Posted inଜାତୀୟ

ଅମରିନ୍ଦରଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୋଦି

ନୂଆଦିଲ୍ଲୀ,୧୧।୩: ପଞ୍ଜାବ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସ ନେତା କ୍ୟାପଟେନ ଅମରିନ୍ଦର ସିଂଙ୍କ ୭୬ ତମ ଜନ୍ମଦିନ ଅବସରରେ ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଟୁଇଟ୍‌ କରି ମୋଦି ଅମରିନ୍ଦରଙ୍କ ଦୀର୍ଘ ଓ ସୁସ୍ଥ ଜୀବନ କାମନା କରିଛନ୍ତି। ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂ ମଧ୍ୟ ଅମରିନ୍ଦରଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁମ୍ବାଇରେ ୧୪୪ ଧାରା ଜାରି

ମୁମ୍ବାଇ,୨ା୭(ପି.ଟି.): କରୋନା ସଂକ୍ରମଣକୁ ରୋକିବା ଲାଗି ମୁମ୍ବାଇ ପୋଲିସ ବୁଧବାର ସହରରେ ୧୪୪ ଧାରା ଜାରି କରିଛି। ସର୍ବସାଧାରଣ ସ୍ଥାନରେ ଲୋକମାନଙ୍କ ଯାତାୟାତ ଉପରେ କଟକଣା...

ରାଜନୀତି ଛାଡ଼ିବେ ୟେଦୁରପ୍ପା

ବେଙ୍ଗାଲୁରୁ,୨୩ା୭: କର୍ନାଟକର ବରିଷ୍ଠ ଭାଜପା ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ବି.ଏସ୍‌. ୟେଦୁରପ୍ପା(୭୯) ସକ୍ରିୟ ରାଜନୀତି ଛାଡ଼ିବା ନେଇ ଶୁକ୍ରବାର ସଙ୍କେତ ଦେଇଛନ୍ତି। ସେ ତାଙ୍କ...

ଆରମ୍ଭ ହେଲା ଭାଜପାର ‘ବୁଥ୍‌ କାର୍ଯ୍ୟକର୍ତ୍ତା ସମ୍ମିଳନୀ’

ନୂଆଦିଲ୍ଲୀ,୫।୧: ଆଗକୁ ଅଛି ଦିଲ୍ଲୀ ବିଧାନସଭା ନିର୍ବାଚନ। ଏହାକୁ ଦେଖି ସବୁଦଳ ପ୍ରସ୍ତୁତ ହେଉଥିବା ବେଳେ ରବିବାର ଭାରତୀୟ ଜନତା ପାର୍ଟି(ଭାଜପା) ପକ୍ଷରୁ ଦିଲ୍ଲୀରେ ଆୟୋଜିତ...

ଶୁଭେନ୍ଦୁ ଅଧିକାରୀଙ୍କ ନାମାଙ୍କନ ଖାରଜ ପାଇଁ ଦାବି କଲା ଟିଏମ୍‌ସି

କୋଲକାତା,୧୭।୩: ଭାଜପାର ଶୁଭେନ୍ଦୁ ଅଧିକାରୀଙ୍କ ଭୋଟର ଷ୍ଟାଟସ୍‌ରେ ସେ ନନ୍ଦିଗ୍ରାମରେ ରହୁଥିବା ଦର୍ଶାଇଛନ୍ତି। ସେ ଏଠାରେ ରହୁ ନାହାନ୍ତି ଓ ରେସିଡେନ୍ସ ବିବରଣୀରେ ମିଥ୍ୟା ପ୍ରମାଣପତ୍ର...

କରୋନା ସଂକ୍ରମଣରେ ସାମାନ୍ୟ ହ୍ରାସ

ନୂଆଦିଲ୍ଲୀ,୧୨।୮: ଦେଶରେ କରୋନା ଆକ୍ରାନ୍ତଙ୍କ ସାମାନ୍ୟ ହ୍ରାସ ପାଇଛି। ମଙ୍ଗଳବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୬,୫୬୧ ନୂଆ...

ଏହି ମନ୍ତ୍ରଣାଳୟ ସମ୍ଭାଳିବେ ରାହୁଲଙ୍କ ପୂର୍ବତନ ଘନିଷ୍ଠ ସିନ୍ଧିଆ

ନୂଆଦିଲ୍ଲୀ,୭।୭: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ପୂର୍ବତନ ଘନିଷ୍ଠ ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କୁ ମିଳିଛି ବିମାନ ଚଳାଚଳ ମନ୍ତ୍ରଣାଳୟ। ପୂର୍ବରୁ ଏହି ମନ୍ତ୍ରଣାଳୟ ଦାୟିତ୍ୱରେ ଥିବା ହର୍ଦୀପ...

ରାଜ୍ୟସଭାରୁ ଇସ୍ତଫା ଦେଲେ ରବି ଶଙ୍କର

ନୂଆଦିଲ୍ଲୀ, ୨୯।୫: ବିହାରର ପାଟିନ ସାହିବ ଲୋକ ସଭା ଆସନରୁ ବିଜୟ ହାସଲ କରିବା ପରେ ରାଜ୍ୟସଭା ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି ଭାଜପା ଏମ୍‌ପି...

ଆନ୍ଧ୍ର ପ୍ରଦେଶର ଏଲୁରୁରେ ଅଜଣା ରୋଗ: ମେଡିକାଲରେ ୨୦୦ ଭର୍ତ୍ତି

ଏଲୁରୁ,୬।୧୨: ଆନ୍ଧ୍ର ପ୍ରଦେଶର ପଶ୍ଚିମ ଗୋଦାବରି ଜିଲା ଇଲୁରୁ ଟାଉନର ଏକ ଭିନ୍ନ ଅଞ୍ଚଳର ବାସୀନ୍ଦାଙ୍କଠାରେ ଏକ ଅଜଣା ରୋଗର ଲକ୍ଷଣ ଦେଖାଯାଉଛି। ଏହା ଉପରେ...

Advertisement
Archives

Model This Week