ଅମିତାଭ ବଚ୍ଚନଙ୍କ ବର୍ଷା ଟିପ୍ସ: ଏହି ମନ୍ତ୍ର ଜପନ୍ତୁ, ମିଳିବ ଭଲ ଭଲ ଖାଦ୍ୟ

ବଲିଉଡର ମହାନାୟକ ଅମିତାଭ ବଚ୍ଚନ ସୋସିଆଲ ମିଡିଆରେ ବେଶ୍‌ ଆକ୍ଟିଭ୍‌ ଥାନ୍ତି। ବେଳେବେଳେ ମଜା ମଜା କଥା କହି ଦର୍ଶକଙ୍କ ମନୋରଞ୍ଜନ ମଧ୍ୟ କରିଥାନ୍ତି। ନିକଟରେ ସେ ଏକ ମଜାକିଆ ମନ୍ତ୍ର ନିଜ ଟୁଇଟରରେ ପ୍ରଶଂସକଙ୍କ ସହ ଶେୟାର କରିଛନ୍ତି। ଏବେ ବର୍ଷା ଦିନ ଚାଲିଥିବାରୁ ଏହି ମନ୍ତ୍ର ଜପ କଲେ ଭଲ ଭଲ ଖାଦ୍ୟ ମିଳିବ ବୋଲି ସେ କ୍ୟାପ୍ସନରେ ଲେଖିଛନ୍ତି। ଅମିତାଭ ଲେଖିଥିବା ମନ୍ତ୍ରଟି ଏହିପରି..
‘ତ୍ୱମେବ ଭୁଟ୍ଟା ଚ ଭଜିୟା ତ୍ୱମେବ,
ତ୍ୱମେବ ପୋହା, ଜଲେବି ତ୍ୱମେବ।
ତ୍ୱମେବ କେଚୌରୀ ଚଟନୀ ତ୍ୱମେବ.
ତତତ୍ୱମେବ ସବଂ ମୁର୍ମୁରୀ ନେ ସେବ।’
ବିଗ୍‌ ବିଙ୍କ ଏହି ପୋଷ୍ଟ ଦେଖି ତାଙ୍କ ଫ୍ୟାନମାନେ ମଧ୍ୟ ଖୁବ୍‌ ମଜାକିଆ ଢଙ୍ଗରେ ମେସେଜ୍‌ କରିଛନ୍ତି। ଜଣେ ୟୁଜର୍ସ ଲେଖିଛନ୍ତି, ସାର୍‌ କୋଟିପତି ହେବାର ମନ୍ତ୍ର ଟିକେ କୁହନ୍ତୁ। ଆଉ କିଛି ୟୁଜର୍ସଙ୍କୁ ଅମିତାଭଙ୍କ ମନ୍ତ୍ରୀ ପସନ୍ଦ ଆସିନାହିଁ। ସେମାନେ ଲେଖିଛନ୍ତି ବିଗ୍‌ ବି ହିନ୍ଦୁ ଧର୍ମର ମନ୍ତ୍ରକୁ କଦର୍ଯ୍ୟ ଢଙ୍ଗରେ ଉପସ୍ଥାପନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୪୮ ହଜାର ଟଙ୍କାର ଶାଢ଼ି ପିନ୍ଧି ଫିଲ୍ମ ଶୁଟିଂ କଲେ ଏହି ଅଭିନେତ୍ରୀ

ମୁମ୍ବାଇ: ଅଭିନେତ୍ରୀ କିଆରା ଆଡଭାନୀ ଫିଲ୍ମ ‘ଶେରଶାହ’ରେ ନଜର ଆସିବେ। ଏହି ଫିଲ୍ମର ପ୍ରମୋଶନ କରିଛନ୍ତି। ସୋସିଆଲ ମିଡିଆରେ କିଆରା ଏକ ନୂଆ ଫଟୋ ଶୁଟ୍‌...

ସୋନମଙ୍କ ନୂଆ ଲୁକ୍ ସୋସିଆଲ ମିଡିଆରେ ଭାଇରାଲ

ମୁମ୍ବାଇ: ବଲିଉଡ୍ ନାୟିକା ସୋନମ କପୁର ଏବେ ସୋସିଆଲ ମିଡିଆରେ ଧୁମ୍ ମଚାଇଛନ୍ତି । ନିଜର ଅଭିନୟ ସାଙ୍ଗକୁ ଫ୍ୟାଶନ ଷ୍ଟେଟମେଣ୍ଟକୁ ନେଇ ଅଧିକାଂଶ ସମୟରେ...

