ଅମାନିଆଙ୍କଠାରୁ ୪୫ ହଜାର ଜରିମାନା ଆଦାୟ

ବ୍ରହ୍ମପୁର ଅଫିସ ,୨୩।୬: ଲକ୍‌ଡାଉନ ସମୟରେ ଅମାନିଆଙ୍କୁ ପୋଲିସ ଅଟକାଇ ପ୍ରତିଦିନ ଯାଞ୍ଚ କରି ଜରିମାନା ଆଦାୟ କରୁଛି। ଏପରିକି ଜନସାଧାରଣଙ୍କୁ ମାସ୍କ ପିନ୍ଧିବାକୁ ନିର୍ଦ୍ଦେଶ ଦିଆଯିବା ସହ ଯାଞ୍ଚ ବ୍ୟବସ୍ଥାକୁ କଡାକଡି କରାଯାଉଛିଦ୍‌। ସୋମବାର ସକାଳୁ ମଙ୍ଗଳବାର ସକାଳ ୬ଟା ସୁଦ୍ଧା ବ୍ରହ୍ମପୁର ପୋଲିସ ଜିଲା ପକ୍ଷରୁ ସହରର ବିଭିନ୍ନ ଛକମାନଙ୍କରେ ଚେକିଂ କରାଯାଇ ମାସ୍କ ପିନ୍ଧି ନ ଥିବା ୨୨୩ ଜଣ ଲୋକଙ୍କଠାରୁ ୪୪ ହଜାର ୬୦୦ ଟଙ୍କା ଜରିମାନା ଆଦାୟ କରାଯାଇଛି। ଟ୍ରାଫିକ ନିୟମ ଉଲ୍ଲଂଘନ କରିଥିବା ୯୮ ଜଣ ଅମାନିଆ ଗାଡି ଚାଳକଙ୍କୁ ୪୯ ହଜାର ଟଙ୍କା ଜରିମାନା ଧାର୍ଯ୍ୟ କରାଯାଇଛି। ସେହିପରି ଜଣେ ବ୍ୟକ୍ତିଙ୍କୁ ବେଆଇନ ମଦ ଚାଲାଣ ଅଭିଯୋଗରେ ଗିରଫ କରାଯାଇଥିବା ବେଳେ ତାଙ୍କ ନିକଟରୁ ୨୨ ଲିଟର ମଦ ଜବତ ହୋଇଛି। ଏନେଇ ବ୍ରହ୍ମପୁର ଏସପି ପିନାକ ମିଶ୍ର ଟୁଇଟ ଜରିଆରେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଉଜଙ୍କ ବାପଘରେ ରହି ପଢୁଥିଲେ ନଣନ୍ଦ, କାଜୁଗଛରେ ଝୁଲୁଛି ମୃତଦେହ

ପାଟଣା,୧୭ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଗିରିଧିନା ଗ୍ରାମର କାଜୁବଗିଚାର ଏକ ଗଛରୁ ରବିବାର ପୂର୍ବାହ୍ନରେ ଜଣେ ଅଷ୍ଟମ ଶ୍ରେଣୀରେ ପାଠ ପଢୁଥିବା ୧୩ ବର୍ଷର…

ଠିକାଦାରଠାରୁ ଆଖିବୁଜା ଲାଞ୍ଚ ନେଇ ରେଡ୍‌ ହ୍ୟାଣ୍ଡ୍‌ରେ ଧରାପଡ଼ିଲେ ଯନ୍ତ୍ରୀ-ସହଯୋଗୀ, ବିଲ୍‌ କରାଇବା ପାଇଁ କହି…

ଖଣ୍ଡପଡ଼ା,୧୭ା୫: ନୟାଗଡ଼ର ଭାପୁର ଆରଡବ୍ଲ୍ୟୁ ସେକ୍ସନ, କନିଷ୍ଠ ଯନ୍ତ୍ରୀ କେଶବ ସୁବୁଦ୍ଧି ଏବଂ ତାଙ୍କ ସହଯୋଗୀ ଆଶୁତୋଷ ବଳିଆରସିଂଙ୍କୁ ଓଡ଼ିଶା ଭିଜିଲାନ୍ସ ପକ୍ଷରୁ ଗିରଫ କରାଯାଇଛି। ନୟାଗଡ଼…

କୋଇଲା ବ୍ୟବସାୟୀଙ୍କ ଘର ଉପରକୁ ଗୁଳିମାଡ଼

ସୁନ୍ଦରଗଡ଼, ୧୭।୫ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ସହରର ପ୍ରତିଷ୍ଠିତ କୋଇଲା ପରିବହନ ବ୍ୟବସାୟୀ ସଞ୍ଜୟ ନନ୍ଦ (ପିଲୁ)ଙ୍କ ବାସଭବନ ଉପରକୁ ଶନିବାର ବିଳମ୍ବିତ ରାତିରେ ଗୁଳିମାଡ଼…

ବାଇକରେ ଆସି ଛେଳି ଗୁହାଳରେ ନିଆଁ ଲଗାଇଲେ ଦୁର୍ବୃତ୍ତ

ଅମରପାଲି, ୧୭।୦୫ (ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ସୁବଳୟା ଥାନା ଅନ୍ତର୍ଗତ ସଂଗ୍ରାମପୁର ପଞ୍ଚାୟତର ଦୁର୍ଗାଦେବୀପାଲି ଗ୍ରାମରେ ଜଣେ ଚାଷୀଙ୍କ ଛେଳି ଗୁହାଳରେ ଦୁର୍ବୃତ୍ତମାନେ ନିଆଁ ଲଗାଇଦେଇଥିବା…

ରାୟଗଡ଼ା ଲିଙ୍ଗମଝୋଲା ଗାଁରେ ହାତୀ ଉପଦ୍ରବ: ଘର ଭାଙ୍ଗିଲେ, ଲେକେ ଦୌଡ଼ିଲେ

କଲ୍ୟାଣସିଂହପୁର, ୧୭।୫ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ପାର୍ସଲି ପଞ୍ଚାୟତର ଲିଙ୍ଗମଝୋଲା ଗାଁରେ ହାତୀ ଆତଙ୍କ ଦେଖାଦେଇଛି। ରାତି ଅଧରେ ଏକ ୧୦ଟିକିଆ…

ପୁରୀରୁ ଶଶୁର ଘରକୁ ଫେରୁଥିଲେ: ଟ୍ରଲର-କାର ମୁହାଁମୁହିଁ ଧକ୍କା, ୨ ମୃତ ୩ ଗୁରୁତର

ପାପଡ଼ାହାଣ୍ଡି, ୧୭।୫ (ସ୍ୱପ୍ନଜିତ ପଟ୍ଟନାୟକ): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ୍ ଜିଟିକିଗୁଡ଼ା ଜାତୀୟ ରାଜପଥ ନିକଟରେ ଏକ ଟ୍ରଲର ଓ କାର୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି।…

ସକାଳୁ ସକାଳୁ ପୋଖରୀରେ ଭାସୁଛି କ୍ଷୁଦ୍ର ଜଳସେଚନ ବିଭଗ ଅବସରପ୍ରାପ୍ତ କର୍ମଚାରୀଙ୍କ ମୃତଦେହ

ଭବାନୀପାଟଣା,୧୭।୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ପୁରୁଣା ପଡାସ୍ଥିତ ସାନବନ୍ଧରୁ ରବିବାର ସକାଳୁ ଜଣେ ବୃଦ୍ଧଙ୍କ ମୃତ ଦେହ ଉଦ୍ଧାର କରାଯାଇଛି। ତାଙ୍କ ନାମ ପୂର୍ଣ୍ଣଚନ୍ଦ୍ର…

ସକାଳୁ ସକାଳୁ ଏନକାଉଣ୍ଟର: କୁଖ୍ୟାତ ଅପରାଧୀଙ୍କ ଗୋଡ଼ରେ ବାଜିଲା ଗୁଳି…

ସମ୍ବଲପୁର, ୧୭।୫ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲା  ବୁର୍ଲା ଥାନା ଅଞ୍ଚଳରେ ରବିବାର ଭୋର ସମୟରେ ଏନକାଉଣ୍ଟର ହୋଇଛି। ଜଣେ କୁଖ୍ୟାତ ଅପରାଧୀଙ୍କୁ ଏହି ଏନକାଉଣ୍ଟର ହୋଇଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri