Posted inଜାତୀୟ

ଅମେଠି-ରାୟବରେଲିର ୫ ରେଳ ଷ୍ଟେଶନରେ ମିଳିବ ଓ୍ବାଇ ଫାଇ ସୁବିଧା

ଅମେଠି,୧୨।୯:କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନି ଅମେଠି-ରାୟବରେଲିର ୫ଟି ରେଳ ଷ୍ଟେଶନରେ ଓ୍ବାଇ ଫାଇ ସୁବିଧାର ଶୁଭାରମ୍ଭ କରିଛନ୍ତି। ବୁଧବାର ଇରାନି ସେଠାକୁ ତାଙ୍କର ଦୁଇ ଦିବସୀୟ ଗସ୍ତରେ ଯିବା ସମୟରେ ଏହି ଘୋଷଣା କରିଛନ୍ତି। ଏହି ସମୟରେ ସେ ଅମେଠି-ରାୟବରେଲି ରେଳଖଣ୍ଡର ୫୫୦ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେଉଥିବା ଡବଲ ଲାଇନ୍‌ର ନିରିକ୍ଷଣ କରିବା ସହ ଓ୍ବାଇ ଫାଇ ସେବାର ଶୁଭାରମ୍ଭ କରିଥିଲେ। ଏହା ସହ ମାନବ ରହିତ ଲେବଲ କ୍ରସିଂକୁ ବନ୍ଦ କରିବା ଓ ଗୌରିଗଞ୍ଜ ରେଲଓ୍ବେ ଷ୍ଟେଶନରେ ସ୍ଥାୟୀ ଜିଆର୍‌ପି ପୋଲିସ ଷ୍ଟେଶନ ଖୋଲିବା ଉପରେ ଗୁରୁତ୍ୱ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଳଙ୍କିତ ସୁଶାସନ

ପାଟନା,୧୪ା୧: ବିହାରରେ ଦିନକୁ ଦିନ ଅପରାଧ ବଢ଼ିବାରେ ଲାଗିଛି। ମୁଜାଫରପୁର ସହରରେ ଅପରାଧୀମାନେ ବୁଧବାର ଜଣେ ନାବାଳିକାଙ୍କୁ ଗଶବଳାତ୍କାର କରିବା ପରେ ଘରେ ପଶି ଜିଅନ୍ତା...

୧୨୩ ଆସନରେ ବ୍ୟବଧାନ ୩ ହଜାରରୁ କମ୍‌: ଯେ କୌଣସି ସମୟରେ ବଦଳିପାରେ ସ୍ଥିତି

ପାଟନା,୧୦।୧୧: ବିହାର ନିର୍ବାଚନରେ ଯେ, କୌଣସି ସମୟରେ ସ୍ଥିତି ବଦଳିପାରେ। ଏଠାରେ ୧୨୩ ଆସନରେ ପ୍ରତିଦ୍ୱନ୍ଦ୍ୱୀଙ୍କ ମଧ୍ୟରେ ଭୋଟ ବ୍ୟବଧାନ ୩ ହଜାରରୁ କମ୍‌ ରହିଛି।...

ଦିଲ୍ଲୀ ବିଧାନସଭା ନିର୍ବାଚନ: ଏଏପି ଆଗରେ; କଂଗ୍ରେସ ଖାତା ଖୋଲିବା ସମ୍ଭାବନା

ନୂଆଦିଲ୍ଲୀ,୧୧।୨: ଦିଲ୍ଲୀ ବିଧାନସଭା ନିର୍ବାଚନର ଭୋଟଗଣତି ମଙ୍ଗଳବାର ସକାଳୁ କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଆରମ୍ଭ ହୋଇଛି। ୭୦ ଆସନ ବିଶିଷ୍ଟ ଦିଲ୍ଲୀ ବିଧାନସଭା ଆସନ...

ଅହମ୍ମଦାବାଦ୍‌ରେ ୧୪୨ତମ ରଥାଯାତ୍ରା: ଶାହ କଲେ ମଙ୍ଗଳ ଆରତି

ଅହମ୍ମଦାବାଦ୍‌,୪।୭: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ଅବସରରେ ଗୁଜରାଟ ରାଜଧାନୀ ଅହମ୍ମଦାବାଦ୍‌ ଚଳଚଞ୍ଚଳ ହୋଇଉଠିଛି। ଏଠାରେ ଚଳିତ ବର୍ଷ ୧୪୨ତମ ରଥଯାତ୍ରା ପାଳିତ ହେଉଛି। ଏହି ଅବସରରେ...

କଶ୍ମୀର-ଲଦାଖରେ ନିର୍ମାଣ ହେବ ୧୦ ସୁଡ଼ଙ୍ଗ: ଏଲ୍‌ଏସି-ଏଲ୍‌ଓସିରେ ଶୀଘ୍ର ପହଞ୍ଚିବ ସହାୟତା

ନୂଆଦିଲ୍ଲୀ, ୨୧।୧୦: ଏଲ୍‌ଏସି ଏବଂ ଏଲ୍‌ଓସିରେ ଯବାନଙ୍କ ପାଖରେ ଶୀଘ୍ର ସହାୟତା ପହଞ୍ଚାଇବା ପାଇଁ ଲଦାଖ ଏବଂ କଶ୍ମୀରର ଉଚ୍ଚ ପାହାଡ଼ରେ ୧୦ ସୁଡ଼ଙ୍ଗ ନିର୍ମାଣ...

ମନମୋହନ ସିଂହଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୋଦି

ନୂଆଦିଲ୍ଲୀ,୨୬।୯: ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ ଗୁରୁବାର ୮୭ ବର୍ଷ ବୟସରେ ପାଦ ଥାପିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟୁଇଟ କରି ତାଙ୍କୁ...

ଭାରତକୁ ସାଲ୍ୟୁଟ୍‌ କଲା ଜାତିସଂଘ

କୋଭିଡ୍‌-୧୯ ମହାମାରୀ ବିରୋଧୀ ଲଢ଼େଇରେ ଅନ୍ୟ ଦେଶକୁ ସହାୟତା କରିଥିବା ଭାରତ ଓ ଅନ୍ୟ ରାଷ୍ଟ୍ରଙ୍କୁ ଜାତିସଂଘ ମହାସଚିବ ଆଣ୍ଟୋନିଓ ଗୁଟେରେସ୍‌ ସାଲ୍ୟୁଟ୍‌ ଜଣାଇଛନ୍ତି। କରୋନା...

ବେଙ୍ଗାଲୁରୁ ଫାର୍ମକୁ କ୍ଷତିପୂରଣ ଦେବା ପାଇଁ ଇସ୍ରୋକୁ ନିର୍ଦ୍ଦେଶ

ଓ୍ବାଶିଂଟନ,୩୧।୧୦: ଡେଭାସ ମଲ୍ଟିମିଡିଆ ନାମକ ବେଙ୍ଗାଲୁରୁର ଏକ ଷ୍ଟାର୍ଟଅପ୍‌କୁ ୧.୨ ବିଲିୟନ ଡଲାର କ୍ଷତିପୂରଣ ଦେବା ଲାଗି ଆମେରିକାର ଏକ ଅଦାଲତ ଇସ୍ରୋର ବ୍ୟବସାୟିକ ଶାଖା...

Advertisement


Archives

Model This Week