ଭକ୍ତିଗୀତି ଆଲବମ୍‌ ‘ଦିବ୍ୟ ଦ୍ୟୋତନା’

ଭୁବନେଶ୍ବର: ଶ୍ରୀଶ୍ରୀଠାକୁର ଅନୁକୂଳଚନ୍ଦ୍ରଙ୍କ ୧୩୪ତମ ଶୁଭ ଆବିର୍ଭାବ ତିଥି ଅବସରରେ ବୁଧବାର ମୁକ୍ତିଲାଭ କରିଛି ଭକ୍ତିଗୀତି ଆଲବମ୍‌ ‘ଦିବ୍ୟ ଦ୍ୟୋତନା’ । ଝାଡ଼ଖଣ୍ଡ ଦେଓଘରସ୍ଥିତ ସତସଙ୍ଗ...

ଇନ୍ଦ୍ରଧନୁ ଓ ରଣବୀର

ରଣବୀର ସିଂ ଏବଂ ଇନ୍ଦ୍ରଧନୁ-ଏହାକୁ ନେଇ ଏବେ ସୋସିଆଲ ମିଡିଆରେ ଚର୍ଚ୍ଚା। ବର୍ତ୍ତମାନ ସେ କପିଳ ଦେବଙ୍କ ବାୟୋପିକ୍‌ ‘ଏଇଟିଥ୍ରୀ’ର ଶୁଟିଂରେ ବ୍ୟସ୍ତ ଅଛନ୍ତି। ନିକଟରେ...

୧୦୦ କୋଟି ଅତିକ୍ରମ କରିବ ‘ଦ କଶ୍ମୀର ଫାଇଲ୍ସ’

ନିର୍ଦ୍ଦେଶକ ବିବେକ ଅଗ୍ନିହୋତ୍ରୀଙ୍କ ଫିଲ୍ମ‘ଦ କଶ୍ମୀର ଫାଇଲ୍ସ’ ବକ୍ସ ଅଫିସରେ ସମସ୍ତ ରେକର୍ଡ ଭାଙ୍ଗିଛି । ଫିଲ୍ମଟି ମାର୍ଚ୍ଚ ୧୧ରେ ରିଲିଜ୍‌ ହୋଇଥିବା ବେଳେ ଏହାକୁ...

କାହିଁକି କମ୍‌ ବୟସରେ ବାହାହେଲେ ଅନୁଷ୍କା

ମୁମ୍ବାଇ: ବଲିଉଡ୍‌ ନାୟିକା ଅନୁଷ୍କା ଶର୍ମା ଓ ଭାରତୀୟ କ୍ରିକେଟ ଦଳର କ୍ୟାପଟେନ୍‌ ବିରାଟ କୋହଲି ପ୍ରାୟ ଦେଢ ବର୍ଷ ହେବ ବିବାହ ବନ୍ଧନରେ ବାନ୍ଧି...

ପରଲୋକରେ ଏହି ପ୍ରସିଦ୍ଧ ଅଭିନେତ୍ରୀ

ବଲିଉଡ୍‌ର ପ୍ରସିଦ୍ଧ ଅଭିନେତ୍ରୀ ଶଶିକଳାଙ୍କ ପରଲୋକ ଘଟିଛି। ମୃତ୍ୟୁବେଳକୁ ତାଙ୍କୁ ୮୮ ବର୍ଷ ହୋଇଥିଲା। ମୁମ୍ବାଇର ଏକ ହସ୍ପିଟାଲରେ ତାଙ୍କ ପରଲୋକ ଘଟିଥିବା ପରିବାର ଲୋକ...

ବଲିଉଡ୍‌ରେ ଡେବ୍ୟୁ କରିବେ ଲୋକପ୍ରିୟ ଶ୍ରୀଲଙ୍କା ଗାୟିକା ୟୋହାନି

ମୁମ୍ବାଇ: ‘ମାନିକେ ମାଗେ ହିତେ’ ଗାଇ ଚର୍ଚ୍ଚାରେ ଥିବା ଶ୍ରୀଲଙ୍କା ଗାୟିକା ୟୋହାନି ଏବେ ବଲିଉଡ୍‌ରେ ଏଣ୍ଟ୍ରି କରିବାକୁ ଯାଉଛନ୍ତି । ସୋସିଆଲ ମିଡ଼ିିଆରେ ତାଙ୍କ...

Advertisement
Archives

Model This Week