ଅଭିଷେକ ଶେୟାର କଲେ ଫିଲ୍ମ‘ବବ୍‌ ବିଶ୍ୱାସ’ର ଝଲକ

ବମ୍ବେ: ସୁପରଷ୍ଟାର ଅମିତାଭ ବଚ୍ଚନଙ୍କ ପୁଅ ହେବା ସତ୍ତ୍ୱେ ବଲିଉଡରେ ଅଭିଷେକ ଦବଦବା ସେତେଟା ଜଣାପଡେନାହିଁ। ଅନେକ ତାଙ୍କ ଅଭିନୟ ପ୍ରଭାବିତ କରୁ ନ ଥିବା ମତ ରଖନ୍ତି। ନିକଟରେ ବିକ୍କି କୌଶଲଙ୍କ ଫିଲ୍ମ ମନ ମର୍ଜିୟାରେ ସେ ନଜର ଆସିଥିଲେ। ତାପସୀଙ୍କ ସହ ତାଙ୍କର ଭୂମିକା ଦର୍ଶକଙ୍କୁ ବେଶ ପସନ୍ଦ ଆସିଥିଲା। ଏବେ ଅଭିଷେକ ‘ବବ୍‌ ବିଶ୍ୱାସ’ରେ କାମ କରୁଛନ୍ତି। ଏହାର ଶୁଟିଂ କୋଲକାତାରେ ଚାଲୁ ରହିଛି। ଫିଲ୍ମରେ ଅଭିଷେକଙ୍କ ଲୁକ୍‌ କିଭଳି ହେବ ସେ ନେଇ କଳ୍ପନା ଜଳ୍ପନା ଲାଗି ରହିଥିବା ବେଳେ ସେ ନିଜେ ଏହା ଉପରୁ କିଛିଟା ପରଦା ଉଠାଇଛନ୍ତି।

 

ସୋସିଆଲ ଆକାଉଣ୍ଟରେ ଶୁଟିଂ ପ୍ରଥମ ଦିନର ଦୁଇଟି ଫଟୋ ଶେୟାର କରିଛନ୍ତି ସେ। ଗୋଟିଏ ଫଟୋରେ ହଳେ ଚଷମା ସାଙ୍ଗକୁ ମୋଟୋରୋଲା କମ୍ପାନୀର ଫୋନ୍‌ ଦେଖିବାକୁ ମିଳୁଛି। ସେହିଭଳି ଆଉ ଏକ ଫଟୋରେ କ୍ଲିପ୍‌ବୋର୍ଡ ସହ ତାଙ୍କର ସାମାନ୍ୟ ଝଲକ ଦିଶୁଛି।

 

View this post on Instagram

 

Nomoshkar! . . . . . . . . . . . #BobBiswas #day1 🙏🏽

A post shared by Abhishek Bachchan (@bachchan) on

୨୦୧୨ ରିଲିଜ ହୋଇଥିବା ଫିଲ୍ମ ‘କାହାନୀ’ର ଖଳନାୟକ ଭୂମିକାରେ ନଜର ଆସିଥିବା ବବ୍‌ଙ୍କ ଜୀବନୀ ଉପରେ ଚଳଚ୍ଚିତ୍ରର କାହାଣୀଟି ପର୍ଯ୍ୟବେଶିତ। ଏହାର ନିର୍ଦ୍ଦେଶନା ସୁଜୋୟ ଘୋଷ କରିଥିବା ବେଳେ ଶାହରୁଖ ଖାଁ ଏହାର ପ୍ରଯୋଜନା ଭାର ସମ୍ଭାଳିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଆଦିତ୍ୟଙ୍କ ସହ ମୁମ୍ବାଇ ଛାଡ଼ିଲେ ୟାମି ଗୌତମ? କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ଏହି ଦମ୍ପତ୍ତି? ଜାଣନ୍ତୁ…

ମୁମ୍ବାଇ: ଆଦିତ୍ୟ ଧର ହେଉଛନ୍ତି ବଲିଉଡର ଜଣେ ପ୍ରତିଷ୍ଠିତ ନିର୍ଦ୍ଦେଶକ, ଯିଏ ‘ଉରି: ଦ ସର୍ଜିକାଲ ଷ୍ଟ୍ରାଇକ’ (Uri: The Surgical Strike) ଭଳି ଲୋକପ୍ରିୟ ଚଳଚ୍ଚିତ୍ର…

