ଆଦାୟ ଲକ୍ଷେ କୋଟି ଟଙ୍କା ଟପିଲା

ନୂଆଦିଲ୍ଲୀ,୧-୨: ଚଳିତ ଆର୍ଥତ୍କ ବର୍ଷରେ ଲଗାତର ଭାବେ ଦ୍ୱିତୀୟ ଥର ଲାଗି ସାମଗ୍ରୀ ଓ ସେବା ଟିକସ (ଜିଏସ୍‌ଟି) ଆଦାୟ ଲକ୍ଷେ କୋଟି ଟଙ୍କା ଟପିଛି।...

ସ୍ପେଶାଲ୍‌ ଟ୍ରେନ୍‌ରେ ୨ ଲକ୍ଷରୁ ଅଧିକ ଯାତ୍ରୀ କଲେ ଟିକଟ ବୁକିଂ: ୪୫ କୋଟି ୩୦ ଲକ୍ଷ ଭଡ଼ା ଆଦାୟ

ନୂଆଦିଲ୍ଲୀ,୧୪।୫: କରୋନା ସଂକ୍ରମଣ ଯୋଗୁ ଭାରତରେ ଲକ୍‌ଡାଉନ୍‌ ଜାରି ହୋଇଛି। ଫଳରେ ପରିବହନ ବ୍ୟବସ୍ଥା ବାଧାପ୍ରାପ୍ତ ହୋଇଛି। ବହୁଲୋକ ଘରଠାରୁ ଦୂରରେ ଅଟକି ରହିଛନ୍ତି। ସେମାନଙ୍କ...

ରିଲାଏନ୍ସ ଡିଜିଟାଲରେ ‘ଡିଜିଟାଲ ଇଣ୍ଡିଆ ସେଲ୍‌’

ଭୁବନେଶ୍ୱର,୧୫।୭: ରିଲାଏନ୍ସ ଡିଜିଟାଲର ବହୁ ପ୍ରତୀକ୍ଷିତ ‘ଡିଜିଟାଲ ଇଣ୍ଡିଆ ସେଲ୍‌’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ବ୍ରାଣ୍ଡ୍‌ର ସବୁଠାରୁ ବଡ଼ ଇଲେକ୍ଟ୍ରୋନିକ୍ସ ସେଲ୍‌ର ପ୍ରଥମ ପର୍ଯ୍ୟାୟ...

ଛୋଟ କାର୍‌ରେ ୨ ଏୟାର ବ୍ୟାଗ୍‌ କାହିଁକି

ନୂଆଦିଲ୍ଲୀ,୨୦।୯:  ବଡ କାର୍‌ଗୁଡିକରେ ୮ ଏୟାରବ୍ୟାଗ୍‌ ରହିଛି। ମାତ୍ର ଛୋଟ କାରଗୁଡିକରେ ୨ଟି ଏୟାରବ୍ୟାଗ ଥିବାରୁ ଏହାକୁ ନେଇ କେନ୍ଦ୍ର ସଡକ ଏବଂ ପରିବହନ ମନ୍ତ୍ରୀ ନୀତିନ...

ଆଉ ୯୦ ଟ୍ରେନ୍‌ ବାତିଲ୍‌

ନୂଆଦିଲ୍ଲୀ,୨୧-୩: ଶୁକ୍ରବାର ରେଲଓ୍ବେ ଆଉ ୯୦ ଟ୍ରେନ ବାତିଲ କରିଛି। ଏଗୁଡିକ ମାର୍ଚ୍ଚ ୨୦ରୁ ୩୧ ଯାଏ ଚଳାଚଳ କରିବ ନାହିଁ। କରୋନା ପ୍ରଭାବରୁ ଯାତ୍ରୀ...

ବୁକିଂ ବନ୍ଦ କଲା ଏୟାର ଇଣ୍ଡିଆ

ନୂଆଦିଲ୍ଲୀ,୨୦।୪: ରାଷ୍ଟ୍ରାୟତ୍ତ ଏୟାର ଇଣ୍ଡିଆ ପକ୍ଷରୁ ବର୍ତ୍ତମାନ ଅନିର୍ଦ୍ଦିଷ୍ଟ ସମୟ ଲାଗି ବୁକିଂ ବନ୍ଦ କରାଯାଇଛି। ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ହରଦୀପ ସିଂ ପୁରୀଙ୍କ...

Advertisement
Archives

Model This Week