ଅମିତ ଶାହଙ୍କୁ ଟିପ୍ସ ଦେଲେ ଅକ୍ଷୟ କୁମାର, ସନ୍ଧ୍ୟା ୬.୩୦ ପରେ ଖାଦ୍ୟ ଖାଆନ୍ତୁ ନାହିଁ

ବଲିଉଡ୍‌ ଅଭିନେତା ଅକ୍ଷୟ କୁମାର ନିଜ ଫିଟ୍‌ନେସ୍‌ ଉପରେ ସର୍ବଦା ଧ୍ୟାନ ଦିଅନ୍ତି। ଠିକ୍‌ ସମୟରେ ଖାଇବା ଏବଂ ଶୋଇବାକୁ ନେଇ ସେ ବେଶ୍‌ ସତର୍କ ଥାନ୍ତି। ଏକପରିକି କୌଣସି ଫିଲ୍ମ ସାଇନ୍‌ କରିବା ପୂର୍ବରୁ ସେ ନିର୍ଦ୍ଦେଶକଙ୍କ ସହ ଟାଇମ୍‌ ଟେବୁଲ୍‌କୁ ନେଇ ଆଗ କଥାବାର୍ତ୍ତା ହୁଅନ୍ତି। ନିକଟରେ ଅକ୍ଷୟ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କୁ ଏକ ଟିପ୍ସ ଦେଇଛନ୍ତି। ଏକ ସାକ୍ଷାତକାରରେ ତାଙ୍କୁ ଅମିତ ଶାହଙ୍କ ବାବଦରେ ପଚରାଯାଇଥିଲା। ଏହାର ଉତ୍ତରରେ ଅକ୍ଷୟ ଶାହଙ୍କୁ ସନ୍ଧ୍ୟା ୬.୩୦ ପରେ ନ ଖାଇବାକୁ ପରାମର୍ଶ ଦେଇଛନ୍ତି। କାରଣ ଆମ ଶାସ୍ତ୍ରରେ ଅଛି ସୂର୍ଯ୍ୟାସ୍ତ ପରେ ଖ୍ୟାଦ୍ୟ ନ ଗ୍ରହଣ କରିବାକୁ କୁହାଯାଇଛି। ଏହା ଆପଣଙ୍କୁ ଫିଟ୍‌ ରଖିବାରେ ସାହାଯ୍ୟ କରେ ବୋଲି ସେ କହିଛନ୍ତି। ଅମିତ ଜୀ ଦେଶର ଏକ ଗୁରୁତ୍ତ୍ୱପୂର୍ଣ୍ଣ ବ୍ୟକ୍ତି ହୋଇଥିବାରୁ ସେ ନିଜର ଯତ୍ନ ନେବା ଉଚିତ୍‌ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆବର୍ଷରୁ ଶନିଙ୍କ ସାଢେ ସାତ ଚାଲି ଆରମ୍ଭ; ଏହି ୩ ରାଶିର ଖରାପ ଟାଇମ ଷ୍ଟାର୍ଟ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହରାଜ ଶନିଙ୍କୁ କର୍ମଫଳ ଦାତା ଓ ନ୍ୟାୟ ପ୍ରଦାତା ଗ୍ରହ ଭାବେ ଗଣନା କରଯାଇଥାଏ । ଶନି ଯେତେବେଳେ ଗୋଟିଏ ରାଶିରେ ଦୀର୍ଘ...

କେମିତି ରହିବ ମୋଦି-ଟ୍ରମ୍ପଙ୍କ ୨୦୨୬? ଭବିଷ୍ୟବାଣୀରେ ଜଣାପଡିଲା ସତ!

୨୦୨୫ ବର୍ଷ ଶେଷ ହେବାକୁ ଯାଉଛି। ୨୦୨୬ ଏବେ ପାଖେଇ ଆସୁଛି। ୨୦୨୬ ବର୍ଷ ଲୋକଙ୍କ ପାଇଁ କିପରି ହେବ ସେ ବିଷୟରେ ଜ୍ୟୋତିଷମାନେ ଭବିଷ୍ୟବାଣୀ...

ଡେଲିଭରି ଏଜେଣ୍ଟଙ୍କ ପାଇଁ କମ୍ପାନୀ କଲା ବଡ଼ ଘୋଷଣା, ବଢିବ ଇନକମ୍‌

ନୂଆଦିଲ୍ଲୀ,୩୧।୧୨:ଡିସେମ୍ୱର 31 ତାରିଖରେ ଡେଲିଭରି କର୍ମଚାରୀମାନେ ଧର୍ମଘଟ ଘୋଷଣା କରିଛନ୍ତି। ଏହି ସମୟରେ, ଜୋମାଟୋ ଏବଂ ସ୍ୱିଗି ଅଧିକ ଦରମା ଏବଂ ବୀମା ପାଇଁ ପ୍ରତିବାଦ...

ନୂଆବର୍ଷ ଗୋଟିଏ ଦିନ ପୂର୍ୱରୁ ସରକାରୀ କର୍ମଚାରୀଙ୍କୁ ଝଟ୍‌କା! ଏମାନଙ୍କୁ ମିଳିବନି ଗ୍ରାଚ୍ୟୁଇଟି

ନୂଆଦିଲ୍ଲୀ,୩୧।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର ଆସିଛି। ପେନସନ ଏବଂ ପେନସନଭୋଗୀ କଲ୍ୟାଣ ବିଭାଗ (DoPPW) ଗ୍ରାଚ୍ୟୁଇଟି ସମ୍ୱନ୍ଧୀୟ...

ଏମିତି ସ୍ଥାନ, ଯେଉଁଠି ବିବାହ ପରେ କନ୍ୟା ନୁହନ୍ତି, ବର ଯାଆନ୍ତି ଶାଶୁଘର

ଭାରତରେ ଜାତି, ଧର୍ମ, ବର୍ଣ୍ଣ ସମେତ ବିଭିନ୍ନ ସ୍ଥାନରେ ଭିନ୍ନଭିନ୍ନ ପରମ୍ପରା ରହିଛି। ଏହି ଅନନ୍ୟ ପରମ୍ପରା ଭାରତକୁ ଅନ୍ୟ ଦେଶଠାରୁ ସ୍ବତନ୍ତ୍ର କରେ। ଭାରତରେ...

ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ନେଲେ ଅନୁ ଗର୍ଗ, କହିଲେ ନୂଆ ସରକାରରେ…

ଭୁବନେଶ୍ବର,୩୧ା୧୨: ନୂଆ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ନେଲେ ଅନୁ ଗର୍ଗ । ସେ ରାଜ୍ୟର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ।...

କୁକୁର ମୁଁହରୁ ହରିଣକୁ ଉଦ୍ଧାରକଲେ ସରପଞ୍ଚ ପ୍ରତିନିଧି, ଚିକିତ୍ସା ପରେ ବନବିଭାଗକୁ କଲେ ହସ୍ତାନ୍ତର

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ ): କୁକୁର ମୁଁହରୁ ଆହତ ହରିଣକୁ ଉଦ୍ଧାର କଲେ ମଲାଡ଼ ସରପଞ୍ଚ ପ୍ରତିନିଧି ସୁଦାମ ବେହେରା । ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟ ଠାରୁ...

ଭୋଜି ଖାଇ ୧୦୦ରୁ ଊର୍ଦ୍ଧ୍ୱ ଝାଡ଼ାବାନ୍ତିରେ ଆକ୍ରାନ୍ତ, ଡାକ୍ତର କହିଲେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବେଲଖଣ୍ଡି ଗ୍ରାମର କଲୋନୀରେ ଏକ ଭୋଜି ଭାତ ଖାଇ ଶତାଧିକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ କେସିଙ୍ଗା ଗୋଷ୍ଠୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri