‘ଅମ୍ଫନ୍‌’ରେ ଓଡ଼ିଶାର ୮୯ ବ୍ଲକ ପ୍ରଭାବିତ, ୪୪ ଲକ୍ଷ ୮୦ ହଜାର ଲୋକ କ୍ଷତିଗ୍ରସ୍ତ

ଭୁବନେଶ୍ୱର,୨୧।୫(ବ୍ୟୁରୋ): ବାତ୍ୟା ‘ଅମ୍ଫନ୍‌’ ପରର ସ୍ଥିତି ସମ୍ପର୍କରେ ମୁଖ୍ୟ ଶାସନ ସଚିବ ଅସିତ୍‌ ତ୍ରିପାଠୀ ଗୁରୁବାର ସମୀକ୍ଷା କରିଛନ୍ତି। ବାତ୍ୟାରେ ଓଡ଼ିଶାର ୮୯ ବ୍ଲକ ପ୍ରଭାବିତ ହୋଇଛି। ୧୫୦୦ ପଞ୍ଚାୟତର ୪୪ ଲକ୍ଷ ୮୦ ହଜାର ଲୋକ କ୍ଷତିଗ୍ରସ୍ତ ହୋଇଛନ୍ତି। ଗୁରୁବାର ସୁଦ୍ଧା ଗମନାଗମନ ସ୍ବାଭାବିକ ହୋଇଯିବ। ସେସୁ ଅଞ୍ଚଳରେ ଦିନେ ନଚେତ ଦୁଇ ଦିନ ମଧ୍ୟରେ ବିଜୁଳି ପୁନଃସଂଯୋଗ କରାଯିବ। ଗୁରୁବାର ସନ୍ଧ୍ୟା ସୁଦ୍ଧା ୮୦% ବିଦ୍ୟୁତ୍‌ ସଂଯୋଗ ଦିଆଯିବ। ୨ ଦିନ ମଧ୍ୟରେ କୃଷିଜନିତ କ୍ଷୟକ୍ଷତି ଆକଳନ କରାଯିବ ବୋଲି ମୁଖ୍ୟ ଶାସନ ସଚିବ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲିଙ୍ଗରାଜ ମହାପ୍ରଭୁଙ୍କ ରୁକୁଣା ରଥ ନିମନ୍ତେ କାଠ ଅନୁକୂଳ

ଖଣ୍ଡପଡ଼ା,୫ା୩(ସ୍ବ.ପ୍ର.): ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ପବିତ୍ର ରୁକୁଣା ରଥଯାତ୍ରା ନିମନ୍ତେ ପାରମ୍ପରିକ ରୀତିନୀତି ଅନୁଯାୟୀ ଖଣ୍ଡପଡ଼ାଠାରେ ବୁଧବାର ସନ୍ଧ୍ୟାରେ କାଠ ଅନୁକୂଳ ଅନୁଷ୍ଠିତ ହୋଇଛି। ଖଣ୍ଡପଡ଼ା ଏନ୍‌ଏସିର...

ଘାତକ ସାଜିଛି କିଡ୍‌ନୀ ରୋଗ: ୫ ବର୍ଷରେ ୧୦ ମୃତ

ନୟାଗଡ଼ ଅଫିସ,୧୫।୫: ନୟାଗଡ଼ ଜିଲା ଦଶପଲ୍ଲା ବ୍ଳକ ଚଢ଼େୟାପଲ୍ଲୀ ପଞ୍ଚାୟତର ଚଢ଼େୟାପଲ୍ଲୀ ଏବଂ ଓଷାମସ୍କା ଗାଁ ଦଳିତସାହିରେ କିଡ୍‌ନୀ ଜନିତ ରୋଗ ଘାତକ ସାଜିଛି। ୫...

ଥମୁନି ବିଜେଡି-ଭାଜପା ଦୋଷ ଲଦାଲଦି

ଭୁବନେଶ୍ୱର, ୨୩।୨(ବ୍ୟୁରୋ): ରାଜ୍ୟରେ ଚାଲିଥିବା ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ନେଇ ବିଜେଡି ଓ ଭାଜପା ମଧ୍ୟରେ ଦୋଷ ଲଦାଲଦି ପ୍ରକ୍ରିୟା ଜାରି ରହିଛି। ସବୁଦିନ ଭଳି...

