ଅମ୍ଫନ୍‌ କ୍ଷୟକ୍ଷତି: ପଶ୍ଚିମବଙ୍ଗ ପାଇଁ ୧୦୦୦କୋଟି ଟଙ୍କା ସହାୟତା ରାଶି ଘୋଷଣା କଲେ ମୋଦି

କୋଲକାତା,୨୨।୫: ପଶ୍ଚିମବଙ୍ଗରେ ବାତ୍ୟା ଅମ୍ଫନ୍‌ ଯୋଗୁ ବ୍ୟାପକ କ୍ଷୟକ୍ଷତି ହୋଇଛି। ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗ ଗସ୍ତ କରି ଆକାଶ ମାର୍ଗରୁ ବାତ୍ୟା ପ୍ରଭାବିତ ଅଞ୍ଚଳକୁ ପରିଦର୍ଶନ କରିଥିଲେ। ସ୍ଥିତି ସମୀକ୍ଷା କରିବା ପରେ ମୋଦି ପଶ୍ଚିମବଙ୍ଗକୁ ୧୦୦୦ କୋଟି ଟଙ୍କାର ସହାୟତା ରାଶି ଘୋଷଣା କରିଥିବା ଜଣାପଡ଼ିଛି। ଏତଦ୍‌ ବ୍ୟତୀତ ପ୍ରଧାନମନ୍ତ୍ରୀ ରିଲିଫ ପାଣ୍ଠିରୁ ମୃତବ୍ୟକ୍ତିଙ୍କ ପରିବାର ଲୋକଙ୍କୁ ୨ ଲକ୍ଷ ଟଙ୍କା ଓ ଆହତ ବ୍ୟକ୍ତିଙ୍କ ପରିବାର ଲୋକଙ୍କୁ ୫୦ ହଜାର ଟଙ୍କା ଲେଖାଏ ସହାୟତା ରାଶି ଘୋଷଣା କରିଛନ୍ତି। ଅପରପକ୍ଷେ ପଶ୍ଚିମବଙ୍ଗରେ ବାତ୍ୟା ଅମ୍ଫନ୍‌ ଯୋଗୁ ହୋଇଥିବା ୮୦ଜଣଙ୍କ ମୃତ୍ୟୁରେ ମୋଦି ଶୋକ ପ୍ରକାଶ କରିଛନ୍ତି। ତେବେ ଏହି ସଙ୍କଟ ସମୟରେ ପଶ୍ଚିମବଙ୍ଗକୁ କେନ୍ଦ୍ର ଯାଥା ସମ୍ଭବ ସହାୟତା କରିବ ବୋଲି ମୋଦି ପ୍ରତିଶୃତି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

E୨୦ ପେଟ୍ରୋଲକୁ ନେଇ ୭ ବଡ଼ ପ୍ରଶ୍ନ, ସଂସଦରେ ତଥ୍ୟ ସହ ଜବାବ ଦେଲେ ସରକାର

ନୂଆଦିଲ୍ଲୀ,୩୧।୭: E୨୦ ପେଟ୍ରୋଲକୁ ନେଇ ସୋସିଆଲ ମିଡିଆ ଓ ବିଭିନ୍ନ ମାଧ୍ୟମରେ ଉଠୁଥିବା ପ୍ରଶ୍ନ ମଧ୍ୟରେ ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ ମନ୍ତ୍ରଣାଳୟ ସଂସଦରେ ବିସ୍ତୃତ ସ୍ପଷ୍ଟୀକରଣ…

୧୫୦ ବର୍ଷ ପରେ ଲାଇବ୍ରେରିକୁ ଫେରିଲା ବହି: ଜରିମାନା କାଟିଲେ ହେବ ୧୬ ଲକ୍ଷ ଟଙ୍କା, ପୂରା ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମେଲବୋର୍ନ, ୩୧ା୭ (ଏ.ପି.):ଲାଇବ୍ରେରିରୁ ନେଇଥିବା ବହି ଫେରାଇବାରେ ସପ୍ତାହେ କିମ୍ବା ମାସେ ବିଳମ୍ବ ହେବା ସାଧାରଣ କଥା। ମାତ୍ର ଅଷ୍ଟ୍ରେଲିଆର ଏକ ସାର୍ବଜନୀନ ଲାଇବ୍ରେରିରେ ଏମିତି ଏକ…

