Posted inଖେଳ

ଅମ୍ପାୟରଙ୍କ ତ୍ରୁଟି ପରେ ହୃଦ୍‌ଘାତ ନେଲା ବ୍ୟାଟ୍ସମ୍ୟାନଙ୍କ ଜୀବନ

ହାଇଦ୍ରାବାଦ,୧୯।୧୧- କ୍ରିକେଟରେ ଅମ୍ପାୟରଙ୍କ ତ୍ରୁଟି କରିବା କିଛି ନୂଆ କଥା ନୁହେଁ। ମାତ୍ର ଅମ୍ପାୟର ତ୍ରୁଟି ଯୋଗୁ ଆଉଟ ହୋଇଥିବା ବ୍ୟାଟ୍ସମ୍ୟାନ ଏତେ ବିଚଳିତ ହୋଇ ଉଠିଥିଲେ ଯେ, ତାଙ୍କୁ ହୃଦ୍‌ଘାତ ସମ୍ମୁଖୀନ ହେବାକୁ ପଡ଼ିଥିଲା। ଫଳରେ ଉକ୍ତ ଖେଳାଳିଙ୍କ ମୃତ୍ୟୁ ହୋଇଛି। ଏଭଳି ଘଟଣା ହାଇଦ୍ରାବାଦରେ କ୍ଲବ ସ୍ତରୀୟ ମ୍ୟାଚ୍‌ବେଳେ ଘଟିଛି। ଏହି ଦୁଃଖଦ ଘଟଣା କ୍ରିକେଟ ପ୍ରଶଂସକଙ୍କୁ ଚକିତ କରି ଦେଇଛି। ୪୧ ବର୍ଷୀୟ ବ୍ୟାଟ୍ସମ୍ୟାନ ବୀରେନ୍ଦ୍ର ନାୟକ ଜବରଦସ୍ତ ବ୍ୟାଟିଂ କରି ଅର୍ଦ୍ଧଶତକ ପୂରଣ କରିଥିଲେ। କିନ୍ତୁ କିଛି ସମୟ ପରେ ଅମ୍ପାୟରଙ୍କ ଭୁଲ ନିଷ୍ପତ୍ତିର ଶୀକାର ହୋଇ ସେ ଆଉଟ ହୋଇଥିଲେ। ବିରକ୍ତ ହୋଇ ସେ ପ୍ୟାଭିଲିଅନ ଫେରିଗଲେ। ସେଠାରେ ତାଙ୍କୁ ଆଟାକ ଆସିଥିଲା। ଗଣମାଧ୍ୟମରେ ପ୍ରକାଶ ପାଇଥିବା କିଛି ରିପୋର୍ଟ ଅନୁଯାୟୀ, ୬୬ ରନ୍‌ କରି ଖେଳୁଥିବାବେଳେ ନାୟକଙ୍କୁ ଆଉଟ୍‌ ଦେଇଥିଲେ ଅମ୍ପାୟର। ହେଲେ ବଲ ତାଙ୍କ ବ୍ୟାଟରେ ନୁହେଁ ଅନ୍ୟ କୌଣସି ସାଉଣ୍ଡ ଯୋଗୁ କ୍ୟାଚ୍‌ ଆଉଟ ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଓ୍ବେଷ୍ଟଇଣ୍ଡିଜକୁ ୧୭୬ରେ ରୋକି ଦେଲେ

ଅହମ୍ମଦାବାଦ୍‌,୬।୨: ସ୍ଥାନୀୟ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଖେଳାଯାଇଥିବା ଐତିହାସିକ ମ୍ୟାଚ୍‌ରେ ଭାରତୀୟ ବୋଲର ଓ୍ବେଷ୍ଟଇଣ୍ଡିଜକୁ ମାତ୍ର ୧୭୬ ରନ୍‌ରେ ଅଲଆଉଟ୍‌ କରି ଦେଇଛନ୍ତି। ମୁଖ୍ୟତଃ...

ମହମ୍ମଦ ସାଲାଙ୍କୁ କରୋନା

କାଇରୋ, ୧୬ା୧୧ (ଏପି)-ଲିଭରପୁଲ୍‌ ଷ୍ଟ୍ରାଇକର ମହମ୍ମଦ ସାଲା କରୋନା ସଂକ୍ରମିତ ହୋଇଛନ୍ତି। ନିଜ ଦେଶର ଇଜିପ୍ଟରେ ସେ ଅତିକମ୍‌ରେ ଗୋଟିଏ ସପ୍ତାହ ଆଇସୋଲେଶନରେ ରହିବେ। ଜାତୀୟ...

ଆଜି ଭାରତ-ନ୍ୟୁଜିଲାଣ୍ଡ ପ୍ରଥମ ଦିନିକିଆ: ଜାଣନ୍ତୁ କେତେବେଳେ, କେଉଁଠି ଦେଖିବେ ମ୍ୟାଚ୍‌

ହାଇଦ୍ରାବାଦ୍‌,୧୮।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ ୧୮ ଜାନୁଆରୀ ଅର୍ଥାତ୍‌ ଆଜିଠାରୁ ଆରମ୍ଭ ହେଉଛି। ସିରିଜର ପ୍ରଥମ ମ୍ୟାଚ...

ଏହି ସୁନ୍ଦରୀଙ୍କ ପ୍ରେମରେ ଉବୁଟୁବୁ ହେଉଛନ୍ତି ଇଶାନ

ନୂଆଦିଲ୍ଲୀ,୨୬।୨: ବିଗତ କିଛି ବର୍ଷରେ ନିଜ ଖେଳ ଜରିଆରେ ସ୍ବତନ୍ତ୍ର ସ୍ଥାନ ସୃଷ୍ଟି କରିବାରେ ସଫଳ ହୋଇଛନ୍ତି ସୁପରଷ୍ଟାର ଉଇକେଟ କିପର ବ୍ୟାଟ୍ସମ୍ୟାନ୍‌ ଇଶାନ କିଶନ।...

ଫିଫା ର଼୍ୟାଙ୍କିଙ୍ଗ୍ସରେ ଭାରତ ଦୁଇ ସ୍ଥାନ ଉପରକୁ ଉଠିଲା

ନୂଆଦିଲ୍ଲୀ,୨୩।୬: ଏସିଆନ୍‌ କପ୍‌ କ୍ୱାଲିଫିକେଶନ ରାଉଣ୍ଡରେ ଉଲ୍ଲେଖନୀୟ ପ୍ରଦର୍ଶନ ପରେ ଫିଫା ବିଶ୍ୱ ର଼୍ୟାଙ୍କିଙ୍ଗ୍ସରେ ଭାରତ ଉପରକୁ ଉଠିଛି। ପୂର୍ବରୁ ୧୦୬ତମ ସ୍ଥାନରେ ଥିବା ଭାରତ...

ଆର୍‌ସିବିକୁ ଜିତାଇଲେ ଡୁ’ପ୍ଲେସି, ଓ୍ବାନିନ୍ଦୁ

ମୁମ୍ବାଇ,୮।୫: ପ୍ରଥମେ ଅଧିନାୟକ ଫାଫ ଡୁ’ପ୍ଲେସିଙ୍କ ଅର୍ଦ୍ଧଶତକ ପରେ ଓ୍ବାନିନ୍ଦୁ ହସରଙ୍ଗାଙ୍କ ୫ ଉଇକେଟ ସଫଳତା ଯୋଗୁ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆର୍‌ସିବି) ସହଜ ବିଜୟ...

ବ୍ଳକ ସ୍ତରୀୟ ଖେଳ ଓ କ୍ରୀଡା ପ୍ରତିଯୋଗିତା ଉଦ୍‌ଘାଟିତ

ଦାରିଙ୍ଗବାଡି,୧୨।୯(ଡ.ଏନ.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡି ଓଡିଶା ଆଦର୍ଶ ବିଦ୍ୟାଳୟ ପରିସରରେ ଗୁରୁବାର ବ୍ଳକ ସ୍ତରୀୟ ଖେଳ ଓ କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ ହୋଇଛି। ବିଦ୍ୟାଳୟର ଅଧ୍ୟକ୍ଷ...

ନ୍ୟୁଜିଲାଣ୍ଡ ବିପକ୍ଷରେ କ୍ରସ୍‌ ଓଭର ମ୍ୟାଚ୍‌ ଖେଳିବ ଭାରତ

ଭୁବନେଶ୍ୱର,୨୦।୧: କଳିଙ୍ଗ ଷ୍ଟାଡିୟମରେ ଗୁରୁବାର ଖେଳାଯାଇଥିବା ପୁରୁଷ ହକି ବିଶ୍ୱକପ୍‌ରେ ଭାରତ ଗ୍ରୁପ ପର୍ଯ୍ୟାୟର ଶେଷ ମ୍ୟାଚ୍‌ରେ ଓ୍ବେଲ୍ସକୁ ୪-୨ ଗୋଲରେ ହରାଇ ବିଜୟୀ ହୋଇଛି।...

Advertisement
Archives

Model This Week