ସାମ୍ବାଦିକଙ୍କୁ ହସ୍ପିଟାଲରେ ବେଡି ପକାଇବା ଘଟଣା: ନିଜ ଆଡୁ ରିପୋର୍ଟ କଲେ ଓଏଚ୍‌ଆରସି

ଭୁବନେଶ୍ୱର,୮।୪(ବ୍ୟୁରୋ): ବାଲେଶ୍ୱର ଜିଲା ନୀଳଗିରିରେ ଜଣେ ସାମ୍ବାଦିକଙ୍କୁ ହସ୍ପିଟାଲରେ ବେଡ଼ି ପକାଇବା ଘଟଣାରେ ରାଜ୍ୟ ମାନବାଧିକାର କମିଶନ ରିପୋର୍ଟ ତଲବ କରିଛନ୍ତି । ୧୫ ଦିନ...

ଆଜି ଜିଲାପରିଷଦ ସଭାପତି ନିର୍ବାଚନ

ଭୁବନେଶ୍ୱର,୧୩।୩(ବ୍ୟୁରୋ)-ପଞ୍ଚାୟତ ସମିତି ଅଧ୍ୟକ୍ଷ ନିର୍ବାଚନ ପରେ ରବିବାରଲାପରିଷଦ ସଭାପତି ନିର୍ବାଚନ ଅନୁଷ୍ଠିତ ହେବ। ଅପରାହ୍ନ ୧ଟା ୩୦ ମିନିଟରୁ ଅପରାହ୍ନ ୪ଟା ମଧ୍ୟରେ ଭୋଟଗ୍ରହଣ କରାଯିବ...

ଆଜି କାତିଖର୍ପର ବେଶରେ ଦର୍ଶନ ଦେବେ ମା’ ମଙ୍ଗଳା

କାକଟପୁର,୩।୧୦(ଡି.ଏନ୍‌.ଏ.): ପୁରୀ ଜିଲା କାକଟପୁରସ୍ଥିତ ମା’ ମଙ୍ଗଳାଙ୍କ ମନ୍ଦିରରେ ଆଶ୍ୱିନ ମୂଳାଷ୍ଟମୀ ତିଥିଠାରୁ ଆରମ୍ଭ ହୋଇଛି ଶାରଦୀୟ ପାର୍ବଣ ପୂଜା। ଗୁରୁବାର ଶୁକ୍ଳ ଷଷ୍ଠୀ ତିଥି...

ଡିଇଇ ପରେ ଏବେ ଏଚ୍‌ଏସ୍‌ଇ

ଯାଜପୁର ଅଫିସ,୮ା୧୨: ରାଜ୍ୟର ବିଭିନ୍ନ ସ୍ଥାନରେ ନକଲି ବିଏଡ୍‌/ସିଟି ଡିଗ୍ରିଧାରୀ ଏବଂ ନକଲି ଆଦିବାସୀ ପ୍ରମାଣପତ୍ର ହାସଲ କରି ଶିକ୍ଷୟିତ୍ରୀ, ଶିକ୍ଷକ ନିଯୁକ୍ତି ପାଇବା ଏବେ...

ରସିକିଆ ଅଧ୍ୟାପକଙ୍କୁ ଅଟକ ରଖିଛି ପୋଲିସ

ଭୋଗରାଇ,୩୦।୩(ଡି.ଏନ.ଏ.)- ବାଲେଶ୍ୱର ଜିଲା ଭୋଗରାଇ ଥାନା ଅଧୀନ ଭୋଗରାଇ ମହିଳା ମହାବିଦ୍ୟାଳୟର ଜଣେ ଅଧ୍ୟାପକଙ୍କ ନାମରେ ସାଙ୍ଘାତିକ ଅଭିଯୋଗ ଆଣିଛନ୍ତି ଯୁକ୍ତ ୨ ଦ୍ୱିତୀୟ ବର୍ଷର...

Advertisement
Archives

Model This Week