ଅଭିଭାବକ ଛାତ୍ରୀଛାତ୍ରଙ୍କ ବିକାଶର ମୂଳଦୁଆ

ଭୁବନ, ୧୪।୯(ଡି.ଏନ.ଏ.)- ଅଭିଭାବକ ହେଉଛନ୍ତି ଛାତ୍ରୀଛାତ୍ରଙ୍କ ବିକାଶର ମୂଳଦୁଆ। ଶିକ୍ଷାର ଅଭିବୃଦ୍ଧିରେ ପିଲାମାନଙ୍କ ଯେତିକି ଭୂମିକା ତା’ଠାରୁ ଢେର ବେଶି ମା’ବାପାଙ୍କର। ଶିକ୍ଷାର୍ଥୀ, ଅଭିଭାବକ ଏବଂ ଅଧ୍ୟାପକଙ୍କ ମିଳିତ ପ୍ରଚେଷ୍ଟାରେ ଶିକ୍ଷାନୁଷ୍ଠାନର ଗୌରବ ବଢ଼ିବ ବୋଲି କହିଛନ୍ତି ଭୁବନସ୍ଥିତ ବାଜି ରାଉତ ସ୍ମୃତି ମହାବିଦ୍ୟାଳୟର ଅଧ୍ୟକ୍ଷ ଡ. କିଶୋର ଚନ୍ଦ୍ର ଦାଶ। ଶନିବାର କଲେଜରେ ଛାତ୍ରୀଛାତ୍ର, ଅଭିଭାବକ ଏବଂ ଅଧ୍ୟାପିକାଅଧ୍ୟାପକଙ୍କୁ ନେଇ ଆୟୋଜିତ ଆଲୋଚନାଚକ୍ରରେ ସେ ଏହା କହିଛନ୍ତି। ଅଧ୍ୟାପକ ପ୍ରଫୁଲ୍ଲ କୁମାର ଭୂୟଁା ବୈଠକର ଆଭିମୁଖ୍ୟ ସମ୍ପର୍କରେ ଅବଗତ କରାଇଥିଲେ। ଏହି ଅବସରରେ କଲେଜରେ ଉପଲବ୍ଧ ବିଭିନ୍ନ ସୁବିଧା ସୁଯୋଗ, ବାହ୍ୟଜ୍ଞାନର ଆବଶ୍ୟକତା ସମ୍ପର୍କରେ ଆଲୋଚନା କରାଯାଇଥିଲା।
ସେହିପରି ସେହିପରି ଭୁବନ ମହିଳା କଲେଜରେ ନୂତନ ଶିକ୍ଷା ପଦ୍ଧତି ସମ୍ପର୍କିତ ଆଲୋଚନା କାର୍ଯ୍ୟକ୍ରମରେ ଅଧ୍ୟକ୍ଷ ଦିଲୀପ କୁମାର ଦାସ ଅଧ୍ୟକ୍ଷତା କରିଥିଲେ। ଯୁକ୍ତ ୩ କଳା ଏବଂ ବିଜ୍ଞାନ ବିଭାଗର ଛାତ୍ରୀମାନେ ଉପସ୍ଥିତ ରହି ଆଲୋଚନାରେ ଭାଗ ନେଇଥିଲେ। ଅଧ୍ୟାପିକା ଡ. ନମିତା ଦାସ, ପ୍ରମିଳା ଦାସ, ଅଧ୍ୟାପକ ପ୍ରଶାନ୍ତ କୁମାର ରାଉତରାୟ, ନିରଞ୍ଜନ ନାୟକ ବିଭାଗୀୟ କାର୍ଯ୍ୟକ୍ରମ ସମ୍ପର୍କରେ ଆଲୋକପାତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରୀଙ୍କୁ ପ୍ରଧାନଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ, ଅଭିଭାବକଙ୍କୁ ଫୋନ୍‌ କରି ଛାତ୍ରୀ କହିଲେ ସାର୍‌ ମୋତେ…

ମହାକାଳପଡ଼ା,୧୨ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ଅଞ୍ଚଳରେ ଏକ ପ୍ରମୁଖ ଶିକ୍ଷାନୁଷ୍ଠାନ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରଧାନଶିକ୍ଷକଙ୍କ ବିରୋଧରେ ଏକ ସଙ୍ଗୀନ ଅଭିଯୋଗ କରିଛନ୍ତି…

ମୋଦି-ପ୍ରିୟଙ୍କାଙ୍କ ବାର୍ତ୍ତାଳପ ମଝିରେ ଏପରି କହିଦେଲେ ଖାର୍ଗେ, ସବୁ ହସି କହିଲେ….