ପ୍ରବଳ ଝଡ଼ବର୍ଷା ସମ୍ଭାବନା: ୟେଲୋ ୱାର୍ନିଂ ଜାରି

ଭୁବନେଶ୍ୱର, ୩୧ା୭ (ବନ୍ଦନା ସେଠୀ):ଗଭୀର ଅବପାତ ଦୁଇଦିନ ହେବ ଛତିଶଗଡ଼ ଉପରେ ଗତି କରୁଛି। ଏହା ଶୁକ୍ରବାର ସୁଦ୍ଧା ପଶ୍ଚିମ ଦିଗକୁ ଅଗ୍ରସର ହୋଇ କ୍ରମଶଃ ଦୁର୍ବଳ…

ରାହୁଲ ଗାନ୍ଧୀଙ୍କ ପରେ ଅମିତ ଶାହାଙ୍କ ଇସ୍ତଫା ଦାବି କଲେ ଅଭିଜିତ ଦୀପକେ, କହିଲେ ବଳ..

ନୂଆଦିଲ୍ଲୀ,୩୧।୭ ଦିଲ୍ଲୀରେ ଛାତ୍ରମାନଙ୍କ ଉପରେ ଲାଠିଚାର୍ଜ ଏବଂ ପେଲେଟ୍ ଗନ୍ ବ୍ୟବହାରକୁ ନେଇ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ…

ସିଜେପି ଆନ୍ଦୋଳନକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ ନାହିଁ: ଦିଲ୍ଲୀ ସରକାର

ନୂଆଦିଲ୍ଲୀ,୩୧।୭: କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ପକ୍ଷରୁ ଗତ ଜୁଲାଇ ୨୦ରେ ଦିଲ୍ଲୀର ଯନ୍ତରମନ୍ତରଠାରୁ ସଂସଦ ଭବନ ଅଭିମୁଖେ ହୋଇଥିବା ରାଲିରେ ଭାଗନେଇଥିବା ସାଧାରଣ ନାଗରିକ ଓ…

ଲୋକ ସଭା ପରେ ରାଜ୍ୟ ସଭାରେ ବି ମୋହର; ପାରିତ ହେଲା ‘ଆଣ୍ଟି-ପେପର ଲିକ୍ ବିଲ୍’, ଦୋଷୀଙ୍କୁ ହେବ ୧୦ ବର୍ଷ ଜେଲ୍

ନୂଆଦିଲ୍ଲୀ,୩୦।୭: ଲୋକ ସଭାରେ ଆଣ୍ଟି-ପେପର ଲିକ୍ ବିଲ୍ ଗୃହୀତ ହେବା ପରେ, ରାଜ୍ୟ ସଭାରେ ପାସ୍ ହୋଇଛି। ଅଧ୍ୟକ୍ଷ ସି.ଭି. ରାଧାକୃଷ୍ଣନ୍ ଏହାକୁ ଭଏସ୍ ଭୋଟ୍ ଦ୍ୱାରା…

ରକ୍ଷାବନ୍ଧନ ପୂର୍ବରୁ ବଡ଼ ଝଟକା! ପୋଷ୍ଟ ଅଫିସ ବଢ଼ାଇଲା ସ୍ପିଡ୍ ପୋଷ୍ଟ ଦର, ଜାଣିନିଅନ୍ତୁ କେତେ…

ନୂଆଦିଲ୍ଲୀ,୩୦।୭: ଆଜି ମଧ୍ୟ, ବହୁ ସଂଖ୍ୟକ ଲୋକ ପାନ୍, ଆଧାର କିମ୍ବା ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ ପଠାଇବା ପାଇଁ ସ୍ପିଡ୍ ପୋଷ୍ଟ ବ୍ୟବହାର କରିବାକୁ ପସନ୍ଦ କରନ୍ତି…

୪୮ ଘଣ୍ଟା ପାଇଁ ଧବଳେଶ୍ବର ପୀଠକୁ ଯିବା ମନା: ଲାଗିଲା ପ୍ରଶାସନିକ କଟକଣା

ଆଠଗଡ଼, ୩୦।୭: ଆଠଗଡ଼ର ପ୍ରସିଦ୍ଧ ଶୈବପୀଠ ବାବା ଧବଳେଶ୍ବରଙ୍କ ପୀଠକୁ ଗୁରୁବାର ଅପରାହ୍ଣ ୪ଟାରୁ ପରବର୍ତ୍ତୀ ୪୮ ଘଣ୍ଟା ପାଇଁ ଶ୍ରଦ୍ଧାଳୁଙ୍କ ଯିବା ଆସିବା ସମ୍ପୂର୍ଣ୍ଣ ବାରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri