ଅମାନିଆଙ୍କଠାରୁ ୧ଲକ୍ଷ ୩୪ହଜାର ଜୋରିମାନା ସଂଗ୍ରହ

ଭଦ୍ରକ ଅଫିସ,୭।୫: ଭଦ୍ରକ ଜିଲାର ସମସ୍ତ ଥାନା ଅଞ୍ଚଳରୁ ଗୋଟିଏ ଦିନରେ ଅମାନିଆଙ୍କଠାରୁ ୧ଲକ୍ଷ ୩୪ ହଜାର ଟଙ୍କା ଜରିମାନା ସଂଗ୍ରହ କରାଯାଇଛି। ସେଥିମଧ୍ୟରେ ୫୧ଜଣଙ୍କଠାରୁ ମାସ୍କ ପିନ୍ଧି ନ ଥିବା ବାବଦକୁ ୧୧,୨୦୦ ଟଙ୍କା ସଂଗ୍ରହ ହୋଇଥିବା ବେଳେ ୧୪୧ଟି ବାଇକ୍‌ରୁ ୧ଲକ୍ଷ ୨୩ ହଜାର ଟଙ୍କା ଜରିମାନା ଆଦାୟ କରାଯାଇଛି। ଏଭଳି ମୋଟ ୧ଲକ୍ଷ ୩୪ହଜାର ୨୦୦ ଟଙ୍କା ଜରିମାନା ସଂଗ୍ରହ କରାଯାଇଥିବା ନେଇ ଜିଲା ପୋଲିସ ପକ୍ଷରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ଥିତି ସଙ୍କଟ ଜନକ, ସକ୍ରିୟ ମାମଲା ଦେଢ଼ଲକ୍ଷ ମୁହାଁ…

ନୂଆଦିଲ୍ଲୀ, ୨୦।୭ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ...

ବିଏସ୍‌ଏଫ୍‌ ଯବାନଙ୍କୁ ରାଖୀ ବାନ୍ଧିଲେ ଛାତ୍ରୀଛାତ୍ର

ଏମ୍‌ଭି-୭୯, ୧୫।୮- ଆଜି ରକ୍ଷାବନ୍ଧନ। ସ୍ନେହ ଓ ବନ୍ଧନର ପର୍ବ। ଭଉଣୀ ନିଜର ସୁରକ୍ଷା ପାଇଁ ଭାଇ ହାତରେ ବାନ୍ଧେ ରକ୍ଷାଡୋରି (ରାଖୀ)। କେହି କେହି...

କୃଷିଋଣ କରାଇଦେବାକୁ କହି ଲକ୍ଷାଧିକ ଟଙ୍କା ହରିଲୁଟ୍‌, କୁମ୍ଭାରପଡ଼ା ଥାନାରେ ଅଭିଯୋଗ

ପୁରୀ ଅଫିସ,୧୯।୧୨: ପୁରୀ ଗୁଣ୍ଡିଚା ମନ୍ଦିର ନିକଟରେ ଥିବା ଏକ ଘରୋଇ ବ୍ୟାଙ୍କ ଖୋର୍ଦ୍ଧା ବାଲୁଗାଁ ଅଞ୍ଚଳର ଏକ ହଜାରରୁ ଊର୍ଦ୍ଧ୍ୱ ଚାଷୀଙ୍କଠାରୁ କୃଷିଋଣ ସହାୟତା...

ରାଜ୍ୟ ଓ ଦେଶ ବାହାରୁ ଫେରିଛନ୍ତି ୩ହଜାର ୭ଶହ ଲୋକ: ଜିଲାରେ ଖୋଲିଲା ୧୮ ସଙ୍ଗରୋଧ ଗୃହ, ୨୪୪ ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ର

ଜୟପୁର,୩୦ା୩(ନି.ପ୍ର.): ଭାଇରସ୍‌କୁ ନେଇ ସୃଷ୍ଟି ହୋଇଥିବା ପରିସ୍ଥିତିର ମୁକାବିଲା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର  ତତ୍ପରତା ପ୍ରକାଶ କରିଛନ୍ତି। ସେହିପରି ସଂକ୍ରମଣକୁ ରୋକିବା ପାଇଁ...

ଲକ୍‌ଡାଉନ୍‌ ଉଠିବା ପରେ ଗଞ୍ଜାମକୁ ଫେରିବେ ଲୋକେ: ସରପଞ୍ଚଙ୍କ ସହ ଆଲୋଚନା, ଆଇସୋଲେଶନ୍‌ ସେଣ୍ଟର ଅନୁଧ୍ୟାନ କଲେ ଜିଲାପାଳ

ଛତ୍ରପୁର, ୨୪।୪(ଡି.ଏନ୍‌.ଏ.)- ଲକ୍‌ଡାଉନ୍‌ ଉଠିବା ପରେ ବାହାର ରାଜ୍ୟରେ ଅଟକିଥିବା ଲୋକେ ଗଞ୍ଜାମ ଜ଼ିଲାକୁ ଫେରିବେ। ଏନେଇ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ସମସ୍ତ...

ସିମୁଳିଆରେ ବିଜେଡି ଆଗରେ

ଖଇରା, ୨୩।୫(ଡି.ଏନ.ଏ.)-ସିମୁଳିଆ ୪୨ ବିଧାନସଭା ନିର୍ବାଚନ ମଣ୍ଡଳୀର ୨ୟ ରାଉଣ୍ଡ ଗଣତି ପରେ ବିଜେଡି ବିଧାୟକ ପ୍ରାର୍ଥୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦ୍ୱୀ ଭାଜପାର...

ପୋଖରୀରେ ପଡ଼ି ଶିଶୁର ଜୀବନ ଗଲା

ବାସୁଦେବପୁର,୨୪।୧(ଡି.ଏନ.ଏ.)- ଭଦ୍ରକ ଜିଲା ବାସୁଦେବପୁର ପୌରପାଳିକା ଅଧୀନ ପଞ୍ଚୁରିଖି ଗ୍ରାମର ଆଦିତ୍ୟ ବାରିକ(୨)ଙ୍କର ପୋଖରୀରେ ପଡ଼ି ମୃତ୍ୟୁ ଘଟିଛି। ମୃତ ଶିଶୁପୁତ୍ର ଆଦିତ୍ୟ ଗ୍ରାମର ଗଣେଶ...

ଟ୍ରେନ୍‌ରୁ ୫ଶହ ପାରା ଜବତ, ୨ ଗିରଫ

ବଲାଙ୍ଗୀର ଅଫିସ, ୩୧ା୮: ସମଲେଶ୍ୱରୀ ଏକ୍ସପ୍ରେସ୍‌ ଟ୍ରେନ୍‌ରେ ୭ଟି ପେଟିରେ ଆସୁଥିବା ୫ଶହ ପାରାକୁ ବଲାଙ୍ଗୀର ଆରପିଏଫ୍‌(ରେଳ ସୁରକ୍ଷା ବଳ) ସ୍ଥାନୀୟ ରେଳଷ୍ଟେଶନ୍‌ରୁ ଶୁକ୍ରବାର ଜବତ...

Advertisement
Archives

Model This Week