ନୂଆଦିଲ୍ଲୀ,୧୨ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧୀଙ୍କ ମଧ୍ୟରେ ବାର୍ତ୍ତାଳପ ସମୟରେ ଏପରି ଏକ ଘଟଣା ଘଟିଛି, ଯାହା ସାଧାରଣତଃ ବହୁତ କମ୍…

ତ୍ରିରଙ୍ଗା ଆମ ଗର୍ବ ଗୌରବ: ଦେଶାତ୍ମବୋଧକ ନାରା ଦେଇ ପଦଯାତ୍ରାରେ ବାହାରିଲେ ଛାତ୍ରୀଛାତ୍ର

ତୁମୁଡ଼ିବନ୍ଧ,୧୨ା୮(ଦୀପକ କୁମାର ପରାସେଠ୍‌): ତ୍ରିରଙ୍ଗା ଆମ ଗର୍ବ ଗୌରବ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ କନ୍ଧମାଳ ଜିଲା ତୁମଡ଼ିବନ୍ଧ ନେତାଜୀ ସୁଭାଷ ବୋଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ତରଫରୁ…

ସକାଳେ ସ୍ତ୍ରୀଙ୍କ ସହ କଥା ହେଲେ ରାତିରେ ଆସିଲା ମୃତ୍ୟୁଖବର, ହାଇଦ୍ରାବାଦରେ କାମ କରୁକରୁ ଶିବା…

ଥୁଆମୂଳ ରାମପୁର,୧୨ା୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ଦାଦନ ସମସ୍ୟା ଗମ୍ଭୀର ରୂପ ନେଇଛି। ପରିବାର ଚଳାଇବା ପାଇଁ ଭିଟାମାଟି ଛାଡ଼ି ବାହାର ରାଜ୍ୟକୁ…

୧୫ ବର୍ଷୀୟା ନାବାଳିକାଙ୍କୁ ଯୌନଶୋଷଣ, ଜେଲ୍ ଗଲେ ଏହି କ୍ରିକେଟର୍

କାନବେରା,୧୨।୮: ଅଷ୍ଟ୍ରେଲିଆ କ୍ରିକେଟର ଆରନ୍ ସମର୍ସ (Aaron Summers) ୧୫ ବର୍ଷର ଜଣେ ନାବାଳିକା ସହ ଯୌନ ଶୋଷଣ କରିଥିବା ଅଭିଯୋଗରେ ୧୦ ମାସର ଜେଲ୍ ଦଣ୍ଡ…

ମୌଳିକ ସୁବିଧାରୁ ବଞ୍ଚିତ ସିଆଲପଡ଼ାବାସୀ: ଯାତାୟାତ ନେଇ ବଢୁଛି ଚିନ୍ତା

କର୍ଲାମୁଣ୍ଡା,୧୨।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍ର ଯୋରାଡବରା ଗ୍ରାମ ପଞ୍ଚାୟତର କୁଶୁର୍ଲା ରାଜସ୍ବ ଗ୍ରାମର ହାମଲେଟ ହେଉଛି ସିଆଲପଡ଼ା। ତେବେ ପଡ଼ାର ରାସ୍ତାର ଅବସ୍ଥା…

୨୦୦୦ ଟଙ୍କା ପାଇଁ ମା’ଙ୍କୁ ରାସ୍ତା ମଝିରେ ଘୋଷାଡ଼ି ପିଟିଲେ ପୁଅ: ପୋଲିସ ପହଞ୍ଚିବାରୁ ମା’ ଯାହା କହିଲେ ପାଦତଳୁ ଖସିଯିବ ମାଟି

ଜବଲପୁର,୧୨।୮:କଥାରେ ଅଛି, ମା’ ପରି ଦୁନିଆରେ କେହି ନାହିଁ। ଛୁଆ ଯେତେ ବିପଥଗାମୀ ହେଲେ ମଧ୍ୟ, ଜଣେ ମା’ ପାଇଁ ସେ ସବୁବେଳେ ଭଲ ହୋଇଥାଏ। ଏହାର…

ଘର ଭାଙ୍ଗିଲେ, ଫସଲ ଉଜାଡ଼ିଲେ ହାତୀପଲ

ପାଟଣା,୧୨ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ପାଟଣା ସେକ୍ସନ ବିଷ୍ଣୁପୁର ଗାଁରେ ଦୋଳଗୋବିନ୍ଦ ମିଶ୍ରଙ୍କ ଘର ଭାଙ୍ଗିବା ପରେ ପାଟଣା ସେକ୍ସନ ଅନ୍ତର୍ଗତ ମଲ୍ଲିପୋଷି ବିଟ୍‌ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri