ଅମୃତଭଣ୍ଡାର ଉପକାରୀ ଗୁଣ

ଅମୃତଭଣ୍ଡାରେ ଭରି ରହିଛି ଅନେକ ଉପକାରୀ ଗୁଣ। ଏହା ପାଚନତନ୍ତ୍ରକୁ ସକ୍ରିୟ କରିବା ସହ ମେଦବହୁଳତା ସମସ୍ୟାରୁ ମୁକ୍ତି ଦେଇଥାଏ। ଏଥିରେ କ୍ୟାଲୋରିର ମାତ୍ରା ମଧ୍ୟ କମ୍‌ଥାଏ। ଏହା ତ୍ୱଚା ସମସ୍ୟା ସହ ଅନେକ ରୋଗରୁ ମୁକ୍ତି ଦେଇଥାଏ। ନିୟମିତ ଅମୃତଭଣ୍ଡା ବ୍ୟବହାର କରିବା ଫଳରେ ଅନେକ ସମସ୍ୟାରୁ ମୁକ୍ତି ମିଳିଥାଏ। ତେବେ ଜାଣନ୍ତୁ ଅମୃତଭଣ୍ଡାର ଉପକାରୀ ଗୁଣ ସମ୍ପର୍କରେ…

ଦୃଷ୍ଟିଶକ୍ତି- ଏହାକୁ ନିୟମିତ ଖାଇବା ଫଳରେ ଦୃଷ୍ଟିଶକ୍ତି ବଢ଼ିବା ସହ ଆଖି ସମସ୍ୟାରୁ ମୁକ୍ତି ମିଳିଥାଏ।

କୋଷ୍ଠକାଠିନ୍ୟ- କୋଷ୍ଠକାଠିନ୍ୟ ସମସ୍ୟାରୁ ମଧ୍ୟ ଅମୃତଭଣ୍ଡା ମୁକ୍ତି ଦେଇଥାଏ।

ହୃଦ୍‌ରୋଗ- ଏଥିରେ କୋଲେଷ୍ଟରଲ ମାତ୍ରା ନ ଥିବାରୁ ହୃଦ୍‌ରୋଗୀଙ୍କ ପାଇଁ ଲାଭକାରୀ ହୋଇଥାଏ।

ଉଜ୍ଜ୍ୱଳ ତ୍ୱଚା -ତ୍ୱଚା ଉଜ୍ଜ୍ୱଳ ଲାଗି ମଧ୍ୟ ଏହାକୁ ବ୍ୟବହାର କରାଯାଇଥାଏ। ଏହାର ଫେସ୍‌ ପ୍ୟାକ୍‌ ଲଗାଇବା ଫଳରେ ମୁହଁ ଉଜ୍ଜ୍ୱଳ ହୋଇଥାଏ।

ଆମେରିକା କୃଷି ବିଭାଗ ତଥ୍ୟାନୁଯାୟୀ, ୧୦୦ ଗ୍ରାମ୍‌ ଅମୃତଭଣ୍ଡାରେ ୪୩ ଗ୍ରାମ କ୍ୟାଲୋରି ରହିଥାଏ। ଏହାକୁ ଖାଇବା ଫଳରେ ଶରୀରରେ ଜଳୀୟଅଂଶ ଯଥେଷ୍ଟ ରହିଥାଏ। ୧୦୦ ଗ୍ରାମ ଅମୃତଭଣ୍ଡାରେ ୦.୪୭ ପରିମାଣରେ ପ୍ରୋଟିନ୍‌, ଫାଇଭର ୧.୭, କାର୍ବୋହାଇଡ୍ରେଡ୍‌ ୧୦.୮୨ ଓ ୭.୮ ସୁଗାର ପରିମାଣ ରହିଥାଏ। ତେବେ ମେଦବହୁଳତା ଦୂର କରିବା ଲାଗି ଏହା ସାହାଯ୍ୟ କରିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ମିଳିମିଶି କାମ କରିବାରୁ ସଫଳତା: ରାଜ୍ୟସ୍ତରରେ ଗଞ୍ଜାମ ପୁରସ୍କୃତ

ଗଞ୍ଜାମ,୩୧।୮(ବିଦ୍ୟାଧର ସାହୁ): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ସ୍ବାୟତ୍ତ ଶାସନ ଦିବସ ମହା ସମାରୋହରେ ସୋମବାର ପାଳିତ ହୋଇଯାଇଛି l ମୁଖ୍ୟ ଅତିଥି ବ୍ରହ୍ମପୁର ଲୋକସଭା…

