ଅମିତାଭଙ୍କ ଅନୁରୋଧରେ ହିନ୍ଦୀ ଫିଲ୍ମ ଦେଖିଥିଲେ ମୋଦି

ମୁମ୍ବାଇ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ତାଙ୍କର ୬୯ ତମ ଜନ୍ମ ଦିନ ପାଳନ କରୁଥିବା ବେଳେ ସବୁଆଡୁ ତାଙ୍କ ନିକଟକୁ ଛୁଟିଛି ଶୁଭେଚ୍ଛାର ସୁଅ। ବଲିଉଡ୍‌ ମଧ୍ୟ ମୋଦିଙ୍କୁ ଶୁଭେଚ୍ଛା ଜଣାଇଛି। ଏହି କ୍ରମରେ ମୋଦିଙ୍କ ବଲିଉଡ୍‌ ସହ ଥିବା ସମ୍ପର୍କ କଥା ଯଦି ଆଲୋଚନା କରାଯାଏ ତେବେ ନିକଟରେ ଏକ ସାକ୍ଷାତ୍‌କାରରୁ ଏହା ଜଣାପଡିଥିଲା। କିଛିଦିନ ପୂର୍ବେ ବଲିଉଡ୍‌ ଖିଲାଡି ବୟ ଅକ୍ଷୟ କୁମାର ମୋଦିଙ୍କ ସହ ଏକ ସାକ୍ଷାତ୍‌କାରରେ ତାଙ୍କୁ ପଚାରିଥିଲେ ଯେ ସେ ବଲିଉଡ୍‌ ମୁଭି ଦେଖନ୍ତି ନା ନାହିଁ। ହେଲେ ଉତ୍ତରରେ ମୋଦି କହିଥିଲେ ଏବେ ତାଙ୍କୁ ସମୟର ଅଭାବ ଯୋଗୁ ସେ ସିନେମା ଦେଖି ପାରୁ ନାହାଁନ୍ତି। ଶେଷଥର ପାଇଁ ବଲିଉଡ୍‌ ମହାନାୟକ ଅମିତାଭ ବଚ୍ଚନ ତାଙ୍କୁ ନିଜ ଅଭିନୀତ ମୁଭି ‘ପା’ ଦେଖିବା ପାଇଁ ଅନୁରୋଧ କରିଥିଲେ ବୋଲି ସେ କହିଥିଲେ। ସେମିତି ଅନୁପମ ଖେରଙ୍କ ସହ ମୋଦି ‘ଏ ଓ୍ବେଡନେଶଡେ’ ମଧ୍ୟ ଦେଖିବାକୁ ଯାଇଥିବା କହିଥିଲେ। ଅନ୍ୟପଟେ ଅକ୍ଷୟ ଯେତେବେଳେ ତାଙ୍କୁ ପଚାରିଥିଲେ କେଉଁ ହିନ୍ଦୀ ଗୀତ ତାଙ୍କୁ ଗୁଣୁଗୁଣେଇବାକୁ ଭଲଲାଗେ ସେଥିରେ ସେ ୧୯୬୧ ମସିହାରେ ଲତା ମଙ୍ଗେସକର ଗାଇଥିବା ୨ଟି ଗୀତ ବିଷୟରେ କହିଥିଲେ। ତେଣୁ ଏଥିରୁ ଅନୁମାନ କରାଯାଇ ପାରେ ଯେ ମୋଦିଙ୍କର ମନୋରଞ୍ଜନ ଦୁନିଆ ପ୍ରତି ଏତେଟା ଆକର୍ଷଣ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାହୀ ଯନ୍ତ୍ରୀଙ୍କ ଅମାପ ସମ୍ପତ୍ତି: ୨୩ କୋଠରୀ ବିଶିଷ୍ଟ ୪ ମହଲା ଲଜ୍‌ ସହ ୮ଟି ପ୍ଲଟ୍‌ ଠାବ

କୋରାପୁଟ/ବଲାଙ୍ଗୀର, ୧୩।୭ (ଅମିତାଭ ବେହେରା/ସୁନିଲ କୁମାର ମହାନ୍ତି): ଓଡ଼ିଶା କନଷ୍ଟ୍ରକ୍ସନ୍ କର୍ପୋରେସନ୍‌ (OCCL)ର ନିର୍ବାହୀ ଯନ୍ତ୍ରୀ ସଞ୍ଜୟ କୁମାର କିସପଟ୍ଟାଙ୍କ ବିରୋଧରେ ଆୟବହିର୍ଭୂତ ସମ୍ପତ୍ତି ଠାବ ଅଭିଯୋଗରେ…

୪ ଦିନ ଯାଏ ରାଜ୍ୟରେ ପ୍ରବଳ ବର୍ଷା: ଏହି ସବୁ ଜିଲାରେ ୨୪ ଘଣ୍ଟାରେ…

ଭୁବନେଶ୍ୱର, ୧୩।୭: ୪ ଦିନ ଯାଏ ରାଜ୍ୟରେ ପ୍ରବଳ ବର୍ଷା । ୨୪ ଘଣ୍ଟା ପାଇଁ ୧୪ ଜିଲାକୁ ୟେଲୋ ୱାର୍ନିଂ ଜାରି କରାଯାଇଛି। ତେବେ କେନ୍ଦୁଝର,…

ନିଜେ ରୋଲର ଚଲାଇ ଡ୍ରଗ୍ସ ନଷ୍ଟ କଲେ ମୁଖ୍ୟମନ୍ତ୍ରୀ: ୧୦ ଦିନ ମଧ୍ୟରେ ୪୭୨ କୋଟିର…

ଗୁଆହାଟୀ,୧୩।୭: ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ସର୍ମା ନାଲବାରୀ ଜିଲାର ଦୌଲାସାଲସ୍ଥିତ ୧୪ତମ ଆସାମ ପୋଲିସ ବାଟାଲିୟନରେ ଏକ ରାଜ୍ୟସ୍ତରୀୟ ନିଶା ନିବାରଣ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି।…

ବଲାଙ୍ଗୀର ସହରର ବ୍ୟବସାୟୀଙ୍କ ମିଳୁନି ପତ୍ତା : କଲ୍ କଲେ ଫୋନ ସ୍ୱିଚ୍‌ ଅଫ୍‌

ବଲାଙ୍ଗୀର, ୧୩।୭ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ପ୍ୟାଲେସ ଲାଇନ୍ ଅଞ୍ଚଳର ବାସିନ୍ଦା ତଥା ବ୍ୟବସାୟୀ ମୃତ୍ୟୁଞ୍ଜୟ ପଟ୍ଟନାୟକ ରବିବାରଠାରୁ ନିଖୋଜ ଥିବା ନେଇ ଅଭିଯୋଗ…

ଅସୁସ୍ଥ ମା’, ଗ୍ରୁପ୍ ଋଣ ଚିନ୍ତାରେ ଏମିତି କାଣ୍ଡ କରିଦେଲେ ପୁଅ

ଭଞ୍ଜନଗର,୧୩।୭ (ବାବୁଲା ପ୍ରଧାନ): ଆର୍ଥିକ ଅନାଟନରେ ପଡ଼ି ମଣିଷ ଅନେକ ସମୟରେ ଭୁଲ ପଦକ୍ଷେପ ନେଇଥାଏ। ପରବର୍ତ୍ତୀ ସମୟରେ ତାହାର ପରିଣାମ ଭୟାବହ ହୋଇଥାଏ। ଏଭଳି ଏକ…

କନ୍ଧମାଳ ଏମ୍‌ପି ସୁକାନ୍ତ କୁମାର ପାଣିଗ୍ରାହୀଙ୍କ ୨ ଦିନିଆ ଦାରିଙ୍ଗବାଡି ଗସ୍ତ: ବିଭିନ୍ନ ପ୍ରକଳ୍ପର ଉଦ୍ଘାଟନ, ରଥଯାତ୍ରାରେ ଦେବେ ଯୋଗ

ଦାରିଙ୍ଗବାଡ଼ି, ୧୩।୭ (ଅରୁଣ ସାହୁ): କନ୍ଧମାଳ ଏମ୍‌ପି ସୁକାନ୍ତ କୁମାର ପାଣିଗ୍ରାହୀଙ୍କ  ୨ ଦିନିଆ ଦାରିଙ୍ଗବାଡି ଗସ୍ତ  କାର୍ଯ୍ୟକ୍ରମ ରହିଛି | ଏହାକୁ ନେଇ କନ୍ଧମାଳ ଜିଲାର…

ହୋଟେଲ ରୁମରେ ଅନ୍ୟ ମହିଳାଙ୍କ ସହ ସ୍ବାମୀଙ୍କୁ ଦେଖିଲେ ସ୍ତ୍ରୀ; ତା’ପରେ ହୋଟେଲରୁ ପୋଲିସ ଷ୍ଟେଶନ…

ଇନ୍ଦୋର,୧୩।୭: ମଧ୍ୟପ୍ରଦେଶର ରେୱାର ସମନ ପୋଲିସ ଷ୍ଟେଶନ ଅଞ୍ଚଳର ଏକ ହୋଟେଲରେ ଜଣେ ମହିଳା ପହଞ୍ଚି ତାଙ୍କ ସ୍ବାମୀଙ୍କୁ ଅନ୍ୟ ମହିଳାଙ୍କ ସହିତ ଥିବା ଅଭିଯୋଗ କରି…

ମହାକାଳପଡ଼ା ବିଡିଓ ଓ ଆଇଆଇସିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି: ଆମରଣ ଅନଶନରେ ସରପଞ୍ଚ ଚାମେଲୀ ଓଝା

ଭୁବନେଶ୍ୱର,୧୨।୭: କେନ୍ଦ୍ରାପଡ଼ା ଜିଲା  ମହାକାଳପଡ଼ା ବ୍ଲକ୍ ଅନ୍ତର୍ଗତ ତିଖିରୀ ଗ୍ରାମ ପଞ୍ଚାୟତର ସରପଞ୍ଚ ଚାମେଲୀ ଓଝା ନିଜର ବିଭିନ୍ନ ଦାବି ପୂରଣ ଦାବିରେ ଭୁବନେଶ୍ୱର ଲୋୟର ପିଏମଜିଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri