ଅମିତାଭଙ୍କ ଫଟୋ ଦେଖି ରେଖା କହିଲେ ଡେଞ୍ଜର ଜୋନ୍‌: ଭିଡିଓ ଭାଇରାଲ

ମୁମ୍ବାଇ: ବଲିଉଡ୍‌ ନାୟିକା ରେଖା ଓ ନାୟକ ଅମିତାଭ ବଚ୍ଚନଙ୍କ ପ୍ରେମ କାହାଣୀ ସମସ୍ତଙ୍କୁ ଅଳ୍ପ ବହୁତେ ଜଣା। ଏମାନଙ୍କ ପ୍ରେମ, ବିବାହର ରୂପ ନେଇପାରି ନ ଥିବା ବେଳେ ଏବେବି ଏହା କେବେ କେବେ ଆଲୋଚନାର ପରିସରକୁ ଚାଲିଆସିଥାଏ। ଏବେ ଏମିତି ଏକ ଭିଡିଓ ଭାଇରାଲ ହୋଇଛି ଯାହାକୁ ଦେଖିବା ପରେ କେହି ନ ହସି ରହି ପାରୁ ନାହାନ୍ତି। ଉକ୍ତ ଭିଡିଓରେ ଅମିତାଭଙ୍କ ଫଟୋ ଦେଖି ରେଖା ଏମିତି ମଜା କରିଛନ୍ତି ଯାହାକୁ ଦେଖିଲେ ଆପଣାଛାଏଁ ସମସ୍ତେ ହସି ପକାଉଛନ୍ତି। ନିକଟରେ ଖ୍ୟାତନାମା ଫଟୋଗ୍ରାର ଡବ୍ବୁ ରତନାନୀଙ୍କ ଚଳିତ ବର୍ଷ ଅର୍ଥାତ୍‌ ୨୦୨୦ର କ୍ୟାଲେଣ୍ଡର ଲଞ୍ଚିଙ୍ଗ ସେରିମନିରେ ବହୁ ବଲିଲଡ୍‌ ସେଲିବ୍ରିଟି ଯୋଗ ଦେଇଥିଲେ। ଏହି ସମୟରେ ରେଖା ଫଟୋ ପାଇଁ ପୋଜ୍‌ ହେବା ସମୟରେ ତାଙ୍କ ପଛରେ ଅମିତାଭଙ୍କ ଫଟୋ ଥିବା ଦେଖିଥିଲେ। ଆଉ ମଜା କରିବାକୁ କହିଥିଲେ ଏହା ଡେଞ୍ଜର ଜୋନ୍‌। ଏହା କହିବା ସହ ରେଖା ସେଠାରୁ ପଳାଇ ଯାଇଥିଲେ। ଏବେ ଏହି ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବା ପରେ ପୁଣିଥରେ ରେଖା-ଅମିତାଭଙ୍କ ପ୍ରେମ କାହାଣୀ ଚର୍ଚ୍ଚାକୁ ଆସିଛି।


Enter your email to get our daily news in your inbox.

All Right Reserved By Dharitri.Com

ଖୋଜୁଛନ୍ତି ହ୍ରିତିକ

ଏବେ ଏକ ନୂଆ ମିଶନରେ ବ୍ୟସ୍ତ ଅଛନ୍ତି ହ୍ରିତିକ ରୋଶନ। ତାହା କ’ଣ ଜାଣନ୍ତି ? ସେ ଏକ ଦମଦାର ବାୟୋପିକ୍‌ କାହାଣୀ ଖୋଜିବାରେ ବ୍ୟସ୍ତ...

ରିହାନା କିଣିଲେ ନୂଆ ଘର, ଦାମ୍‌ ଜାଣିଲେ…

ଭାରତରେ ଚାଲିଥିବା କିଷାନ ଆନ୍ଦୋଳନ ସମ୍ପର୍କରେ ଟୁଇଟ୍‌ କରି ଚର୍ଚ୍ଚାକୁ ଆସିଥିବା ଅନ୍ତର୍ଜାତୀୟ ପପ୍‌ ଷ୍ଟାର ରିହାନା ଏବେ ନିଜ ଘରକୁ ନେଇ ଚର୍ଚ୍ଚାକୁ ଆସିଛନ୍ତି।...

ନିଜଠାରୁ ୩ ବର୍ଷ ବଡ ନାୟିକାଙ୍କୁ ପ୍ରେମ କରୁଛନ୍ତି ଭିକ୍କି !

ମୁମ୍ବାଇ: ବଲିଉଡ୍‌ ଦୁନିଆରେ ଲଭ୍‌, ରିଲେଶନଶିପ ଆଦିକୁ ନେଇ ସବୁବେଳେ ଚାଲିଥାଏ ଗସିପ୍‌। ଏବେ ଏମିତି ଏକ ଗସିପ୍‌ ଶୁଣିବାକୁ ମିଳିଛି ଯାହା ସୋସିଆଲ ମିଡିଆରେ...

ସତ ହେଲା ଆକଳନ

ଅଭିନେତା ଦେବାଶିଷ ପାତ୍ର। ସବ୍ୟସାଚୀ ମହାପାତ୍ରଙ୍କ ନିର୍ଦ୍ଦେଶିତ ‘ଜୟ ଜଗନ୍ନାଥ’ ଚଳଚ୍ଚିତ୍ରରେ ନାରଦ ଭୂମିକାରୁ ଆରମ୍ଭ ହୋଇଥିଲା ତାଙ୍କର ବଡ଼ ପରଦା କ୍ୟାରିୟର। ଇତିମଧ୍ୟରେ ସେ...

ଘାରିଛି ଓ୍ବେବ୍‌ ସିରିଜ ନିଶା

ବବି ଦେଓଲଙ୍କ ବଲିଉଡ୍‌ କ୍ୟାରିୟର ଆରମ୍ଭ ହୋଇଥିଲା ‘ବରସାତ୍‌’ (୧୯୯୫) ଚଳଚ୍ଚିତ୍ରରୁ। ଏଥିରେ ତାଙ୍କର ନାୟିକା ସାଜିଥିଲେ ଟ୍ବିଙ୍କିଲ ଖାନ୍ନା। ଫିଲ୍ମଟିକୁ ମଧ୍ୟ ଆଶାନୁରୂପ ସଫଳତା...

କାନାଗାଁରୁ କଟକ ଷ୍ଟୁଡିଓ

କଟକ ଅଫିସ,୨୧।୯: ବଣମଲ୍ଲୀ, ବଣରେ ମଉଳି ଯାଇନି। ଅପହଞ୍ଚ ଦୁର୍ଗମ ପାହାଡ଼ି ଇଲାକାର ପ୍ରତିଭା ମୁଖ୍ୟସ୍ରୋତକୁ ଆସିଛି। ସୁଦୂର କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ କାନାଗାଁ...

କରେନା ପଜିଟିଭ୍‌ ସ୍ତ୍ରୀଙ୍କ ଏଭଳି ଅବସ୍ଥା ଦେଖି ସାରା ରାତି କାନ୍ଦିଲେ ଏହି ଅଭିନେତା

ବମ୍ବେ: ଅଭିନେତା ହିମାଂଶୁ ସୋନୀଙ୍କ ସ୍ତ୍ରୀ ଶୀତଲ ସିଂ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏବେ ସେ ସୁସ୍ଥ ଥିବା ଜଣାପଡ଼ିଛି। ହେଲେ ସଂକ୍ରମିତ ହେବା...

‘କାନ୍ତାରା’ ଫିଲ୍ମକୁ ପ୍ରଶଂସା କଲେ ଅମିତ ଶାହା

ନୂଆଦିଲ୍ଲୀ,୧୨।୨:ଅଭିନେତା ରିଷଭ ଶେଟ୍ଟୀଙ୍କ ଫିଲ୍ମ ‘କାନ୍ତାରା’ ଦର୍ଶକଙ୍କ ଠାରୁ ବହୁତ ଭଲ ପାଇବା ପାଇଥିଲା। ସମସ୍ତେ ଏହି ଫିଲ୍ମର ପ୍ରଶଂସା କରିଥିଲେ। ଏବେ ଦେଶର ସ୍ବରାଷ୍ଟ୍ରମନ୍ତ୍ରୀ...

Advertisement
Archives

Model This Week