ଅମିତ ଶାହଙ୍କୁ ଟିପ୍ସ ଦେଲେ ଅକ୍ଷୟ କୁମାର, ସନ୍ଧ୍ୟା ୬.୩୦ ପରେ ଖାଦ୍ୟ ଖାଆନ୍ତୁ ନାହିଁ

ବଲିଉଡ୍‌ ଅଭିନେତା ଅକ୍ଷୟ କୁମାର ନିଜ ଫିଟ୍‌ନେସ୍‌ ଉପରେ ସର୍ବଦା ଧ୍ୟାନ ଦିଅନ୍ତି। ଠିକ୍‌ ସମୟରେ ଖାଇବା ଏବଂ ଶୋଇବାକୁ ନେଇ ସେ ବେଶ୍‌ ସତର୍କ ଥାନ୍ତି। ଏକପରିକି କୌଣସି ଫିଲ୍ମ ସାଇନ୍‌ କରିବା ପୂର୍ବରୁ ସେ ନିର୍ଦ୍ଦେଶକଙ୍କ ସହ ଟାଇମ୍‌ ଟେବୁଲ୍‌କୁ ନେଇ ଆଗ କଥାବାର୍ତ୍ତା ହୁଅନ୍ତି। ନିକଟରେ ଅକ୍ଷୟ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କୁ ଏକ ଟିପ୍ସ ଦେଇଛନ୍ତି। ଏକ ସାକ୍ଷାତକାରରେ ତାଙ୍କୁ ଅମିତ ଶାହଙ୍କ ବାବଦରେ ପଚରାଯାଇଥିଲା। ଏହାର ଉତ୍ତରରେ ଅକ୍ଷୟ ଶାହଙ୍କୁ ସନ୍ଧ୍ୟା ୬.୩୦ ପରେ ନ ଖାଇବାକୁ ପରାମର୍ଶ ଦେଇଛନ୍ତି। କାରଣ ଆମ ଶାସ୍ତ୍ରରେ ଅଛି ସୂର୍ଯ୍ୟାସ୍ତ ପରେ ଖ୍ୟାଦ୍ୟ ନ ଗ୍ରହଣ କରିବାକୁ କୁହାଯାଇଛି। ଏହା ଆପଣଙ୍କୁ ଫିଟ୍‌ ରଖିବାରେ ସାହାଯ୍ୟ କରେ ବୋଲି ସେ କହିଛନ୍ତି। ଅମିତ ଜୀ ଦେଶର ଏକ ଗୁରୁତ୍ତ୍ୱପୂର୍ଣ୍ଣ ବ୍ୟକ୍ତି ହୋଇଥିବାରୁ ସେ ନିଜର ଯତ୍ନ ନେବା ଉଚିତ୍‌ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରଚନାଙ୍କୁ ଦ୍ୱିତୀୟ ବିବାହ କରିବା ବେଳେ ଅସୁବିଧାରେ ପଡ଼ିଥିଲେ ବାବୁଲ ସୁପ୍ରିଓ: ବିରୋଧୀ ସତ୍ତ୍ୱେ ଏଭଳି ସହାୟତା କରିଥିଲେ ମମତା

ବମ୍ବେ: ଅଭିନୟଜଗତରେ ନାମ କମାଇବା ପରେ ରାଜନୀତିକୁ ବାଛି ନିଅନ୍ତି ଅନେକ କଳାକାର। ସେ ଅଭିନେତା ହୁଅନ୍ତୁ ଅବା ଗାୟକ, ରାଜନୀତିରେ ନିଜର ପତିଆରା ବିସ୍ତାର...

ଏହି ଅଭିନେତାଙ୍କର ଥିଲେ ୨୫ ଗର୍ଲଫ୍ରେଣ୍ଡ, ଶେଷରେ ଆଉ ଜଣଙ୍କ ସହ ପଡ଼ିଥିଲା ହାତଗଣ୍ଠି

ମୁମ୍ବାଇ: ବଲିଉଡ୍‌ ଫିଲ୍ମ ଇଣ୍ଡଷ୍ଟ୍ରିରେ ଅନେକ ପ୍ରେମ କାହାଣୀ ଅଛି। ଯାହା ଲୋକଙ୍କ ପାଇଁ ଏକ ଉଦାହରଣ। ପ୍ରଥମ ଦେଖାରେ ପ୍ରେମ ପରେ ବିବାହ। ଏହା...

ପ୍ରଥମ ଚଳଚ୍ଚିତ୍ରରେ ଅଭିନୟ ପାଇଁ କେତେ ଟଙ୍କା ପାରିଶ୍ରମିକ ନେଇଥିଲେ ଅମିତାଭ

ବଲିଉଡ୍‌ ଇଣ୍ଡଷ୍ଟ୍ରୀରେ ୫୦ ବର୍ଷ ପୂରଣ କରିଛନ୍ତି ସୁପରଷ୍ଟାର ଅମିତାଭ ବଚ୍ଚନ। ଆଜିର ଦିନରେ ଅର୍ଥାତ୍‌ ନଭେମ୍ବର ୭, ୧୯୬୯ରେ ଅମିତାଭଙ୍କ ପ୍ରଥମ ଅଭିନୀତ ଚଳଚ୍ଚିତ୍ର...

ଏହି ଅଭିନେତ୍ରୀଙ୍କ ପାଇଁ ସଲମାନଙ୍କ ସହ ଝଗଡ଼ା କରିଥିଲେ ଶାହରୁଖ

ବଲିଉଡ ଇଣ୍ଡଷ୍ଟ୍ରିରେ କିଙ୍ଗ ଖାନ ନାମରେ ଜଣାଶୁଣା ଶାହରୁଖ ଖାନ ସର୍ବଦା ବିବାଦ ଘେରରେ ରହିଥାନ୍ତି। ତେବେଶାହରୁଖଙ୍କ ସଲମାନଙ୍କ ସହ ଦୀର୍ଘ ଦିନ ଧରି ବିବାଦ...

ବଲିଉଡ୍‌ ନୁହେଁ ବରଂ ସାଉଥ୍‌ରେ ମନ କିଣିଲେ ଦର୍ଶକଙ୍କର

ମୁମ୍ବାଇ: ବଲିଉଡ୍‌ରୁ ଆରମ୍ଭ କରି ସାଉଥ୍‌ ଫିଲ୍ମ ଇଣ୍ଡଷ୍ଟ୍ରି ପର୍ଯ୍ୟନ୍ତ ନିଜ ପାଇଁ ଏକ ସ୍ବତନ୍ତ୍ର ସ୍ଥାନ ତିଆରି କରିଛନ୍ତି ଡେଜି ଶାହା। ସେ ଜଣେ...

ବିକ୍‌ନୀ ପିନ୍ଧି ଇନ୍‌ଷ୍ଟାଗ୍ରାମରେ ଫଟୋ ଶେୟାରକଲେ ମଲାଇକା, ଡିଜାଇନର କହିଲେ…

ମୁମ୍ବାଇ: ନିଜର ଡ୍ୟାନ୍ସ ଏବଂ ଷ୍ଟାଇଲ୍‌କୁ ନେଇ ମଲାଇକା ଆରୋରା ସବୁବେଳେ ଚର୍ଚ୍ଚାରେ ରହିଥା’ନ୍ତି। ତାଙ୍କ ହାତରେ ବର୍ତ୍ତମାନ ଯଦିଓ କିଛି ଫିଲ୍ମ ନାହିଁ, ତେବେ...

ସୋନୁ ସୁଦ୍‌ ଗରିବ ପରିବାରକୁ ଯୋଗାଇ ଦେବେ ଘର

ମୁମ୍ବାଇ, ୨୦।୭: କରୋନା ମହାମାରୀ ସଙ୍କଟରେ ବଲିଉଡ୍‌ ଅଭିନେତା ସୋନୁ ସୁଦ୍‌ ଦେଶର ବହୁ ଲୋକଙ୍କୁ ସହାୟତାର ହାତ ବଢ଼ାଇ ବେଶ୍‌ ଚର୍ଚ୍ଚାରେ ରହିଛନ୍ତି। ଏବେ...

ନିଜ ଭୁଲ ପାଇଁ ପଶ୍ଚାତାପ କଲେ ଅକ୍ଷୟ

ମୁମ୍ବାଇ: ନାଗରିକତା ସଂଶୋଧନ ଆଇନ(ସିଏଏ) ବିରୋଧରେ ବିକ୍ଷୋଭ ପ୍ରଦର୍ଶନ ସମୟରେ ରବିବାର ଜାମିଆ ନଗର ଓ ଜାମିଆ ମିଲିଆ ଇସ୍‌ଲାମିଆ ବିଶ୍ୱବିଦ୍ୟାଳୟରେ ହିଂସାତ୍ମକ ପରିସ୍ଥିତି ସୃଷ୍ଟି...

Seven Jackpot
Advertisement


Archives

Model This Week

Why Dharitri