ଅମ୍ଫନର ପ୍ରଭାବ: ବୁଡିଯାଇଛି କୋଲକାତା ବିମାନ ବନ୍ଦରର ରନଓ୍ବେ

କୋଲକାତା,୨୧।୫: ବାତ୍ୟା ଅମ୍ଫନର ପ୍ରଭାବ ଓଡ଼ିଶାା ଉପରେ ଯେତିକି ପଡିଛି ତା’ଠାରୁ ଯଥେଷ୍ଟ ଅଧିକ ପ୍ରଭାବ ପଡିଛି ପଶ୍ଚିମବଙ୍ଗ ଉପରେ। ଏଠାରେ ଘଣ୍ଟାକୁ ୧୬୦-୧୮୦ କିଲୋମିଟର ମଧ୍ୟରେ ପବନ ବହିବା ସହ ପ୍ରବଳ ବର୍ଷାରେ ବଡବଡ ଗଛ ଉପୁଡି ପଡିଛି ଓ ଅଧିକାଂଶ ଅଞ୍ଚଳ ଜଳମଗ୍ନ ହୋଇଯାଇଛି। ଅମ୍ଫନ ପ୍ରଭାବରେ କୋଲକାତା ବିମାନ ବନ୍ଦରର ରନଓ୍ବେ ଓ ହ୍ୟାଙ୍ଗର ଜଳାର୍ଣ୍ଣବ ହୋଇଯାଇଛି। ଫଳରେ ସମସ୍ତ ବିମାନ ସେବାକୁ ବାତିଲ କରାଯାଇଛି। ସୂଚନାଯୋଗ୍ୟ, ଲକ୍‌ଡାଉନ ପାଇଁ ସମସ୍ତ ବିମାନ ଉଡାଣ ବାତିଲ କରାଯାଇଥିବା ବେଳେ କେବଳ କାର୍ଗୋ ଓ ବନ୍ଦେ ଭାରତ ମିଶନରେ କିଛି ବିମାନ ଚଳାଚଳ କରୁଥିଲା। ଏବେ ସେସବୁକୁ ମଧ୍ୟ ବନ୍ଦ କରିଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜୌରୀରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ: ୨ଆତଙ୍କବାଦୀ ନିପାତ

ଜମ୍ମୁ,୬।୮:ଜମ୍ମୁ-କାଶ୍ମୀରର ରାଜୌରୀ ଜିଲାରେ ଶୁକ୍ରବାର ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ୨ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ରାଜୌରୀ ଜିଲାର ଥାନାମାଣ୍ଡି...

ଅନ୍ୟ ଧର୍ମର ମହିଳାଙ୍କ ସହ ବୁଲିବାରୁ ଯୁବକଙ୍କୁ ଛୁରା ମାଡ଼

ବେଙ୍ଗାଲୁରୁ, ୨।୪ : ଅନ୍ୟ ଧର୍ମର ଯୁବତୀଙ୍କ ସହ ବସରେ ବୁଲିବାରୁ କର୍ନାଟକର ମାଙ୍ଗାଲୁରୁରେ ଜଣେ ଯୁବକଙ୍କୁ ମରଣାତ୍ମକ ଆକ୍ରମଣ କରାଯାଇଛି। ଗୁରୁବାର ରାତି ପ୍ରାୟ...

ଜାହାଙ୍ଗୀରପୁରୀ ହିଂସା, ୫ ପ୍ରଶ୍ନ ଘେରରେ ପୋଲିସ…

ନୂଆଦିଲ୍ଲୀ, ୧୮।୪ : ଉତ୍ତର-ପଶ୍ଚିମ ଦିଲ୍ଲୀର ଜାହାଙ୍ଗୀରପୁରୀରେ  ହନୁମାନ ଜୟନ୍ତୀ ଶୋଭାଯାତ୍ରା ସମୟରେ ଘଟିଥିବା ହିଂସାକୁ ନେଇ ଉତ୍ତେଜନା ପ୍ରକାଶ ପାଇଛି। ହିଂସା ଘଟଣାର ତଦନ୍ତ...