ICUରେ ଆନ୍ନା ହଜାରେ: ଗୁରୁତର ଭାଇରାଲ ସଂକ୍ରମଣ ପରେ…

ନୂଆଦିଲ୍ଲୀ,୩୧।୮: ସାମାଜିକ କର୍ମୀ ଆନ୍ନା ହଜାରେଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ପରେ ତାଙ୍କୁ ମୁମ୍ବାଇର ବମ୍ବେ ହସ୍ପିଟାଲର ଆଇସିୟୁରେ ଭର୍ତ୍ତି କରାଯାଇଛି। ଗୁରୁତର ଭାଇରାଲ ସଂକ୍ରମଣ ଏବଂ…

ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘନ ଘଟଣା: ମନ୍ଥର ଗତିରେ ଚାଲିଛି କାର୍ଯ୍ୟ, ତାଗିଦ କଲେ ଉପଜିଲାପାଳ

ଛତ୍ରପୁର, ୩୧।୮ (ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘନ ଘଟଣାର ସୋମବାର ସମୀକ୍ଷା କରିଛନ୍ତି ଛତ୍ରପୁର ଉପଜିଲାପାଳ…

ଚାଷୀଙ୍କ ରଣହୁଙ୍କାର: ୮ଦଫା ଦାବିରେ ତାତିଲେ ଚାଷୀ

ବରଗଡ଼,୩୧।୮(ପ୍ରେମାନନ୍ଦ ଖମାରୀ)-:ବରଗଡ଼ ଜିଲାରେ ସର୍ବାଧିକ ଧାନ ଉତ୍ପାଦନ ଯୋଗୁ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଓ ଚାଷୀଙ୍କ ସମସ୍ୟା ମଧ୍ୟ ଅଧିକ ଏବଂ…

ବିଧାୟକ ସିଦ୍ଧାନ୍ତ ମହାପାତ୍ର ଦେଲେ ବଡ଼ ପ୍ରତିଶ୍ରୁତି: ଦିଗପହଣ୍ଡିକୁ ମ୍ୟୁନିସିପାଲଟିର ମାନ୍ୟତା ପାଇଁ…

ଦିଗପହଣ୍ଡି,୩୧।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନଏସି ପକ୍ଷରୁ ୫୩ତମ ପବିତ୍ର ନିଖିଳ ଭାରତ ସ୍ବାୟତ୍ତ ଶାସନ ସପ୍ତାହ ପାଳନ ସମାରୋହ ସୋମବାର ବିଳମ୍ବିତ ସନ୍ଧ୍ୟାରେ ଉଦଯାପିତ ହୋଇଯାଇଛି।…

ରାଷ୍ଟ୍ରପତିଙ୍କ ପାଖରେ ଛାଇ ଭଳି ରହୁଥିବା ମେଜର ରିଷଭ ହଠାତ୍‌ ନେଲେ ଅବସର, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ, ୩୧।୮: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସହ ବିଭିନ୍ନ ସରକାରୀ ଓ ଆଧିକାରିକ କାର୍ଯ୍ୟକ୍ରମରେ ନଜର ଆସି ଚର୍ଚ୍ଚାରେ ଥିବା ମେଜର ରିଷଭ ସିଂହ ସାମ୍ବ୍ୟାଲ ଏବେ…

ଅମରନାଥଙ୍କୁ ପିଟିଲା କାର୍‌, ଚାଲିଗଲା ଜୀବନ

ଗୁଣପୁର,୩୧।୮ ( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ସହର ବଳରାମ ନଗର ପୋଲାକି ଅମରନାଥ ପାତ୍ର(୨୭) (ପିତା- ମୋହନ ରାଓ ପାତ୍ର)ଙ୍କ ଏକ ମର୍ମନ୍ତୁଦ ସଡ଼କ…

ଦମ୍‌ଦାର ଜବାବ ଦେଲେ ବୈଭବ ସୂର୍ଯ୍ୟବଂଶୀ: କିଛି କହିବା ପୂର୍ବରୁ ୧୦୦୦ ଥର ଭାବିବେ କ୍ରିକେଟ ପଣ୍ଡିତ!

ନୂଆଦିଲ୍ଲୀ, ୩୧।୮: ଦୁଲୀପ ଟ୍ରଫି ଡେବ୍ୟୁ ମ୍ୟାଚରେ ବୈଭବ ସୂର୍ଯ୍ୟବଂଶୀ ମାତ୍ର ୮ ରନ କରି ଆଉଟ ହେବା ପରେ ତାଙ୍କ ରେଡ ବଲ ଟେମ୍ପରାମେଣ୍ଟକୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri