Posted inଜାତୀୟ

ଅମେଠି-ରାୟବରେଲିର ୫ ରେଳ ଷ୍ଟେଶନରେ ମିଳିବ ଓ୍ବାଇ ଫାଇ ସୁବିଧା

ଅମେଠି,୧୨।୯:କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନି ଅମେଠି-ରାୟବରେଲିର ୫ଟି ରେଳ ଷ୍ଟେଶନରେ ଓ୍ବାଇ ଫାଇ ସୁବିଧାର ଶୁଭାରମ୍ଭ କରିଛନ୍ତି। ବୁଧବାର ଇରାନି ସେଠାକୁ ତାଙ୍କର ଦୁଇ ଦିବସୀୟ ଗସ୍ତରେ ଯିବା ସମୟରେ ଏହି ଘୋଷଣା କରିଛନ୍ତି। ଏହି ସମୟରେ ସେ ଅମେଠି-ରାୟବରେଲି ରେଳଖଣ୍ଡର ୫୫୦ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେଉଥିବା ଡବଲ ଲାଇନ୍‌ର ନିରିକ୍ଷଣ କରିବା ସହ ଓ୍ବାଇ ଫାଇ ସେବାର ଶୁଭାରମ୍ଭ କରିଥିଲେ। ଏହା ସହ ମାନବ ରହିତ ଲେବଲ କ୍ରସିଂକୁ ବନ୍ଦ କରିବା ଓ ଗୌରିଗଞ୍ଜ ରେଲଓ୍ବେ ଷ୍ଟେଶନରେ ସ୍ଥାୟୀ ଜିଆର୍‌ପି ପୋଲିସ ଷ୍ଟେଶନ ଖୋଲିବା ଉପରେ ଗୁରୁତ୍ୱ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରିଷି କହୁଥିଲେ ନିଚ୍ଛକ କଥା: ପିତା ରାଜକପୁରଙ୍କ ବିବାହ ପରର ସମ୍ପର୍କରେ ନିଜ ପୁସ୍ତକରେ କରିଥିଲେ ଉଲ୍ଲେଖ

ମୁମ୍ବାଇ,୩୦।୪: ବଲିଉଡ୍‌ର ରୋମାଣ୍ଟିକ୍‌ ଅଭିନେତା ରିଷି କପୁର ସବୁବେଳେ ନିଚ୍ଛକ  କଥା ହିଁ କହୁଥିଲେ। ଏଥିପ୍ରତି ତାଙ୍କର ଭୟ ବି ନ ଥିଲା। ଯାହା ସତ...

ହିଣ୍ଡନ ଏୟାର ଫୋର୍ସ ଷ୍ଟେଶନରେ ପହଞ୍ଚିଲେ ୨୪ ଭାରତୀୟ

ନୂଆଦିଲ୍ଲୀ,୨୬ ।୮: ଆଫଗାନିସ୍ତାନ ତାଲିବାନ ହାତକୁ ଚାଲିଯିବା ପରେ ଏବେ ସେଠାରେ ଥିବା ଭାରତୀୟଙ୍କ ଘର ବାହୁଡା ଜାରି ରହିଛି । ଗୁରୁବାର ଆଫଗାନିସ୍ତାନରୁ ୨୪...

ଚାଷୀଙ୍କୁ ମୋଦି ସରକାରଙ୍କ ଉପହାର: ଧାନ ସମେତ ୧୭ ଖରିଫ ଫସଲର ଏମ୍‌ଏସ୍‌ପି ବୃଦ୍ଧି

ନୂଆଦିଲ୍ଲୀ,୮।୬: ଦେଶରେ ଚାଷୀଙ୍କ ହିତକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ଏକ ବଡ଼ ଘୋଷଣା କରିଛନ୍ତି। ସରକାର ୨୦୨୨-୨୩ ବର୍ଷ ଲାଗି ୧୭ ଖରିଫ ଫସଲ...

ନିଯୁକ୍ତି ମାଗୁଛନ୍ତି ଆଶାୟୀ

ନୂଆଦିଲ୍ଲୀ, ୨୮ା୨ : ମାଇକ୍ରୋବ୍ଲଗିଂ ପ୍ଲାଟ୍‌ଫର୍ମ ଟୁଇଟର୍‌ରେ ଏବେ ନମ୍ବର ଓ୍ବାନ ଟ୍ରେଣ୍ଡ ପାଲଟିଛି ହାଶଟ୍ୟାଗ୍‌ ମୋଦି ଜବ୍‌ ଦୋ, ହାଶଟ୍ୟାଗ୍‌ ମୋଦି ରୋଜଗାର ଦୋ।...

ନାବାଳକଙ୍କୁ ଜିଭ ଚାଟିବାକୁ କହିଲେ ଦଲାଇ ଲାମା

ନୂଆଦିଲ୍ଲୀ,୧୦ା୪: ତିବ୍ବତୀୟ ଧର୍ମଗୁରୁ ଦଲାଇ ଲାମାଙ୍କ ଏକ ଭିଡିଓକୁ ନେଇ ବିବାଦ ସୃଷ୍ଟି ହୋଇଛି। ଜଣେ ଭାରତୀୟ ନାବାଳକ ପ୍ରଣାମ କରିବା ପାଇଁ ତଳକୁ ନଇଁ...

ମୋଦିଙ୍କ ଦାଦାଗିରି ଅସହ୍ୟ ହେବାରେ ଲାଗିଛି: ସଞ୍ଜୟ ସିଂ…

ନୂଆଦିଲ୍ଲୀ,୨୪।୫ : ଦିଲ୍ଲୀ ସରକାରଙ୍କ ନୂତନ ଏକ୍ସାଇଜ ପଲିସିରେ ହୋଇଥିବା ସ୍କାମକୁ ନେଇ ଅନୁସନ୍ଧାନକାରୀ ସଂସ୍ଥାଗୁଡ଼ିକର କାର୍ଯ୍ୟ ଜାରି ରହିଛି। ସଦ୍ୟତମ ମାମଲାରେ ବରିଷ୍ଠ ଆମ...

ସ୍ଥାୟୀ ସମାଧାନ ଚାହିଁଲେ ବାଚସ୍ପତି

ନୂଆଦିଲ୍ଲୀ, ୧୧ା୨(ପି.ଟି.): ପାର୍ଲାମେଣ୍ଟ ଭିତରେ ସଦସ୍ୟଙ୍କ ପ୍ଲାକାର୍ଡ ଓ ପୋଷ୍ଟର ପ୍ରଦର୍ଶନକୁ ନେଇ ବାଚସ୍ପତି ଓମ୍‌ ବିର୍ଲା ସୋମବାର ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ଏହା ଦ୍ୱାରା...

ମାନ୍ଦାବସ୍ଥାର ପ୍ରଭାବ: ସାବୁନ ଦର ହ୍ରାସ କରୁଛନ୍ତି କମ୍ପାନୀ

ନୂଆଦିଲ୍ଲୀ,୨୯ା୮: ଦେଶରେ ମାନ୍ଦାବସ୍ଥା ଏଭଳି ମାଡି ଆସିଛି ଯେ, ଅଟୋମୋବାଇଲ, ରିଏଲ୍‌ ଇଷ୍ଟେଟ୍‌ ପରେ ଏବେ ସାବୁନ ତିଆରି କରୁଥିବା କମ୍ପାନୀ ନିଜର ଉତ୍ପାଦର ଦର...

Advertisement
Archives

Model This Week