ଏଲ୍‌ଏସିରେ ଚାଇନା ସୈନ୍ୟଙ୍କ ଉପରେ ନଜର ରଖିବ ଏୟାର ସର୍ଭେଲାନ୍ସ୍‌ ସିଷ୍ଟମ…

ଇଟାନଗର,୧୯।୧୦: ଅରୁଣାଚଳପ୍ରଦେଶକୁ ଲାଗିି ରହିଥିବା ଏଲ୍‌ଏସିରେ ଚାଇନା ସୈନ୍ୟଙ୍କ ଉପରେ ନଜର ରଖିବା ପାଇଁ ଏୟାର ସର୍ଭେଲାନ୍ସ୍‌ ସିଷ୍ଟମ ପ୍ରସ୍ତୁତ କରାଯାଇଛି। ଏନେଇ ଆଭିଏଶନ ବ୍ରିିଗେଡ...

ଦେଶର ସମ୍ପତ୍ତି ବିକ୍ରି କରୁଛନ୍ତି ମୋଦି ସରକାର

ଲକ୍ଷ୍ନୌ, ୧୦।୯: ସମାଜବାଦୀ ପାର୍ଟି ମୁଖ୍ୟ ଅଖିଳେଶ ଯାଦବ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଘେରିବା ଆରମ୍ଭ କରିଛନ୍ତି। ସେ ଗୁରୁବାର ଟୁଇଟ୍‌ କରି କହିଛନ୍ତି ଯେ,...

‘ଆଦାନୀଙ୍କୁ ଆଗରେ ରଖି ପୁଞ୍ଜିନିବେଶ କରୁଥିଲେ ମୋଦି’

ନୂଆଦିଲ୍ଲୀ, ୨୯ା୩: ଦିଲ୍ଲୀ ବିଧାନସଭାରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ଆଦାନୀ ପ୍ରସଙ୍ଗ ଉଠାଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରିଛନ୍ତି। ପ୍ରଧାନମନ୍ତ୍ରୀ ତାଙ୍କ ବନ୍ଧୁଙ୍କୁ ସୁରକ୍ଷା...

ଅସ୍ତ୍ରବିରତି ପାଇଁ ଭାରତ, ପାକ୍‌ ରାଜି

ନୂଆଦିଲ୍ଲୀ, ୨୬।୨(ପି.ଟି.):ନିୟନ୍ତ୍ରଣ ରେଖା (ଏଲ୍‌ଓସି) ସମେତ ଅନ୍ୟାନ୍ୟ ସେକ୍ଟରରେ ଅସ୍ତ୍ରବିରତି ରାଜିନାମାକୁ କଡ଼ାକଡ଼ି ପାଳନ କରିବା ଲାଗି ଭାରତ ଓ ପାକିସ୍ତାନ ସହମତ ହୋଇଥିବା ଗୁରୁବାର...

ଲାଞ୍ଚ ନେବା ଘଟଣାରେ ଦୋଷୀ ସାବ୍ୟସ୍ତ ପାଇଁ ପ୍ରତ୍ୟକ୍ଷ ସାକ୍ଷ୍ୟ ଜରୁରୀ ନୁହେଁ: ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ,୧୫।୧୨ : ସୁପ୍ରିମକୋର୍ଟ କହିଛନ୍ତି ଯେ ଲାଞ୍ଚ ନେବା ଘଟଣାର କୌଣସି ପ୍ରତ୍ୟକ୍ଷ ପ୍ରମାଣ ନ ଥିଲେ କିମ୍ବା ଅଭିଯୋଗକାରୀ ମରିଯାଇଥିଲେ ମଧ୍ୟ ଦୁର୍ନୀତି ନିବାରଣ...

Advertisement
Archives

Model This Week