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍‌ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା

ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍‌ ଓ ଦୁଇଟି ବାଇକ୍‌ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ…

ପାକିସ୍ତାନ କ୍ରିକେଟକୁ ନେଇ ଆସିଲା ବଡ଼ ଖବର, ସୋଏବ ଅଖତର ଦେଲେ ଏମିତି ଉତ୍ତର ସମସ୍ତେ ଚକିତ

ଇସଲାମାବାଦ,୪।୧୦: ଶୋଏବ ଅଖତର କ’ଣ ପାକିସ୍ତାନ କ୍ରିକେଟ ଦଳର ମୁଖ୍ୟ ଚୟନକର୍ତ୍ତା (ଚିଫ ସିଲେକ୍ଟର) ହେବାକୁ ଯାଉଛନ୍ତି? ସାମ୍ପ୍ରତିକ ସମୟରେ ଇଣ୍ଟରନେଟରେ ଏହାକୁ ନେଇ ବ୍ୟାପକ ଚର୍ଚ୍ଚା…

ଅକ୍ଟୋବରରେ ଅଷ୍ଟ୍ରେଲିଆ ବିପକ୍ଷରେ ପ୍ରଥମ ଦିନିକିଆ ମ୍ୟାଚ ଖେଳିବ ଟିମ ଇଣ୍ଡିଆ; ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସ୍ଥାନ ନେବେ ଏହି ଖେଳାଳି

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ ଦଳ ଅକ୍ଟୋବର ୬ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ଏକ ଟି-୨୦ ସିରିଜ ଖେଳିବାକୁ ଯାଉଛି। ଏହି ସମୟରେ, ଅନ୍ୟ ଏକ ଭାରତୀୟ ଦଳ ଅଷ୍ଟ୍ରେଲିଆର…

ଟିଏମସି (TMC)କୁ ଲାଗିବ ଶକ୍ତ ଧକ୍କା, ଦଳ ଛାଡିଥିବା ନେତାଙ୍କୁ ଭାଜପା ଦେଲା ବଡ଼ ସୁଯୋଗ

ନୂଆଦିଲ୍ଲୀ,୪।୧୦: ଭାରତୀୟ ଜନତା ପାର୍ଟି(ଭାଜପା)ର କେନ୍ଦ୍ରୀୟ ନିର୍ବାଚନ କମିଟି ରବିବାର (ଅକ୍ଟୋବର ୪) ରାଜ୍ୟ ସଭା ନିର୍ବାଚନ ପାଇଁ ଦୁଇଜଣ ପ୍ରମୁଖ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି।…

ଭାଇରାଲ ହେଉଛି ସଞ୍ଜୟ ଦତ୍ତଙ୍କ ବୟାନ, ଭାରତରେ ଏବେ ପୂର୍ବଭଳି….

ମୁମ୍ବାଇ,୪।୧୦: ଅଭିନେତା ସଞ୍ଜୟ ଦତ୍ତଙ୍କୁ ଶେଖର ସୁମନଙ୍କ ଶୋ’ ‘ଶେଖର ଟୁନାଇଟ୍’ରେ ଦେଖିବାକୁ ମିଳିଛି । ଗାନ୍ଧୀ ଜୟନ୍ତୀ ସ୍ପେଶାଲ ଏପିସୋଡ୍‌ରେ ଯୋଗଦେଇ ସଞ୍ଜୟ ଦତ୍ତ ତାଙ୍କ…

ଛତୁ ତୋଳିବାକୁ ଯାଇ ଭାଲୁ ହାବୁଡ଼ରେ ପଡ଼ିଗଲେ ମହିଳା, ଆଉ ତା’ ପରେ…

ଆନନ୍ଦପୁର,୪ା୧୦(ସୁଶାନ୍ତ କୁମାର ସାହୁ): ଛତୁ ତୋଳିବାକୁ ଯାଇଥିବାବେଳେ ମହିଳା ଭାଲୁ ଆକ୍ରମଣରେ ଗୁରତର ଅବସ୍ଥାରେ ପ୍ରଥମେ ଆନନ୍ଦପୁର ମେଡିକାଲ ପରେ ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?