ଅମିତ ଶାହଙ୍କ ସହ କଥା ହେଲେ ଗଜପତି ମହାରାଜା

ପୁରୀ ଅଫିସ୍‌,୨୨।୧: ପୁରୀ ରଥଯାତ୍ରା ହେବ କି ନାହିଁ ସେନେଇ ସୁପ୍ରିମକୋଟ୍‌ଙ୍କ ରାୟ ଆଜି ଆସିବ। ରାୟ ଆସିବା ପୂର୍ବରୁ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କ ସହ ଫୋନରେ କଥା ହୋଇଛନ୍ତି ପୁରୀ ଗଜପତି ମହାରାଜା। ଏନେଇ ଟୁଇଟ୍‌ ଯୋଗେ ସୂଚନା ଦେଇଛନ୍ତି ରାଜ୍ୟ ଭାଜପା ସଭାପତି ସମୀର ମହାନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିର୍ଦ୍ଦେଶକ୍ରମେ ଶାହ କଥା ହୋଇଥିବା ସେ କହିଛନ୍ତି। ମହାପ୍ରଭୁଙ୍କ ନୀତିକାନ୍ତି ତଥା ରଥଯାତ୍ରା ସମ୍ପର୍କରେ ସେ ଜଗପତି ମହାରାଜଙ୍କ ସହ ଆଲୋଚନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଙ୍ଗାଧର ଉଠା ଜଳସେଚନ ପ୍ରକଳ୍ପ ଟେଣ୍ଡରକୁ ଅନୁମୋଦନ

ଭୁବନେଶ୍ୱର, ୧୦ା୨(ବ୍ୟୁରୋ): ହୀରାକୁଦ ଡ୍ୟାମ୍‌ର ବିସ୍ତୃତ ପ୍ରକଳ୍ପ ରିପୋର୍ଟରେ ଗଙ୍ଗାଧର ମେହେର ଉଠା ଜଳସେଚନ ପ୍ରକଳ୍ପ ପାଇଁ ଆବଶ୍ୟକ ହେଉଥିବା ଜଳ ବରଗଡ ମୁଖ୍ୟ କେନାଲର...

ଚେତୁନାହିଁ ବିଦ୍ୟୁତ ବିଭାଗ: ଅଭିନବ ଉପାୟରେ ବିଦ୍ୟୁତ ଯୋଗାଣ

କେନ୍ଦୁଝର,୭।୬(ସ୍ବ.ପ୍ର.): କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ନୂଆଗାଁ ପଞ୍ଚାୟତ ଭାଲୁପାଳି ସାହିରେ ବିଦ୍ୟୁତ ଖୁଣ୍ଟ ଅଭାବରୁ ଏକ କଞ୍ଚା ବାଉଁଶରେ ବତା ସାହାଯ୍ୟରେ ତାରକୁ ଟେକି...

ପୋଲ ଉପରୁ କମିଲା ପାଣି: ଜୁନାଗଡ଼-ଧର୍ମଗଡ଼ ରାଜପଥରେ ଗଡ଼ିଲା ଯାନବାହନ

ଭବାନୀପାଟଣା,୯।୮(ସ୍ବ.ପ୍ର.): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ହାଲେର ଯୋର ଆପ୍ରୋଚ ପୋଲ ଉପରେ ବର୍ଷା ପାଣି କମିବା ପରେ ମଙ୍ଗଳବାର ସକାଳୁ ଯାତାୟାତ ସ୍ବାଭାବିକ ହୋଇଛି।...

ଦେବଗଡ଼ ବିଧାୟକ, ୨ ସହଯୋଗୀ ଗିରଫ

ଦେବଗଡ଼,୩ା୫(ଡି.ଏନ୍‌.ଏ):ଦେବଗଡ଼ ଜିଲା ତିଲେଇବଣି ବିଡିଓ କୃଷ୍ଣଚନ୍ଦ୍ର ଦଳପତିଙ୍କୁ ସଂଘବଦ୍ଧ ଆକ୍ରମଣ ଘଟଣାରେ ରବିବାର ପୋଲିସ ଦେବଗଡ଼ ବିଧାୟକ ସୁବାସଚନ୍ଦ୍ର ପାଣିଗ୍ରାହୀ ଓ ତିଲେଇବଣୀ ବ୍ଲକ ନୋମିନିଙ୍କ...

ସଙ୍ଗରୋଧ କେନ୍ଦ୍ରରେ ମଦ ଯୋଗାଣକୁ ବିରୋଧ କରିବାରୁ ସରପଞ୍ଚଙ୍କୁ ଆକ୍ରମଣ

ପୋଲସରା,୩୧ା୫(ଡି.ଏନ.ଏ.)- ସଙ୍ଗରୋଧ କେନ୍ଦ୍ରରେ ଥିବା ଅନ୍ତେବାସୀଙ୍କୁ ସମ୍ପର୍କୀୟ ମଦ ଦେବାକୁ ଯାଇଥିବାବେଳେ ଏହାକୁ ବିରୋଧ କରିବାରୁ କଳମ୍ବ ସରପଞ୍ଚଙ୍କୁ ଆକ୍ରମଣ ହୋଇଛି। ଏହାର ପ୍ରତିବାଦରେ ଗ୍ରାମବାସୀ...

ରୋଷେଇ ବେଳେ ଫାଟିଗଲା ଗ୍ୟାସ୍‌ ଟାଙ୍କି

ପାଟଣା,୨।୪(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ରାଜନଗର ଗ୍ରାମର ବଡ଼ଦାଣ୍ଡ ସାହିରେ ଏକ ବଡ଼ ଧରଣର ଦୁର୍ଘଟଣାରୁ ପ୍ରଭାତ ରଣାଙ୍କ ପରିବାର ଅଳ୍ପକେ ବର୍ତ୍ତିଯାଇଛନ୍ତି। ଗୁରବାର...

ଆଜି ୧୧ ଜିଲାରେ ଟିକା ବନ୍ଦ

ଭୁବନେଶ୍ୱର, ୪।୫(ବ୍ୟୁରୋ): ରାଜ୍ୟରେ ସୋମବାରଠାରୁ ତୃତୀୟ ପର୍ଯ୍ୟାୟ ଟିକାକରଣ ଆରମ୍ଭ ହୋଇଛି। କିନ୍ତୁ ଟିକା ଅଭାବ ଯୋଗୁ ଏହା କେବଳ ଭୁବନେଶ୍ୱରରେ ଚାଲିଛି। ଖୁବ୍‌ଶୀଘ୍ର ରାଜ୍ୟର...

ଏପ୍ରିଲରେ ଜାପାନ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୫ା୩(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏପ୍ରିଲ ପ୍ରଥମ ସପ୍ତାହରେ ଏକ ଉଚ୍ଚସ୍ତରୀୟ ପ୍ରତିନିଧି ଦଳ ସହ ଜାପାନ ଯିବାର କାର୍ଯ୍ୟକ୍ରମ ରହିଛି। ଏହି ଗସ୍ତ ସମୟରେ...

Advertisement
Archives

Model This Week