ଅମାନିଆଙ୍କୁ ଜରିମାନା

କୁଆମରା, ୬।୫(ଡି.ଏନ.ଏ.)-ଅମାନିଆଙ୍କୁ ନିୟନ୍ତ୍ରଣକୁ ଆଣିବା ପାଇଁ ଖୁଣ୍ଟା ଥାନା ପକ୍ଷରୁ ପ୍ରୟାସ ଜାରି ରହିଛି। ବିନା ହେଲମେଟ ଓ ମାସ୍କ ପିନ୍ଧି ନ ଥିବା ବାଇକ ଚାଳକଙ୍କ ଉପରେ ବୁଧବାର ପୁରୁଣା ବାରିପଦା ବଜାରଠାରେ ଜୋରଦାର ଚେକିଂ କରାଯାଇଥିଲା। ଏସଆଇ ସୌମ୍ୟ ରଞ୍ଜନ ଭୋଳଙ୍କ ତତ୍ତ୍ୱାବଧାନରେ ମୋଟ ୧୮ ଜଣଙ୍କଠାରୁ ୯୦୦୦ ଟଙ୍କା ଜରିମାନା ଆଦାୟ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୧୦ଥର ଆବେଦନ କରି ନିରାଶ ଘଟ୍‌ନା: ଭତା ପାଏଲେ ବୁରୁଧ୍‌ ଦମ୍ପତି

ଗଣ୍ଡତୁରୁମ, ୨୩।୩ (ଡି.ଏନ୍‌.ଏ.)- ବରଗଡ଼ ଜିଲା ଭେଡ଼େନ ବ୍ଲକ ମହୁଲପାଲି ଗାଁର ଘନ ଦେହେରୀ(୯୦) ଆର ତାକର ମାଏକିନା ସାଲିଣି(୮୫)। ଦମ୍ପତି ଭତାର ଲାଗି ପାଖାପାଖି...

କାଗଜ କଲମରେ ସୀମିତ ଗାଁ କଲ୍ୟାଣ ସମିତି

ନାଉଗଁ।,୫ା୧୨(ସ୍ବ.ପ୍ର.): ଜାତୀୟ ଗ୍ରାମୀଣ ସ୍ବାସ୍ଥ୍ୟ ମିଶନ ପକ୍ଷରୁ ୨୦୦୭ରେ ନାଉଗଁ। ବ୍ଲକରେ ଗଠନ କରାଯାଇଥିଲା ଗଁ। କଲ୍ୟାଣ ସମିତି। ଏହାର ମୂଳ ଲକ୍ଷ୍ୟ ଥିଲା ଗଁ।...

ବ୍ୟାଙ୍କ ସମ୍ମୁଖରୁ ଦେଢ଼ ଲକ୍ଷରୁ ଅଧିକ ଟଙ୍କା ଝାମ୍ପିନେଲେ

ଟିଟିଲାଗଡ଼,୭।୪(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଟିଟିଲାଗଡ଼ସ୍ଥିତ ବ୍ୟାଙ୍କ ସମ୍ମୁଖରୁ ବୁଧବାର ପୂର୍ବାହ୍ନରେ ୧,୫୯,୫୦୦ ଟଙ୍କା ଝାମ୍ପି ନେଇଛନ୍ତି ଲୁଟେରା। ଟିଟିଲାଗଡ଼ ବାସିନ୍ଦା ପ୍ରଦୀପ୍ତ ଜେନା ଟଙ୍କା ବ୍ୟାଗ୍‌...

ରାଜସ୍ଥାନ କଂଗ୍ରେସରେ ଫାଟ: ପାଇଲଟଙ୍କୁ କରାଯାଉ ମୁଖ୍ୟମନ୍ତ୍ରୀ

ଜୟପୁର, ୫।୬: ଲୋକ ସଭା ନିର୍ବାଚନରେ ଶୋଚନୀୟ ପରାଜୟ ପରେ କଂଗ୍ରେସରେ ଫାଟ ସୃଷ୍ଟି ହୋଇଛି। ରାଜସ୍ଥାନ ବିଧାନସଭା ନିର୍ବାଚନରେ ବିଜୟ ହାସଲ କରି ସରକାର...

ଗର୍ଭସ୍ଥ ଶିଶୁ ଓ ମା’ଙ୍କ ମୃତ୍ୟୁ ଘଟଣା: ଆମ୍ବୁଲାନ୍ସ ଚାଳକ ନିଲମ୍ବିତ

ବାଙ୍ଗିରିପୋଷି,୭ା୧୦(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧୀନ ହାଣଦା ଗ୍ରାମର ଜଣେ ଗର୍ଭବତୀଙ୍କୁ ନେଇ ଡାକ୍ତରଖାନା ଯିବା ବାଟରେ ଆମ୍ବୁଲାନ୍ସରୁ ତେଲ ସରିଯାଇଥିଲା। ଆମ୍ବୁଲାନ୍ସଟି ଅଧାବାଟରେ...

ଭୁଲ ଔଷଧ ବିତରଣକୁ ନେଇ ଉତ୍ତେଜନା, ବସ୍ତା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ମୁଖ୍ୟ ଫାଟକ ବନ୍ଦକଲେ ଗ୍ରାମବାସୀ

ବସ୍ତା, ୨୧।୧୨(ଡି.ଏନ୍‌.ଏ. ): ବାଲେଶ୍ୱର ଜିଲା ବସ୍ତାସ୍ଥିତ ବସ୍ତା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭୁଲ ଔଷଧ ବିତରଣକୁ ନେଇ ସୋମବାର ସକାଳେ ଉତ୍ତେଜନା ଦେଖାଦେଇଛି। ମିଳିଥିବା...

ବସ୍ତାରୁ ମିଳିଲା ମହିଳାଙ୍କ ମୃତଦେହ, ପୋଲିସର ତଦନ୍ତ ଆରମ୍ଭ

ରାଜନଗର, ୨୮।୬(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ଡେରା ପଞ୍ଚାୟତ କାଠୁଆଗଣ୍ଡ ଫରେଷ୍ଟ ବିଟ୍‌ ନିକଟରୁ ଏକ ବସ୍ତାରୁ ଜଣେ ମହିଳାଙ୍କ ମୃତଦେହ ଶନିବାର ଉଦ୍ଧାର...

କ୍ଷେତରେ ଚାଲିଗଲା ଚାଷୀଙ୍କ ଜୀବନ

ସଇଁତଳା,୪।୭: ବଲାଙ୍ଗୀର ଜିଲା ସଇଁତଳା ବ୍ଲକ ବେଲଗାଁ ପଞ୍ଚାୟତ ଅନ୍ତର୍ଗତ ପିପୃଟ କୁସମମୁଣ୍ଡା ଗାଁରେ ବଜ୍ରପାତ ଘଟି ରବିବାର ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ...

Advertisement
Archives

Model This Week