ଅମ୍ପନ ମୁକାବିଲା: ୪ ଆଇଏଏସ ଅଫିସରଙ୍କୁ ୪ ଜିଲା ଦାୟିତ୍ୱ

ଭୁବନେଶ୍ୱର,୧୮।୫(ବ୍ୟୁରୋ)-ବାତ୍ୟା ଅମ୍ପନ ମୁକାବିଲା ଲାଗି ସୋମବାର ୪ ବରିଷ୍ଠ ପ୍ରଶାସନିକ ଅଧିକାରୀଙ୍କୁ ୪ ଜିଲା ଦାୟିତ୍ୱ ପ୍ରଦାନ କରାଯାଇଛି। ପରିବହନ ବିଭାଗର ପ୍ରମୁଖ ସଚିବ ମଧୁସୂଦନ ପାଢୀଙ୍କୁ ବାଲେଶ୍ୱର ଜିଲାର ଦାୟିତ୍ୱ ଦିଆଯାଇଥିବାବେଳେ ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ କୁମାର ଲୋହାନୀଙ୍କୁ ଭଦ୍ରକ ଦାୟିତ୍ୱ ମିଳିଛି। ସେହିପରି ଶିଳ୍ପ ସଚିବ ହେମନ୍ତ ଶର୍ମାଙ୍କୁ କେନ୍ଦ୍ରାପଡ଼ା ଓ ଉଚ୍ଚଶିକ୍ଷା ସଚିବ ସାଶ୍ୱତ ମିଶ୍ରଙ୍କୁ ଜଗତସିଂହପୁର ଜିଲାର ଦାୟିତ୍ୱ ମିଳିଛି। ଏ ନେଇ ଏସଆରସିଙ୍କ କାର୍ଯ୍ୟାଳୟ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ର ସଂସଦ ନିର୍ବାଚନ: ନୋମିନେଶନ ଜାରି

ଭୁବନେଶ୍ୱର,୯ା୧୦: ଛାତ୍ର ସଂସଦ ନିର୍ବାଚନ ନେଇ ରାଜ୍ୟର ବିଭିନ୍ନ କଲେଜରେ ନୋମିନେଶନ ଜାରି ରହିଛି। ଶୁକ୍ରବାର ସକାଳ ୧୦ଟାରୁ ଦିନ ଗୋଟାଏ ଭିତରେ ପ୍ରାର୍ଥୀମାନେ ସେମାନଙ୍କର ନୋମିନେଶନ…

ବଢ଼ିଲା ଶ୍ରମିକଙ୍କ ଭତ୍ତା: ଏଣିକି ଦିନକୁ ମିଳିବ…

ଭୁବନେଶ୍ୱର,୯ା୧୦(ରବିନାରାୟଣ ଜେନା):ରାଜ୍ୟର ବିଭିନ୍ନ ସଂଗଠିତ ଓ ଅଣସଂଗଠିତ କ୍ଷେତ୍ରରେ ନିୟୋଜିତ କର୍ମଜୀବୀଙ୍କ ହିତକୁ ଦୃଷ୍ଟିରେ ରଖି ସରକାର ଗୁରୁବାର ମହଙ୍ଗାଭତ୍ତା ବୃଦ୍ଧି କରିଛନ୍ତି। ଶ୍ରମ ଓ କର୍ମଚାରୀ…

ଦାରିଙ୍ଗବାଡ଼ିରେ ଶୀତର ଆଗମନ: ବଢ଼ୁଛି ପର୍ଯ୍ୟଟକଙ୍କ ସଂଖ୍ୟା

ଦାରିଙ୍ଗବାଡ଼ି,୯।୧୦(ଅରୁଣ ସାହୁ): କନ୍ଧମାଳ ଜିଲାର ପର୍ଯ୍ୟଟନସ୍ଥଳୀ ଦାରିଙ୍ଗବାଡ଼ି ଅଞ୍ଚଳରେ ଧୀରେ ଧୀରେ ଶୀତର ଆଗମନ ଅନୁଭୂତ ହେବାରେ ଲାଗିଛି। ଗତ କିଛି ଦିନ ହେଲା ଅଞ୍ଚଳରେ ହାଲୁକା…

ମନ୍ତ୍ରୀ କରିଡର ଖାଁ ଖାଁ: ତୃତୀୟ ମହଲା ଚଳଚଞ୍ଚଳ

ଭୁବନେଶ୍ୱର, ୯ା୧୦(ରବିନାରାୟଣ ଜେନା):ଇଣ୍ଡିଆ ବ୍ଲକ୍‌ ପକ୍ଷରୁ ଆହୂତ ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ବେଳେ ପୂର୍ବାହ୍ନରେ ଲୋକସେବା ଭବନରେ ତୃତୀୟ ମହଲା ଚଳଚଞ୍ଚଳ ରହିିଥିଲା। ମାତ୍ର ଖାରବେଳ…

ହସ୍ପିଟାଲରେ ଜଳିଗଲା ଆମ୍ବୁଲାନ୍ସ, ରୋଗୀ ମୃତ, ୨ ଗୁରୁତର

ବାରିପଦା/ଉଦଳା,୮ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ/ସନ୍ତୋଷ କୁମାର ବାଚ୍ଛିନୀ): ମୟୂରଭଞ୍ଜ ଜିଲା ଉଦଳା ମେଡିକାଲ ପରିସରରେ ଗୁରୁବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଅକ୍ସିଜେନ ସିଲିଣ୍ଡର ଫାଟି ଏକ…

ବରଗଡ଼ରେ ହେବ ବଡ଼ ବିକ୍ଷୋଭ ସମାବେଶ, ଜାଣନ୍ତୁ…

ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ): ସମ୍ବିଧାନ ଏବଂ ଗଣତନ୍ତ୍ରର ସୁରକ୍ଷା ପାଇଁ ବରଗଡ଼ ଜିଲାର ବିଭିନ୍ନ ଜନ ସଂଗଠନ, କୃଷକ ସଂଗଠନ ଓ ନାଗରିକମାନଙ୍କୁ ନେଇ ସମ୍ବିଧାନ ଓ ଗଣତନ୍ତ୍ର…

College Election Suspend: ବାତିଲ ହେଲା କଲେଜ ନିର୍ବାଚନ, ବଡ଼ ନିଷ୍ପତ୍ତି ନେଲେ…

ଭୁବନେଶ୍ୱର,୮।୧୦: ବଡ଼ ଖବର । କଲେଜ ନିର୍ବାଚନ ବାତିଲ । VNରେ ଉତ୍ତେଜନା ପରେ ନିଷ୍ପତ୍ତି । ଯାଜପୁର ବ୍ୟାସନଗରରେ ଥିବା ଭି.ଏନ୍‌. ସ୍ବୟଂଶାସିତ ମହାବିଦ୍ୟାଳୟରେ ଏଥର…

ମେମୁ ଟ୍ରେନରୁ ପ୍ରିନ୍ସପାଲଙ୍କ ମୃତଦେହ ଉଦ୍ଧାର

ନୟାଗଡ଼,୮।୧୦(ଲୋକନାଥ ମିଶ୍ର): ଭୁବନେଶ୍ୱର-ଦଶପଲ୍ଲା ମେମୁ ଟ୍ରେନରୁ ଶରଣକୁଳ କଲେଜ ପ୍ରିନ୍ସପାଲ ମହେଶ୍ୱର ମହାପାତ୍ର(୫୬)ଙ୍କ ମୃତଦେହ ଗୁରୁବାର ଉଦ୍ଧାର ହୋଇଛି। ଦଶପଲ୍ଲା ଷ୍ଟେଶନରେ ସନ୍ଦେହଜନକ ଅବସ୍ଥାରେ ମୃତଦେହ ଠାବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?