ଅମାନିଆଙ୍କୁ ଦଣ୍ଡ: ଭଦ୍ରକ ସହରରେ ଶତାଧିକ ବାଇକ ଜବତ, ୨ ହଜାର ଟଙ୍କା ଲେଖାଏ ଜରିମାନା ଆଦାୟ

ଭଦ୍ରକ ଅଫିସ, ୭ା୪- ଭଦ୍ରକ ଟାଉନ ପୋଲିସ ଦ୍ୱାରା ମଙ୍ଗଳବାର ସହରର ବିଭିନ୍ନ ଅଞ୍ଚଳରୁ ଶତାଧିକ ବାଇକ ଜବତ କରାଯାଇଛି। ପ୍ରଶାସନିକ କଟକଣା ସତ୍ତ୍ୱେ ବାଇକ୍‌ଧାରୀମାନେ ବଜାରରେ ପ୍ରବେଶ କରି ଅଯଥାରେ ଭିଡ଼ ଜମାଉଥିବା କାରଣରୁ ପୋଲିସ ଏହି ବାଇକ୍‌ଗୁଡ଼ିକ ଜବତ କରିଛି। ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତିରେ ୨ ହଜାର ଟଙ୍କା ଲେଖାଏ ଜରିମାନା ସଂଗ୍ରହ ପରେ ଉକ୍ତ ବାଇକ୍‌ଗୁଡ଼ିକ ଛଡ଼ାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରତିଷ୍ଠିତ ବ୍ୟବସାୟୀଙ୍କୁ ଅପହରଣ, ଲୋକେସନ୍‌ ଟ୍ରାକ୍‌ କରି ତନାଘନା ଚଳାଇଛି ପୋଲିସ

ବଲାଙ୍ଗୀର,୧୫ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ନରେନ୍ଦ୍ର ସାହୁ (ଗୁଣ୍ଡା)ଙ୍କୁ କିଛି ଲୋକ ଅପହରଣ କରିଥିବା ପରିବାର ଲୋକେ ସନ୍ଦେହ କରି ବଲାଙ୍ଗୀର ଟାଉନ ଥାନାରେ…

ଉତ୍କଳ ଗୌରବ ମଧୁସୂଦନ ଦାସ ଉଚ୍ଚ ବିଦ୍ୟାଳୟରେ ଫରଫର ଉଡ଼ିଲା ତ୍ରିରଙ୍ଗା, ଦେଶପ୍ରେମୀଙ୍କ ବଳିଦାନ ପାଇଁ ଆଜି…

ଦାରିଙ୍ଗବାଡ଼ି,୧୫ା୮(ଅରୁଣ ସାହୁ): ଦେଶ ଆଜି ପାଳୁଛି ୮୦ତମ ସ୍ବାଧୀନତା ଦିବସ। ଏଥିପାଇଁ ପଲ୍ଲୀଠାରୁ ଦିଲ୍ଲୀ ପର୍ଯ୍ୟନ୍ତ ଉତ୍ସବ ମୁଖର ହୋଇପଡ଼ିଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…

ଯୁବଗୋଷ୍ଠୀ ହିଁ ଆମ ରାଷ୍ଟ୍ରର ମହାନ ଶକ୍ତି: ଉପମୁଖ୍ୟମନ୍ତ୍ରୀ

ସୁନ୍ଦରଗଡ,୧୫।୮(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ସଦରମହଟୁମାରେ ୮୦ତମ ସ୍ବାଧୀନତା ଦିବସ ସମାରୋହ ହର୍ଷଉଲ୍ଲାସ ମଧ୍ୟରେ ପାଳିତ ହୋଇଯାଇଛି। ସୁନ୍ଦରଗଡ ସରକାରୀ ମହାବିଦ୍ୟାଳୟ ସମ୍ମୁଖ ଯାତରା ପଡିଆଠାରେ…

ବିଭିନ୍ନ ସ୍ଥାନରେ ସ୍ବାଧୀନତା ଦିବସ ପାଳିତ: କୃତୀ ପ୍ରତିଯୋଗୀ ପୁରସ୍କୃତ

ଭଞ୍ଜନଗର, ୧୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡ଼ିଆରେ ଶନିବାର ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରା…

ସାଇବର ଠକେଇରୁ କେମିତି ରହିବେ ସୁରକ୍ଷିତ: ‘ସାଇବର ସେଫ୍ଟି କ୍ୟାମ୍ପେନ ଓଡ଼ିଶା-୨୦୨୬’ ପାଳିତ

କେସିଙ୍ଗା, ୧୫/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଆଦର୍ଶ ଥାନା ପକ୍ଷରୁ ‘ସାଇବର ସେଫ୍ଟି କ୍ୟାମ୍ପେନ ଓଡ଼ିଶା-୨୦୨୬’ ଅବସରରେ ଏକ ସାଇବର ସଚେତନତା କାର୍ଯ୍ୟକ୍ରମ ହୋଇଯାଇଛି।…

ସରକାରୀ ପୋଲ ପୋତି ଦେବାରୁ ରାସ୍ତାରେ ଜମୁଛି ପାଣି: ବିପଦ ଆଶଙ୍କା

କେସିଙ୍ଗା, ୧୫/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ବ୍ଲକ ତାଲଭଅଁରା ସାହାଜପାଟି ଗ୍ରାମ ନିକଟ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କରେ ଥିବା ସରକାରୀ ପୋଲକୁ ମାଟି ପକାଇ…

ପତାକା ଉତ୍ତୋଳନ ପାଇଁ ଲୁହା ପାଇପ୍‌ ଆଣୁଥିଲେ ଶିକ୍ଷକ, ବାଜିଲା ବିଦ୍ୟୁତ ତାର: ଆଉ ତା’ପରେ ଘଟିଲା…

ସିମୁଳିଆ, ୧୫।୮(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ ମଇତାପୁର ଅଞ୍ଚଳରେ ପ୍ରତିଷ୍ଠିତ ରୟାଲ ହାଇସ୍କୁଲ ଓ ରୟାଲ ପବ୍ଲିକ ସ୍କୁଲ ନାମକ ଏକ ଘରୋଇ…

ମୌଳିକ ସୁବିଧାରୁ ବଞ୍ଚିତ ୩ ଗାଁ: ଦୀପ ତଳ ଅନ୍ଧାର

ଦାରିଙ୍ଗବାଡି,୧୫।୮(ଅରୁଣ ସାହୁ): ରାଜ୍ୟ ଓ କେନ୍ଦ୍ର ସରକାର ସମସ୍ତ ଗାଁଠାରୁ ସହରକୁ ଯୋଡିବା ପାଇଁ କଚ୍ଚା ରାସ୍ତାକୁ ପକ୍କା ରାସ୍ତା ନିର୍ମାଣ କରୁଛନ୍ତି। କିନ୍ତୁ ଏଭଳି ୩ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri