ଅମୃତଭଣ୍ଡାର ବି ରହିଛି ଏମିତି ଗୁଣ

ଅମୃତଭଣ୍ଡା ଶରୀର ପାଇଁ ଭଲ ବୋଲି ଡାକ୍ତର କହିଥାଆନ୍ତି। ହେଲେ ଏହାକୁ ଅଧିକ ପରିମାଣରେ ଖାଇଲେ ଏହା ଶରୀରରେ ଅସୁବିଧା ସୃଷ୍ଟି କରିଥାଏ। ଅମୃତଭଣ୍ଡାରେ ପ୍ରଚୁର ପରିମାଣରେ ଫାଇବର ଓ ଭିଟାମିନ୍‌ ସି ଥିବାରୁ ଏହାର ଅଧିକ ବ୍ୟବହାର କ୍ଷତିକାରକ।
-ଏଥିରେ ଥିବା ଫାଇବର ଖାଦ୍ୟ ହଜମ କରିବା ଓ କୋଷ୍ଠ କାଠିନ୍ୟ ଦୂର କରିବାରେ ସହାୟକ ହୋଇଥାଏ। ହେଲେ ଏହାକୁ ଅଧିକ ପରିମାଣରେ ଖାଇଲେ କୋଷ୍ଠ କାଠିନ୍ୟ ସମସ୍ୟା ଦେଖାଦିଏ।
-ଅମୃତଭଣ୍ଡା ଅଧିକ ଖାଇଲେ ଆଲର୍ଜି ଭଳି ସମସ୍ୟା ହେବା ସହ ମୁଣ୍ଡ ବୁଲାଇଥାଏ।
-ଏଥିରେ ଥିବା ଭିଟାମିନ୍‌ ସି ଅଧିକ ପରିମାଣରେ ଶରୀରକୁ ଗଲେ କିଡ୍‌ନୀ ଷ୍ଟୋନ ହେବାର ସମ୍ଭାବନାକୁ ବଢାଇ ଦେଇଥାଏ।
-ଶରୀରରେ ରକ୍ତ ଶର୍କରାର ପରିମାଣ ସବୁବେଳେ ସନ୍ତୁଳିତ ଅବସ୍ଥାରେ ରହିବା ଭଲ। ହେଲେ ଯେଉଁମାନେ ଅଧିକ ପରିମାଣରେ ଅମୃତଭଣ୍ଡା ଖାଇ ଥାଆନ୍ତି ସେମାନଙ୍କର ବ୍ଲଡ ସୁଗାର କମିଯାଇଥାଏ। ଫଳରେ ଶରୀରରେ ନାନା ସମସ୍ୟା ଦେଖାଦିଏ।
-ଗର୍ଭବତୀ ମହିଳା ଅମୃତଭଣ୍ଡା ଖାଇବା ମନା କାରଣ ଏହାଦ୍ୱାରା ଗର୍ଭପାତ ହେବାର ଯଥେଷ୍ଟ ସମ୍ଭାବନା ଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ନିଯୁକ୍ତି ଆଳରେ ନିର୍ଯ୍ୟାତନା ଅଭିଯୋଗ : ତାମିଲନାଡୁରୁ ୧୬ଯୁବତୀ…

ବରଗଡ଼,୧୭।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ବ୍ଲକ ଅଞ୍ଚଳରୁ ତାମିଲନାଡୁ ତିରପୁରକୁ ଏକ କମ୍ପାନୀରେ ନିଯୁକ୍ତି ଆଳରେ ଯାଇ ସେଠାରେ ବନ୍ଧା ପଡିଥିବା ୧୬ ଯୁବତୀ ଶୁକ୍ରବାର…

ପୂର୍ବ ଶତ୍ରୁତାରୁ ଗୋଷ୍ଠୀ ସଙ୍ଘର୍ଷ: ପି.ପିତାମ୍ବର ଦୋରା, ତାଙ୍କ ସହଯୋଗୀ ମାନଙ୍କୁ

ଦିଗପହଣ୍ଡି,୧୭ା୪(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଭୁଡୁକି ଗ୍ରାମରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଗୋଷ୍ଠୀ ସଙ୍ଘର୍ଷ ଘଟିଛି। ଏନେଇ ଉଭୟ ଗୋଷ୍ଠୀ ପାଟପୁର ଥାନାରେ…

ସିବିଏସ୍‌ଇ ମାଟ୍ରିକ ପରୀକ୍ଷାରେ ସ୍ମିତାରାଣୀଙ୍କ କୃତିତ୍ୱ

ବଲାଙ୍ଗୀର,୧୭ା୪(ସୁନିଲ କୁମାର ମହାନ୍ତି): ସିବିଏସ୍‌ଇ ମାଟ୍ରିକ ପରୀକ୍ଷାରେ ସେମଫୋର୍ଡ ଫ୍ୟୁଚରିଷ୍ଟିକ ବିଦ୍ୟାଳୟର ଛାତ୍ରୀଛାତ୍ର ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ସ୍ମିତାରାଣୀ ସାହୁ ୯୭.୨ ପ୍ରତିଶତ ସହ ସ୍କୁଲ…

ଜୀବିତ ବ୍ୟକ୍ତିଙ୍କୁ ମୃତ ଦର୍ଶାଉଛି ଆଧାରକାର୍ଡ ତଥ୍ୟ, ସଂଶୋଧନ ପାଇଁ ୪ ମାସ ହେଲା ଦୌଡୁଛନ୍ତି ଡାକସେବକ

ଦିଗପହଣ୍ଡି,୧୭ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସାହାସପୁର ଗ୍ରାମର କେ.ରକି ଦୋରା(୨୪) ଯୁକ୍ତ ୩ (ସ୍ନାତକ) ପାସ କରିବା ପରେ ଗତ ୨୦୨୩ରୁ ଦିଗପହଣ୍ଡି…

କାର୍‌-ବସ୍‌ ମୁହାଁମୁହିଁ ଧକ୍କା: ଜଳିଗଲେ ଗୋଟିଏ ପରିବାରର ୯ ସଦସ୍ୟ

ୟାଦ୍‌ଗିର(କର୍ନାଟକ),୧୭ା୪: କର୍ନାଟକର ସୁରପୁର ତାଲୁକ୍‌ରେ ଶୁକ୍ରବାର ଏକ କାର୍‌ ଏବଂ ଘରୋଇ ବସ୍‌କୁ ମୁହାଁମୁହିଁ ଧକ୍କା ହୋଇଥିଲା। ପରବର୍ତ୍ତୀ ସମୟରେ କାରଟି ଜଳିଯିବାରୁ ସେଥିରେ ଥିବା ଗୋଟିଏ…

ପାକିସ୍ତାନରେ ଦିନିକିଆ ସିରିଜ ଖେଳିବ ଅଷ୍ଟ୍ରେଲିଆ, ଆସିଲା ଚୂଡ଼ାନ୍ତ କାର୍ଯ୍ୟସୂଚୀ

କରାଚୀ,୧୭ା୪: ଅଷ୍ଟ୍ରେଲିଆ କ୍ରିକେଟ ଦଳ ମେ ମାସ ଶେଷ ଭାଗରେ ଅଷ୍ଟ୍ରେଲିଆ ଟୁର୍‌ରେ ଯିବ ଏବଂ ଲାହୋର ଓ ରାଓଲପିଣ୍ଡିରେ ୩ ମ୍ୟାଚ ବିଶିଷ୍ଟ ଅନ୍ତର୍ଜାତୀୟ ଦିନିକିଆ…

ଚଳଚଞ୍ଚଳ ରାଧାଦେଇପୁର, ଛୁଟୁଛି ଶ୍ରଦ୍ଧାଳୁଙ୍କ ଭିଡ଼, ଦାରୁ ବିଗ୍ରହଙ୍କ

ଦିଗପହଣ୍ଡି/ପାଟପୁର,୧୭୪(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ରାଧାଦେଇପୁର ଗ୍ରାମ ନୂଆସାହି ରେ ବହୁ ପୁରାତନ କାଳରୁ ପୂଜା ପାଇ ଆସୁଥିବା ଶ୍ରୀ…

ଟଙ୍କା ଆଦାୟକୁ ନେଇ ଫାଇନାନ୍ସ କର୍ମଚାରୀଙ୍କୁ ହତ୍ୟା, ଆସିଲା କୋର୍ଟଙ୍କ ବଡ଼ ରାୟ, ଅଭିଯୁକ୍ତଙ୍କୁ…

କେନ୍ଦୁଝର,୧୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ନୟାକୋଟ ଥାନା ଅଞ୍ଚଳରେ ୨୦୨୫ରେ ଫାଇନାନ୍ସ ଟଙ୍କା ଆଦାୟକୁ ନେଇ ଘଟିଥିବା ବହୁଚର୍ଚ୍ଚିତ ହତ୍ୟାକାଣ୍ଡ ଘଟଣାର ଶୁକ୍ରବାର ରାୟ ପ୍ରକାଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri